-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଗଡ଼୍ରାମାଳ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

11-Mar-2025



ସିନାପାଲି (ଚିନ୍ତାମଣି  ନେତାମ )
 ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗଡ଼୍ରାମାଳ ପ୍ରାଥମିକ ବିଦ୍ୟାଳୟ ପରିସରରେ    ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ହୋଇଥିବା ସଭାକାର୍ଯ୍ୟରେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଡମ୍ବରୁ ଧର ମାଝୀ ସଭାପତିତ୍ୱ କରିଥିବାବେଳେ ମୁଖ୍ୟ ଅତିଥି ଭାବରେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସତ୍ୟ ବ୍ରତ ଗହୀର,ମୁଖ୍ୟ ବକ୍ତା ଭାବରେ ନୀଳଜି ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ରାକେଶ କୁମାର ମିଶ୍ର, ତଥା ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ରୁଦ୍ରମାଧବ ଭୋଇ,ଶ୍ରୀଯୁକ୍ତ ଅର୍ଜୁନ ନାୟକ ଏବଂ ଭୂପେତ ନିଆଲ  ଯୋଗ ଦେଇଥିଲେ ।ବିଦ୍ୟାଳୟର  ସହଶିକ୍ଷୟିତ୍ରୀ  ଶ୍ରୀମତୀ ସୁନାମା ପଣ୍ଡା ଅତିଥିଗଣଙ୍କୁ ମଞ୍ଚକୁ ସ୍ୱାଗତ କରିଥିଲେ ଓ ଶିକ୍ଷୟିତ୍ରୀ ଶ୍ରୀମତୀ ମମତା ନେଗୀ ଓ ଛାତ୍ରୀଗଣ ଫୁଲ, ଚନ୍ଦନ ଦେଇ ସମ୍ମର୍ଦ୍ଧିତ କରିଥିଲେ। ଅତିଥିଗଣ ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତ ଗଢିବାରେ ଗୁରୁଙ୍କ ଭୂମିକା ଅତି ଗୁରୁତ୍ୱ ପୂର୍ଣ୍ଣ  ବୋଲି ମତ ରଖିଥିଲେ।  ବିଭିନ୍ନ ବିଭାଗରେ କୃତିତ୍ୱ ଲାଭକରିଥିବା ଛାତ୍ରଛାତ୍ରୀଙ୍କୁ ପ୍ରଶଂସା ପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ।  ପରିଶେଷରେ ନଳିନୀ ପ୍ରଭା ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ। ସଭା ସମାପ୍ତିପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା ।ଶିକ୍ଷୟିତ୍ରୀ ଗଣ ତଥା ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ ସଭ୍ୟା  ଉପସ୍ଥିତ ରହି  ପୂର୍ଣ୍ଣ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like