-+91-9937148622 |

prerana_bgr@rediffmail.com |

  Sunday 26th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||     

HOME   ଜିଲ୍ଲା

ଆସନ୍ତା କାଲି ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷକ ସ୍ୱର୍ଗତ ଲବ ମିଶ୍ରଙ୍କ ଦ୍ଵାଦଶାହ ଶ୍ରାଦ୍ଧ ପାଳନ

11-Mar-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ସହରର ଗୋକର୍ଣ୍ଣେଶ୍ବର ପଡ଼ା ନିବାସୀ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଲବ କୁମାର ମିଶ୍ର(୬୮)ଙ୍କ ପରଲୋକ ହୋଇଯାଇଛି। 
ଭୁବନେଶ୍ବରର ଏକ ଘରୋଇଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ଘଟିଥିଲା l ସୋନପୁର ଗୋକର୍ଣ୍ଣେଶ୍ଵର ଶ୍ମଶାନ ଘାଟରେ ତାଙ୍କର ଶେଷକୃତ୍ଯ ସମ୍ପନ୍ନ  କରାଯାଇଥିବା ବେଳେ ପୁଅ ଦୀନେଶ ରଞ୍ଜନ ମିଶ୍ର ମୁଖାଗ୍ନି ଦେଇଥିଲେ।  ଜିଲ୍ଲା ଶିକ୍ଷକ ସଂଘ ର କର୍ମକର୍ତା , ବରିଷ୍ଠ ନାଗରିକ ସଂଘ ଓ ଅଣ ଗେଜେଟେଡ କର୍ମକର୍ତ୍ତା  ଙ୍କ ସମେତ ସହର ର ବହୁ ବୁଦ୍ଧିଜୀବୀ ମାନ୍ୟଗଣ୍ୟ ବ୍ୟକ୍ତି ସ୍ୱର୍ଗୀୟ ମିଶ୍ର ଙ୍କ ଅନ୍ତିମ ଦର୍ଶନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ l ଆସନ୍ତା କାଲି ୧୨ ତାରିଖ ବୁଧବାର ଦିନ ଶ୍ରୀ ଗୋକୋନେଶ୍ଵର ମନ୍ଦିର ରେ ଶ୍ରୀ ମିଶ୍ର ଙ୍କ ଦ୍ୱାଦଶାହ ଶ୍ରାଦ୍ଧ କାର୍ଯ୍ଯ ପାଳନ ପାଇଁ ଅୟୋଜନ କରାଯାଇଥିବା ସୁଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   26-Apr-2026
  ଜିଲ୍ଲା  
ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   26-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   26-Apr-2026
  ରାଜ୍ୟ  
କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ   25-Apr-2026
  ଜିଲ୍ଲା  
କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   25-Apr-2026
  ଜିଲ୍ଲା  
କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ   25-Apr-2026
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Apr-2026
  ଜିଲ୍ଲା  
ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   25-Apr-2026
  ଜିଲ୍ଲା  
ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   25-Apr-2026
  ଜିଲ୍ଲା  
ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା           25-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   25-Apr-2026

You Might Also Like