-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||     

HOME   ଜିଲ୍ଲା

୩୧ ବର୍ଷ ର ପୁରୁଣା ଦମ୍ପତ୍ତି ଙ୍କ ନିଆରା ବିବାହ ବାର୍ଷିକୀ ପାଳନ

11-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ୱାର୍ଡ ନ ୧  ନିଗମାନନ୍ଦ ବିହାର ନିବାସୀ ଟିକେଲାଲ ନାଏକ ଓ ହରପ୍ରିୟା ନାଏକ ୩୦ ବର୍ଷ ତଳେ ବିବାହ ବନ୍ଧନ ରେ ଆବଦ୍ଧ ହୋଇ ନିଜର ଦାମ୍ପତ୍ୟ ଜୀବନ ଅତିବାହିତ କରି ଆସୁଥିବା ବେଳେ ଚଳିତ ବର୍ଷ ମାର୍ଚ୍ଚ ୧୦ ତାରିଖ ଦିନ ନିଗମାନନ୍ଦ ବିହାର ପଡ଼ା ବାସୀ ଙ୍କ ଉଦ୍ୟମ ରେ ତାଙ୍କ ୩୧ ତମ  ବିବାହ ବାର୍ଷିକୀ କୁ ସ୍ମରଣୀୟ କରିବା ପାଇଁ ଏକ ନିଆରା ଉଦ୍ୟମ କରାଯାଇଥିଲା । ନିଗମାନନ୍ଦ ବିହାର ଉନ୍ନୟନ କମିଟି ର ସଭାପତି ସଦାଶିବ ସାହୁ ,ସଙ୍କୀର୍ତ୍ତନ ପରିଷଦ ର ସଭାପତି ବାଙ୍କା ବିହାରି ସାହୁ ଙ୍କ ଉଦ୍ୟମ ଓ ପ୍ରତ୍ୟକ୍ଷ ତତ୍ବାବଧାନରେ ପଡ଼ା ର ବରିଷ୍ଠ ସଦସ୍ୟ ପ୍ରଦୀପ ସାହୁ କନ୍ୟା ପିତା ସାଜିଥିବା ବେଳେ ଅନ୍ୟତମ ବରିଷ୍ଟ ସଦସ୍ୟ ଦଇତାରୀ ସାହୁ ବର ପିତା ସାଜି ପଡ଼ା ବାସୀ ଙ୍କ ଉପସ୍ଥିତି ରେ ପୁନଃ ବିବାହ ର ଆୟୋଜନ କରିଥିଲେ । ପୁରୋହିତ ଭାବେ ଏହି ପଡ଼ା ର ଅନ୍ୟତମ ସଦସ୍ୟ ପଣ୍ଡିତ ସନ୍ତୋଷ ପଣ୍ଡା ମନ୍ତ୍ର ଉଚ୍ଚାରଣ ପୂର୍ବକ ୩୧ ବର୍ଷ ରେ ପଦାର୍ପଣ କରିଥିବା ଏହି ଦମ୍ପତି ଙ୍କୁ ସ୍ଥାନୀୟ ଦୁର୍ଗା ମଣ୍ଡପରେ ଆଶୀର୍ବାଦ ପ୍ରଦାନ କରିଥିଲେ ।ତେବେ ନିଆରା ଏହି  ବିବାହ ବାର୍ଷିକୀ ପାଳନ ଅବସର ରେ ପଡ଼ା ର ସମସ୍ତ ପଡ଼ା ବାସୀ ଉପସ୍ଥିତ ରହି ଏହି ଦମ୍ପତି ଙ୍କୁ ଆଶୀର୍ବାଦ ପ୍ରଦାନ କରିଥିବା ବେଳେ  ଟିକେଲାଲ ଓ ହରପ୍ରିୟା ପଡ଼ା ବାସୀ ଙ୍କୁ ମିଷ୍ଟାନ୍ନ ରେ ଆପ୍ୟାୟିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026

You Might Also Like