-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପତିଆଳପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଆମ ସଂସ୍କୃତି ଆମ ଖେଳଣା" ଉତ୍ସବ ଅନୁଷ୍ଠିତ

11-Mar-2025



ସିନାପାଲି (ଚିନ୍ତାମଣି  ନେତାମ )
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ପତିଆଳପଡା ଉଚ୍ଚ ପ୍ରାଥମିକ ବିଦ୍ଯାଳୟର "ଆମ ସଂସ୍କୃତି  ଆମ ଖେଳଣା "ଉତ୍ସବ ମଙ୍ଗଳ ବାର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏ ଅବସରରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ଧନେଶ୍ୱର ବଞ୍ଜରାଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ସଭାକାର୍ଯ୍ୟରେ ଶ୍ରୀଯୁକ୍ତ ଅଶୋକ ରାୟ, ଶ୍ରୀଯୁକ୍ତ ଲୋମଶ ସା,  ଶ୍ରୀମତୀ ଯଶୋଦା ନାୟକ, ଶ୍ରୀଯୁକ୍ତ ଆଶିଷ କୁମାର ଭୋଇ  ମଞ୍ଚାସିନ ଥିଲେ। ଶିକ୍ଷା ହିଁ ଏକ ସୁସ୍ଥ ସମାଜ ଗଠନର ମୂଳ ଆଧାର ା ତେଣୁ  ଶିକ୍ଷା ମାଧ୍ଯମରେ ସମାଜକୁ  ଆଗେଇ ନିଆଯାଇ ପାରିବ ବୋଲି ଏ ଅବସରରେ ଅତିଥି ମାନେ ସାମୁହିକ ମତବ୍ଯକ୍ତ କରିଥିଲେ l ପ୍ରାରମ୍ଭରେ  ସହଶିକ୍ଷକ ଶ୍ରୀଯୁକ୍ତ  ଲୋମଶ ସା ସମସ୍ତଙ୍କୁ ସ୍ବାଗତ କରିବା ସହ ପରିଚୟ ପ୍ରଦାନ  କରିଥିଲେ  । ଛାତ୍ର ଛାତ୍ରୀ ଓ  ସହକାରୀ ଶିକ୍ଷକ ଗଣ ଅତିଥି ମାନଙ୍କୁ  ଫୁଲ ଚନ୍ଦନ ଓ  ଓପ ଢୌକନ  ଦେଇ  ସମ୍ମର୍ଦ୍ଧିତ କରିଥିଲେ । ପରେ ଅତିଥିଗଣ ଦ୍ୱାରା ଦେବ ପୂଜନ  ହେଲାପରେ  ସଭାକାର୍ଯ୍ୟ  ଆରମ୍ଭ କରାଯାଇଥିଲା ।ସହ ଶିକ୍ଷକ ଶ୍ରୀଯୁକ୍ତ  ଲୋମଶ ସାଙ୍କ ନିର୍ଦେଶନାରେ ଛାତ୍ରୀଗଣ  ସୁ ଲଳିତ କଣ୍ଠରେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ।  ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିବା ବେଳେ ଏହାକୁ ଶିକ୍ଷକ  ଶ୍ରୀଯୁକ୍ତ  ଲୋମସ ସା ସଭାକାର୍ଯ୍ୟ ପରିଚାଳନା କରିଥିଲେ ା ସଭା ପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ ସାସ୍କୃତିକ କାର୍ଯ୍ଯକ୍ରମ ପରିବେଷଣ କରାଯାଇଥିବା ବେଳେ  ଶେଷରେ ଶିକ୍ଷୟିତ୍ରୀ ଶ୍ରୀମତୀ  ଯଶୋଦା ନାୟକ ଧନ୍ଯବାଦ ଅର୍ପଣ କରିଥିଲେ। ା ଉକ୍ତ କାର୍ଯ୍ୟକ୍ରମରେ ଅଭିଭାବକ, ଅଭିଭାବିକା   ତଥା ଗ୍ରାମର ପ୍ରାୟ ପାଞ୍ଚଶହ ଭଦ୍ର ବ୍ୟକ୍ତି ଉପସ୍ଥିତ ହୋଇଥିଲେ । ବିଦ୍ୟାଳୟର ଶ୍ରେଣୀ କୋଠରୀରେ ଆମ ସଂସ୍କୃତି ଆମ ଖେଳଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପିଲାମାନଙ୍କ ଦ୍ୱାରା ଘଣ୍ଟ ପରିବେଷଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like