-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||     

HOME   ଜିଲ୍ଲା

ଝରିଗାଁ ଅଞ୍ଚଳରେ ଜୋରସୋରରେ ଚାଲିଛି ଖୁଡ଼ଖୁଡି ଖେଳ ସବୁ ଜାଣି ନୀରବ ଦ୍ରଷ୍ଟା ସାଜିଛି ପୋଲିସ ପ୍ରଶାସନ |

11-Mar-2025



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲ୍ଲାର ଝରିଗାଁର ବ୍ଲକ ଏବେ ଖୁଡ଼ଖୁଡି ମାଫିଆ ମାନଙ୍କ ରାଜ ଦେଖିବାକୁ ମିଲୁଛି |ବର୍ତମାନ ବ୍ଲକର ବିଭିନ୍ନ ଗ୍ରାମରେ ବିଭିନ୍ନ ସମୟରେ ଶିବରାତ୍ରୀ ସବୁ ପାଳିତ ହେଉଥିବା ବେଳେ ଖୁଡ଼ଖୁଡି ମାଫିଆମାନେ ପସରା ମେଲେଇ ସାଧାରଣ ଲୋକଙ୍କୁ ଲୁଟି ଚାଲିଛନ୍ତି। ଏଭଳି ଆଜି ଝରୀଗାଁ ବ୍ଲକ ଛୋଟା ଗୁଡା ଏବଂ ଚିକିଲିରେ ରେ ଜର ସରରେ ଚାଲିଛି ଖୁଦଖୁଡି ଖେଳ |ଯାତ୍ରା ଦେଖିବାକୁ ଆସୁଥିବା ନିରୀହ ଆଦିବାସୀମାନେ ଏମାନଙ୍କ ଶିକାର ହେଉଛନ୍ତି।|ପୋଲିସ ପ୍ରଶାସନ ଖୁଡ଼ଖୁଡି ମାଫିଆ ମାନଙ୍କୁ ପ୍ରଶୟ ଦେଉଥିବା ସାଧାରଣରେ ଚର୍ଚ୍ଚା ହେଉଛି |କୌଣସି ଗ୍ରାମରେ ବଜାର ମଣ୍ଡେଇ ହେଉଥିବା ଖବର ପାଇବା କ୍ଷଣି ଏହି ଖୁଡ଼ଖୁଡି ମାଫିଆ ମାନେ ସ୍ଥାନୀୟ ପୋଲିସ ପ୍ରଶାସନ ସହ ଶଳାସୁତରା ହେଉଥିବା ମଧ୍ୟ ଚର୍ଚ୍ଚା ହେଉଛି |ପୋଲିସ ପ୍ରଶାସନର ଛତ୍ରଛାୟା ତଳେ ରହି ଖୁଡ଼ଖୁଡି ମାଫିଆମାନେ ନିର୍ଭୟରେ ଲୋକଙ୍କୁ ଲୁଟୁଛନ୍ତ।ଉକ୍ତ ଅସାମାଜିକ କାର୍ଯ୍ୟ କଳାପ ଉପରେ ରୋକ ଲଗେଇବା ପାଇଁ ଜିଲ୍ଲା ପୋଲିସ ପ୍ରଶାସନ ଆଗେଇ ଆସିବା ଉଚିତ ବୋଲି ବୁଦ୍ଧିଜୀବୀ ମାନେ ମତ ଦେଉଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026

You Might Also Like