-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଶ୍ରୀଶ୍ରୀ ବାବା ଡୁଙ୍ଗୁରି ମନ୍ଦିର ପ୍ରତିଷ୍ଠା ମହୋତ୍ସବ ସମାପନ

11-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଟି ଗଣ୍ଡପାଲି ଗ୍ରାମପଞ୍ଚାୟତ ଅଧିନରେ ଯାଉଥିବା ଶ୍ରୀଶ୍ରୀ ଡୁଙ୍ଗୁରି ବାବା ମନ୍ଦିର, ରଙ୍ଗମାଟିଆ-କନ୍ଧଡିହ ମୈିଜାର ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଦିର୍ଘ ୫ ଦିନ ବ୍ୟାପି ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି।ଉତ୍ସବ ମାର୍ଚ୍ଚ ୫ ତାରିଖ ଠାରୁ ଅନୁଷ୍ଠିତ ହୋଇଥିଲା। ପ୍ରଥମ ଦିବସରେ ଅଞ୍ଚଳର ମାଁ ଭଉଣୀ ମାନଙ୍କୁ ନେଇ ମହା ଆଡ଼ମ୍ବର ସହକାରେ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା।ଉକ୍ତ ପ୍ରତିଷ୍ଠା ଉତ୍ସବରେ ୧୧ ଦମ୍ପତି କର୍ତ୍ତା ଦାୟିତ୍ଵ ତୁଲାଇଥିବା ବେଳେ ପଣ୍ଡିତ ସର୍ବଶ୍ରୀ:- ବିପିନ ଦାଶ, କିଶୋର ଦାଶ,ସଞ୍ଜୟ ଦାଶ,ମୁନା ଦାଶ, ପ୍ରଫୁଲ୍ଲ ପଣ୍ଡା, ପ୍ରମୁଖ ପୂଜାର୍ଚ୍ଚନା ଦାୟିତ୍ଵ ନିଷ୍ଠା ସହକାରେ ତୁଲାଇଥିଲେ। ଉକ୍ତ ଭବ୍ୟ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅବସରରେ ପୂର୍ବତନ ମନ୍ତ୍ରୀ ରୀତା ସାହୁ, ବିଜେପୁର ବ୍ଲକ ଅଧ୍ୟକ୍ଷ ମୋତିରାମ ସାହୁ, ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜେପୁର ସରୋଜ ବିଶ୍ୱାଳ, ବରଗଡ଼ ଲୋକସଭା ମାନ୍ୟବର ସାଂସଦ ପ୍ରଦୀପ ପୁରୋହିତ, ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ସନତ କୁମାର ଗଡତୀୟା,ବରଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁରର ମେଡିକାଲ ଅଫିସର ଡ଼ା. ସୁଶାନ୍ତ ମେହେର ତଥା ଜିଲ୍ଲା ପରିଷଦ ସଭ୍ୟ,ସଭ୍ୟା, ବିଭିନ୍ନ ଗ୍ରାମ ପାୟତର ସରପଞ୍ଚ ଯଥାକ୍ରମେ ଅନୁଷ୍ଠିତ ଦିବସରୁ ଆରମ୍ଭ କରି ପୂର୍ଣ୍ଣାହୁତି ଦିବସ ପର୍ଯ୍ୟନ୍ତ ବିଭିନ୍ନ ଦିବସ ମାନଙ୍କରେ ଅତିଥି ଭାବେ ଯୋଗଦାନ କରି ବାବାଙ୍କ ଆଶିର୍ବାଦ ଭିକ୍ଷା କରିଥିଲେ। ପ୍ରବଳ ଭିଡ଼କୁ ଆଖି ଆଗରେ ରଖି ଭକ୍ତି ଓ ମନୋରଞ୍ଜନ ପାଇଁ ପ୍ରତ୍ୟହ ସାନ୍ଧ୍ୟ ରଜନୀ ମାନଙ୍କୁ ପାରାୟଣ,ସଂକିତ୍ତନ୍ୟ, ଲୋକନୃତ୍ୟ,ଦଣ୍ଡନୃତ୍ୟ, ନାଟକ,ସଂପ୍ରଦା ଭଳି ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମ ଏପରି କି ସୁନାମଧନ୍ୟ କୋଶଲି କବି ପଦ୍ମଶ୍ରୀ ହଳଧର ନାଗଙ୍କୁ ନେଇ କବି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ।

ବଳରାମ ଦୀପ, ଅଚ୍ୟୁତ ଦାଶ, ଦିଲିପ ଦୀପ, କୁନା ଦାଶ, କିଶୋର ଦାଶ, ବ୍ରଜମୋହନ କଉଡି, ଆନନ୍ଦ ସାହୁ ପ୍ରମୁଖଙ୍କ ସୁପରିଚାଳନା ତଥା ଗ୍ରାମବାସୀଙ୍କ ସହଯୋଗ ଓ ଉଦ୍ୟମରେ ସୁରୁଖୁରୁରେ ଡୁଙ୍ଗୁରି ବାବାଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ସୁରୁଖୁରୁରେ ସମାପନ ହୋଇଛି।ଏଠି ଉଲ୍ଲେଖଯୋଗ୍ୟ ଯେ, ନିକଟସ୍ଥ ଖରମୁଣ୍ଡା ଗ୍ରାମର କେତେକ ସ୍ବେଚ୍ଛାସେବୀ ଙ୍କ ଉଦ୍ୟମରେ କୋଶଳ ପରିବାର ନାମକ ଏକ ସ୍ୱେଚ୍ଛାସେବୀ ସଙ୍ଗଠନ ମୁଣ୍ଡ ଟେକିଥିବା ବେଳେ, କୋଶଳ ପରିବାର ଉଦ୍ୟମ ଏବଂ ମନ୍ଦିର ପରିଚାଳନା କମିଟିର ସହଯୋଗରେ ଏକ ମାଗଣା ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ସମୁଦାୟ ୬୧ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ଉକ୍ତ ରକ୍ତଦାନ ଶିବିରକୁ ଡ଼ା.ସୁଶାନ୍ତ ମେହେର ଉଦଘାଟନ କରିଥିବା ବେଳେ,ବ୍ଲଡ଼ ଭେନକୁ ପରିଚାଳନା କମିଟିର  ମନ୍ଦିର ପରିଚାଳନା କମିଟିର ସଭାପତି ବଳରାମ ଦୀପ ଉଦଘାଟନ କରିଥିଲେ।ଉକ୍ତ  ଶିବିର କୋଶଳ ପରିବାରର ସଭାପତି ଡ଼ା.ସୁଦାମ ସାହୁ, ଅଚ୍ୟୁତ ଦାଶ, ସଚିତାନନ୍ଦ ପଧାନ, ଅଚ୍ୟୁତ ତ୍ରିପାଠୀ,ବିଜୟ ତ୍ରିପାଠୀ, ଅଜିତ ତ୍ରିପାଠୀ ପ୍ରମୁଖ ସଦସ୍ୟ ପରିଚାଳନା କରିଥିବାବେଳେ,କୁସନ ଦୀପ, କୁନା ଦାଶ,ରଥି ସାହୁ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like