-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||     

HOME   ଜିଲ୍ଲା

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଛୁବାହାଲି,

10-Mar-2025



ବେଲପଡା(ତ୍ରିନାଥ ବାଗ ):ବେଲପଡା ବ୍ଲକ ଅନ୍ତର୍ଗତ ପଣ୍ଡରିଯୋର ଗ୍ରାମପଞ୍ଚାୟତ ସ୍ଥିତ ବିଛୁବାହାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର "ଆମ ସଂସ୍କୃତି ଆମ ଖେଳଣା"ପ୍ରଥମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି l
ସୋମବାର ପୂର୍ବାହ୍ନ ୧୧ଘଣ୍ଟା ସମୟରେ ଅନୁଷ୍ଠିତ ବାର୍ଷିକ ଉତ୍ସବର ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ଭାବେ ଗ୍ରାମର ଗୌନ୍ତିଆ ମନମୋହନ ମାଝୀ (ମୃଦୁଙ୍ଗିଆ) ଯୋଗଦେଇ ଛାତ୍ରଛାତ୍ରୀ ଭଲ ଭାବେ ଅଧୟନ କଲେ ଶୀର୍ଷ ସ୍ଥାନରେ ପହଞ୍ଚି ପରିବା ସହ ରାଜ୍ୟ ଓ ଦେଶର ସୁନାମ ଅର୍ଜନ କରିପାରିବେ ବୋଲି କହଥିଲେ ୲
ମୁଖ୍ୟ ବକ୍ତା ଭାବେ ଗ୍ରାମର ପୋଷ୍ଟମାଷ୍ଟର ହଲଧର ସେଠ, ସମ୍ମାନିତ ଅତିଥି ସଲଣ୍ଡି ହାଇସ୍କୁଲ ପ୍ରଧାନଶିକ୍ଷକ ଥବିର ଛତ୍ରିଆ ଯୋଗ ଦେଇ ଛାତ୍ରଛତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ ୲ ପ୍ରଥମେ ବାଗଦେବୀ ସରସ୍ବତୀ ଓ ବିଦ୍ୟାଦାତା ଗଣେଶଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହ ଦୀପ ପ୍ରଜ୍ଜଳନ କରି ପୂଜାର୍ଚନା କରାଯାଇଥିଲା |
ପରେ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ମାନୀତ କରାଯାଇଥିଲା |ଏହି ଅବସରରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଘନଶ୍ୟାମ ବେହେରା ବିବରଣ ପାଠ କରିଥିଲେ | ସି.ଆର ସି. ସି ଭୋଲେଶ୍ୱର ତାଣ୍ଡି ମଞ୍ଚ ପରିଚାଳନା କରି ଥିଲେ | ଏହି ଅବସରରେ ଛାତ୍ରଛତ୍ରୀଙ୍କ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ନୃତ୍ୟ ପରିବେଷଣ କରାଯାଇଥିଲା |
ବିଦ୍ୟାଳୟର ଛାତ୍ରଛତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ହୋଇଥିଲା ଓ ୧୧୫ ଜଣ ବରିଷ୍ଠ ଓ କନିଷ୍ଠ ବିଭାଗରେ କୃତୀ ପ୍ରତଯୋଗୀ ମାନଙ୍କୁ ଅତିଥିମାନେ ମାନପତ୍ର ଓ ମେଡାଲ ଦେଇ ପୁରସ୍କୃତ କରାଯାଇଥିଲା | ଚଳିତ ବର୍ଷ ବାଳକ ବିଭାଗ ରେ କ୍ଷମା ବାଗ ଓ ବାଳିକା ବିଭାଗରେ ଯଶୋବନ୍ତି ମାଝୀ ଚମ୍ପିୟାନ ହୋଇଥିଲେ | ସମାଜରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଗ୍ରାମର ବିଶିଷ୍ଠ ବ୍ୟକ୍ତି ସାମ୍ବାଦିକ ତ୍ରିନାଥ ବାଗ ଓ ଗ୍ରାମର ୱାର୍ଡ ମେମ୍ବର ତୁଲାରାମ ମାଝୀ, ସୁଧୀର ବାଗ, ବେଦବ୍ୟାସ ପୁଟେଲ, ରୁକବଲ ପୁଟେଲ, ଏବଂ ଗ୍ରାମର ଭଦ୍ରବ୍ୟକ୍ତି ନରହରି ମାଝୀଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା | ଉକ୍ତ ଉତ୍ସବ ଆୟୋଜନ ଓ ପରିଚାଳନାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଘନଶ୍ୟାମ ବେହେରା, ସହକାରୀ ଶିକ୍ଷକ ଜ୍ୟୋତିର୍ମୟ ନାଗ, ପାହାନ୍ତ କୁମ୍ଭାର ଏବଂ ସହକାରୀ ଶିକ୍ଷୟତ୍ରୀ ଗୋଦାବରୀ ମାଝୀ, ମଧୁମିତା ବାବୁ, ସଂଯୁକ୍ତା କିଷାନଙ୍କ ସମେତ ପାଚିକା ଏବଂ ପରିଚାଳନା କମିଟିର ସଭ୍ୟ/ସଭ୍ୟା ଓ ଅଭିଭାବକ ଅଭିଭାବିକା ଏବଂ ଗ୍ରାମବାସୀ ସମ୍ପୂର୍ଣ ସହଯୋଗ କରିଥିଲେ | ପରିଶେଷରେ ସହକାରୀ ଶିକ୍ଷକ ପାହାନ୍ତ କୁମ୍ଭାର ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026

You Might Also Like