-+91-9937148622 |
prerana_bgr@rediffmail.com |
Thursday 17th September 2026 |
R.N.I. Regd No. ODIODI/2010/46693
Breaking News
11-Mar-2025
ନୂଆପଡା (ଡୋଲେଶ୍ୱର ବାଗ )
ବୋଡ଼େନ ପଞ୍ଚାୟତସମିତି ସମ୍ମିଳନୀ କକ୍ଷଠାରେ ନୂଆପଡା ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ଶିବିରରେ ମୋଟ 29 ଟି ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳଙ୍କ ସହିତ , ଖରୀଆର ବନଖଣ୍ଡ ଅଧିକାରୀ ଅଜିଜ ଖାନ,
ଜିଲ୍ଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ
ମାର୍ଶିରାଣୀ ପୂର୍ତ୍ତି,ବ୍ଲକ୍ ଅଧ୍ୟକ୍ଷା ପ୍ରେମଶିଳା ନାଗ ,ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକତ୍ସାଧିକାରୀ
ଡଃ ଉମାକାନ୍ତ ମେହେର ପ୍ରମୁଖ ଉପସ୍ଥିତ ଥିଲେ lବିଡ଼ିଓ ସୁଶାନ୍ତ କୁମାର ରଣା , ତହସିଲଦାର ସରିତା ଗୁପ୍ତା , ଡେପୁଟୀ କଲେକ୍ଟର ହେମନ୍ତ ପୁଟା ,ଶେଖ୍ ନସିମ ଶିବିର ପରିଚାଳନାରେ ସହଯୋଗ କରିଥିଲେ।ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଶିବିରରେ ଅଭିଯୋଗକାରୀଙ୍କ ପାଇଁ ସ୍ବତନ୍ତ୍ର ବସିବା ଯାଗା , ଛାୟା ଓ ପିଇବା ପାଣି ସୁବିଧା ହୋଇଥିଲା ।ସଭାରେ ଉପ ନିର୍ଦେଶକ ହସ୍ତଶିଳ୍ପ ପୁଷ୍ପରଂଜନ ସାହୁ,ଜିଲ୍ଲା ଶ୍ରମ ଅଧିକାରୀ ରବୀନ୍ଦ୍ର ବାର୍ଲା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସଂଗୀତା ପାତ୍ର, , ଜିଲ୍