-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

କ୍ଲଷ୍ଟରସ୍ତରୀୟ ନିପୁଣ ଓଡିଶା ମେଳା

11-Mar-2025



ନୂଆପଡ଼ା (ପରମେଶ୍ୱର ମେହେର): ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ସିଙ୍ଗଝର କ୍ଲଷ୍ଟରସ୍ତରୀୟ ସମସ୍ତ ପ୍ରାଥମିକ ବିଦ୍ୟାଳୟର ଏଫ୍ଏଲ୍ଏନ୍ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ କ୍ଲଷ୍ଟରସ୍ତରୀୟ ନିପୁଣ ଓଡିଶା ମେଳା ସ୍ଥାନୀୟ ସୋନବରଷା ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ସିଙ୍ଗଝର ସିଆରସିସି  ଜୟକୃଷ୍ଣ ଯୋଶୀଙ୍କ ସଭାପତିତ୍ୱରେ ହୋଇଥିବାବେଳେ ଏଥିରେ ମୁଖ୍ୟ ଅତିଥି ଭାବରେ ସିଙ୍ଗଝର ଗ୍ରାମ ପଞ୍ଚାୟତର ସରପଞ୍ଚ କହଁଲ ସିଂ ବାଗ, ମୁଖ୍ୟବକ୍ତା ଭାବରେ ସିନାପାଲି ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଦୀପ ପଣ୍ଡା , ସମ୍ମାନିତ ଅତିଥି ଭାବରେ ବ୍ରାହ୍ମଣୀଗୁଡା ସିଆରସିସି ଖଗେଶ୍ୱର ନିଆଲ , କଏଁଟପଦର ସିଆରସିସି  ଦେବେନ୍ଦ୍ର ସୁନାନୀ, ପ୍ରଧାନଶିକ୍ଷକ ବିଜୟ କୁମାର ଯୋଶୀ ଓ ସ୍ଥାନୀୟ ବିଦ୍ୟାଳୟର ପରିଚାଳନା ସଭାପତି ଟିକେଲାଲ ରାଉତ ମଞ୍ଚାସୀନ ଥିଲେ l ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ୱ ଶିକ୍ଷକ ସାମଗ୍ରୀ ପ୍ରସ୍ତୁତ କରି ଛାତ୍ରଛାତ୍ରୀ ପ୍ରଦର୍ଶନ କରିଛନ୍ତି l ଅତିଥିଗଣ ସମସ୍ତ ଛାତ୍ରଛାତ୍ରୀଙ୍କୁ ଏହି ମେଳାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ସମସ୍ତଙ୍କୁ ବାର୍ତ୍ତା ପ୍ରଦାନ କରିଥିଲେ l ଏହି ମେଳାରେ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ଉପରେ ଆଲୋଚନା ହୋଇଥିଲା ଓ ସମସ୍ତଙ୍କୁ ମାନପତ୍ର ସହ ପୁରସ୍କୃତ କରାଯାଇଥିଲା  l ଏହି କାର୍ଯ୍ୟକ୍ରମକୁ ସିଙ୍ଗଝର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଗୌତମ ମେହେର ପରିଚାଳନା କରିଥିବାବେଳେ  ପଦ୍ମଲୋଚନ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ l ଏଥିରେ ଶିକ୍ଷକ ସଞ୍ଜୟ କୁମାର ବୈଠାରୁ , ଲଳିତ ମାଝୀ , ପ୍ରସନ୍ନ ସାହୁ ସମେତ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like