-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ କର୍ମଶାଳା ଲକ୍ଷପତି ଦିଦି, ପ୍ରୋତ୍ସାହନ ରାଶିର ସଦ ବିନିଯୋଗ କରି ଆର୍ଥିକ ମାନଦଣ୍ଡ ବିକାଶରେ ପଥଚ୍ୟୁତ ନହେବା ନେଇ ଜିଲ୍ଲାପାଳ ଆହ୍ବାନ

11-Mar-2025



(ଡୋଲେଶ୍ୱର  ବାଗ )
 ନୂଆପଡ଼ା ଜିଲ୍ଲା ସଦର ମହକୁମା ସ୍ଥିତ ପୁରଣା ପୋଲିସ ପଡିଆ ଠାରେ ଜିଲ୍ଲା ସ୍ତରୀୟ କର୍ମଶାଳା ଲକ୍ଷପତି ଦିଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ମଧୁସୂଦନ ଦାସ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ କେନ୍ଦ୍ର ଓ  ରାଜ୍ୟ ସରକାରଙ୍କ ପ୍ରୋତ୍ସାହନ ରାଶିର ସଦ ବିନିଯୋଗ କରି ଆର୍ଥିକ ମାନଦଣ୍ଡ ବିକାଶ ପଥଚ୍ୟୁକ୍ତ ନହେବା ନେଇ ଜିଲ୍ଲାପାଳ ଆହ୍ବାନ କରିଛନ୍ତି। ଲକ୍ଷ ପତି ହେବାର ସ୍ଵପ୍ନ ସାକାର ସୁନିଶ୍ଚିତ ଅଟେ। କାରଣ ମହିଳାଙ୍କ ଆର୍ଥିକ ଆବଣ୍ଟନ ଆର୍ଥିକ ସନ୍ତୁଳନ ବଜାୟ ରଖି ନିଜ ଦାୟିତ୍ଵ ସମ୍ପାଦନ କରିଥାଆନ୍ତି। ସରକାର ପକ୍ଷ ରୁ ମିଳୁଥିବା ସହାୟତା ରାଶି ନିଶ୍ଚିତ ରୂପେ ବିକଶିତ ହେବା ରେ ସହାୟକ ହେବ ବୋଲି ଅତିଥି ମାନେ ମତପୋଷଣ କରିଛନ୍ତି। ସଭା ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଲିଡ ବ୍ୟାଙ୍କ ପ୍ରବନ୍ଧକ ସିତାରାମ ମେହେର ଅତିରିକ୍ତ ପ୍ରକଳ୍ପ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ। ଦେଶରେ ମହିଳା ମାନେ ଆର୍ଥିକ ଆତ୍ମ ନିର୍ଭରଶୀଳ ହେଲେ ଅଞ୍ଚଳର ବିକାଶ ହେବ। ୨୦୪୭ ମସିହାରେ ଭାରତ ସମ୍ପୂର୍ଣ୍ଣ ବିକଶିତ ରାଷ୍ଟ୍ର ହେବାର ସ୍ଵପ୍ନ ସାକାର ହେବ। ମହିଳା ଙ୍କ ହାତ କୁ ବିଭିନ୍ନ ଆର୍ଥିକ ଯୋଜନା   ରହିଅଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026

You Might Also Like