-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଛୁବାହାଲିରେ "ଆମ ସଂସ୍କୃତି ଆମ ଖେଳଣା"ଓ ପ୍ରଥମ ବାର୍ଷିକ ଉତ୍ସବ

11-Mar-2025



ବେଲପଡା(ତ୍ରିନାଥ ବାଗ): ବେଲପଡା ବ୍ଲକ ଅନ୍ତର୍ଗତ ପଣ୍ଡରିଯୋର ଗ୍ରାମ ପଞ୍ଚାୟତ ସ୍ଥିତ ବିଛୁବାହାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର "ଆମ ସଂସ୍କୃତି ଆମ ଖେଳଣା"ପ୍ରଥମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ସ୍କୁଲ ପରିସର ରେ ଅନୁଷ୍ଠିତ ହୋଇଯାଇଛି l
ସୋମବାର ପୂର୍ବାହ୍ନ ୧୧ଘଣ୍ଟା ସମୟରେ ଅନୁଷ୍ଠିତ ବାର୍ଷିକ ଉତ୍ସବ ର ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ଭାବେ ଗ୍ରାମର ଗୌନ୍ତିଆ ମନମୋହନ ମାଝୀ (ମୃଦୁଙ୍ଗିଆ) ଯୋଗଦେଇ ଛାତ୍ର ଛାତ୍ରୀ ଭଲ ଭାବେ ଅଧୟନ କଲେ ଶୀର୍ଷ ସ୍ଥାନ ରେ ପହଞ୍ଚି

ପରିବା ସହ ରାଜ୍ୟ ଦେଶ ର ସୁନାମ ଅର୍ଜନ କରିପାରିବେ ବୋଲି କହଥିଲେ ୲
ମୁଖ୍ୟ ବକ୍ତା ଭାବେ ଗ୍ରାମର ପୋଷ୍ଟ ମାଷ୍ଟର ହଲଧର ସେଠ, ସମ୍ମାନିତ ଅତିଥି ସଲଣ୍ଡି ହାଇସ୍କୁଲ ପ୍ରଧାନ ଶିକ୍ଷକ ଥବିର ଛତ୍ରିଆ ଯୋଗ ଦେଇ ଛାତ୍ର ଛତ୍ରୀ ଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ ୲
ପ୍ରଥମେ ବାଗଦେବୀ ସରସ୍ବତୀ ଓ ବିଦ୍ୟାଦାତା ଗଣେଶ ଙ୍କ ଫଟୋଚିତ୍ର ରେ ମାଲ୍ୟା ଅର୍ପଣ କରିବା ସହ ଦୀପ ପ୍ରଜ୍ଜଳନ କରି ପୂଜାର୍ଚନା କରାଯାଇଥିଲା |
ପରେ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ମାନୀତ କରାଯାଇଥିଲା |ଏହି ଅବସର ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଘନଶ୍ୟାମ ବେହେରା ବିବରଣ ପାଠ କରିଥିଲେ | ସି.ଆର ସି. ସି ଭୋଲେଶ୍ୱର ତାଣ୍ଡି ମଞ୍ଚ ପରିଚାଳନା କରିଥିଲେ | ଏହି ଅବସର ରେ ଛାତ୍ର ଛତ୍ରୀ ଙ୍କ ପକ୍ଷରୁ ସାଂସ୍କୃତି କାର୍ଯ୍ୟକ୍ରମ ନୃତ୍ୟ ପରିବେଷଣ କରାଯାଇଥିଲା |
ବିଦ୍ୟାଳୟର ଛାତ୍ର ଛତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ହୋଇଥିଲା ଓ ୧୧୫ ଜଣ ବରିଷ୍ଠ ଓ କନିଷ୍ଠ ବିଭାଗ ରେ କୃତି ପ୍ରତଯୋଗୀ ମାନଙ୍କୁ ଅତିଥିମାନେ ମାନପତ୍ର ଓ ମେଡାଲ ଦେଇ ପୁରସ୍କୃତ କରାଯାଇଥିଲା | ଚଳିତ ବର୍ଷ ବାଳକ ବିଭାଗ ରେ କ୍ଷମା ବାଗ ଓ ବାଳିକା ବିଭାଗ ରେ ଯଶୋବନ୍ତି ମାଝୀ ଚମ୍ପିୟାନ ହୋଇଥିଲେ | ସମାଜ ରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଗ୍ରାମ ର ବିଶିଷ୍ଠ ବ୍ୟକ୍ତି ସାମ୍ବାଦିକ ତ୍ରିନାଥ ବାଗ ଓ ଗ୍ରାମର ୱାର୍ଡ ମେମ୍ବର ତୁଲାରାମ ମାଝୀ, ସୁଧୀର ବାଗ, ବେଦବ୍ୟାସ ପୁଟେଲ, ରୁକବଲ ପୁଟେଲ, ଏବଂ ଗ୍ରାମ ର ଭଦ୍ରବ୍ୟକ୍ତି ନରହରି ମାଝୀ, ଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା | ଉକ୍ତ ଉତ୍ସବ ଆୟୋଜନ ଓ ପରିଚାଳନା ରେ ବିଦ୍ୟାଳୟ ର

ପ୍ରଧାନଶିକ୍ଷକ ଘନଶ୍ୟାମ ବେହେରା, ସହକାରୀ ଶିକ୍ଷକ ଜ୍ୟୋତିର୍ମୟ ନାଗ, ପାହାନ୍ତ କୁମ୍ଭାର, ଏବଂ ସହକାରୀ ଶିକ୍ଷୟତ୍ରୀ ଗୋଦାବରୀ ମାଝୀ, ମଧୁମିତା ବାବୁ, ସଂଯୁକ୍ତା କିଷାନ ଙ୍କ ସମେତ ପାଚିକା ଏବଂ ପରିଚାଳନା କମିଟି ର ସଭ୍ୟ /ସଭ୍ୟା ଓ ଅଭିଭାବକ ଅଭିଭାବିକା ଏବଂ ଗ୍ରାମବାସୀ ସମ୍ପୂର୍ଣ ସହଯୋଗ କରିଥିଲେ |ପରିଶେଷରେ ସହକାରୀ ଶିକ୍ଷକ ପାହାନ୍ତ କୁମ୍ଭାର ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like