-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

11-Mar-2025



ବଲାଙ୍ଗିର(ପ୍ରେରଣା ଖବର): ଆଜି ସଦର ମହକୁମାସ୍ଥିତ କୋଶଲ କଳା ମଣ୍ଡଳ ପଡିଆ ରେ  ଓଡ଼ିଶା ଜୀବିକା ମିଶନ ଓ ମିଶନ ଶକ୍ତି ବିଭାଗ ର ମିଳିତ ଆନୁକୂଲ୍ୟରେ ଲକ୍ଷପତି ଦିଦି ମାନଙ୍କୁ ନେଇ ଏକ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।  ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଭାତ କୁମାର ମହାପାତ୍ର ଙ୍କ ସଭାପତିତ୍ବ ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସଲୱାର ଉପସ୍ଥିତ ଥିଲେ ।

ଜିଲ୍ଲାପାଳ ଏକ ଜନ ମଙ୍ଗଳ ରାଷ୍ଟ୍ର ରେ ମହିଳା ଙ୍କୁ ଅଗ୍ରାଧିକାର ଦେବା ଉପରେ ଗୁରୁତ୍ବ ପ୍ରଦାନ କରିଥିଲେ। ମହିଳା ମାନେ ରୋଜଗାରକ୍ଷମ ହୋଇପାରିଛନ୍ତି ବୋଲି ସେ କହିଥିଲେ। ସେହିପରି କର୍ମଶାଳା ରେ କେବଳ ଅଧିକାରୀ ନିଜ ବିଭାଗ କଥା ନ କହି ମହିଳାମାନେ ମଧ୍ୟ ପ୍ରଶ୍ନ ପଚାରନ୍ତୁ | ଦୁଇ ପକ୍ଷରୁ ଆଲୋଚନା ହେଲେ କର୍ମଶାଳାର ସଠିକ ପରିମାଣ ବାହାରିବ ବୋଲି କହିଥିଲେ | ଜିଲ୍ଲା ପରିଷଦ ମୁଖ୍ୟ ଅଧିକାରୀ ଲକ୍ଷ ପତି ଦିଦି ଯୋଜନା ବିଷୟ ରେ ସବିଶେଷ ବିବରଣୀ ପ୍ରଦାନ କରିଥିଲେ।
     ଏହି କାର୍ଯ୍ୟକ୍ରମ ରେ ସମସ୍ତ ବ୍ଲକ ରୁ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନେ ଉପସ୍ଥିତ ରହିବା ସହିତ ନିଜ ନିଜ ପଞ୍ଚାୟତ ପାଇଁ ଯେଉଁମାନେ ସବୁ  ନିଜ ଜୀବିକା ଜରିଆରେ ଅନ୍ୟ ମାନଙ୍କ

ପାଇଁ ଉଦାହରଣ ସାଜି ନିଜକୁ ଜଣେ ଜଣେ ଲକ୍ଷପତି ଦିଦି ଭାବେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛନ୍ତି ସେମାନେ  ନିଜର ଅଭିଜ୍ଞତା ସର୍ବ ସମ୍ମୁଖରେ ବାଣ୍ଟି ଥିଲେ । 
 ଏହି ପରିପ୍ରେକ୍ଷୀରେ  ଲକ୍ଷପତି ଦିଦି ମାନେ  ନିଜର ସଫଳ କାହାଣୀ ଉପସ୍ଥାପନା କରି ଅତିଥି ମାନଙ୍କ ଦ୍ଵାରା ସମ୍ମାନିତ ହୋଇଥିଲେ । ଅନ୍ୟାନ୍ୟ ଲାଇନ୍ ବିଭାଗ ରୁ ଆସିଥିବା ଅଧିକାରୀ ମାନେ ନିଜ ବିଭାଗର ଯୋଜନା ଦ୍ୱାରା ଜଣେ ମହିଳା କିପରି ସ୍ୱାବଲମ୍ବୀ ହେଇ ଲକ୍ଷପତି ଦିଦି ହେଇପାରିବ ସେ ବିଷୟରେ ବ୍ୟାଖ୍ୟା କରିଥିଲେ । 
ରାଜ୍ୟ ସରକାରଙ୍କ ଯୋଜନା ମୁତାବକ ମହିଳା ମାନଙ୍କୁ ରୋଜଗାର କ୍ଷମ କରିବା ଏବଂ ସେମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ମହିଳା ମାନଙ୍କୁ ବିଭିନ୍ନ କ୍ଷେତ୍ରରେ ତାଲିମ ଦେଇ ସେମାନଙ୍କ ଦକ୍ଷତା ବୃଦ୍ଧି କରାଯିବା ସହିତ ସେମାନଙ୍କ ରୋଜଗାର ବୃଦ୍ଧି କରିବା ଏହି ଲକ୍ଷପତୀ ଦିଦି ଯୋଜନାର ମୂଳ ଲକ୍ଷ୍ୟ ବୋଲି ମତପ୍ରକାଶ ପାଇଥିଲା । ମାଛ ଚାଷ, କୁକୁଡ଼ା ଚାଷ, ଗୋପାଳନ ଏବଂ ଅନ୍ୟାନ୍ୟ ବ୍ୟବସାୟ କରିବାକୁ ମହିଳା ମାନଙ୍କୁ ପ୍ରୋତ୍ସାହିତ କରାଯାଇଥିଲା । ଏହି କାର୍ଯକ୍ରମ ରେ ବଲାଙ୍ଗିର ଜିଲ୍ଲାର ୧୪ ଟି ବ୍ଲକ ରୁ ଚାରି ହଜାରରୁ ଉର୍ଧ୍ଵ ସଂଖ୍ୟାରେ ମହିଳା ମାନେ ଆସି ଯୋଗଦାନ କରିଥିଲେ।
ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ପିଡି  ତରଣୀ ସୁନା , ମୁଖ୍ୟ କୃଷି ଅଧିକାରୀ ବାବୁଲି ଚରଣ ସେଠୀ, ସିଡ଼ିଭିଓ ଅଞ୍ଜନ ଦାସ , ଏଲଡିଏମ ପ୍ରଶାନ୍ତ କୁମାର ବେହେରା , ମସ୍ୟ ଅଧିକାରୀ ଉମେଶ ଧରୁଆ ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like