-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଆମ ସଂସ୍କୃତି ଆମ ଖେଳଣା କାର୍ଯ୍ଯକ୍ରମ; "ମାଟିରେ ଖେଳଣା ତିଆରି କରିବା ଦ୍ବାରା ପିଲାମାନଙ୍କର ବୌଦ୍ଧିକ ବିକାଶ ଘଟେ"

11-Mar-2025



ବଲାଙ୍ଗୀର(ପ୍ରେରଣା ଖବର): ପୁଇଁତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ସ୍ଥିତ ଜବାହାରଲାଲ ସରକାରୀ ହାଇସ୍କୁଲ ପରିସରରେ ସମଗ୍ର ଶିକ୍ଷା ଆନୁକୂଲ୍ଯରେ "ଆମ ସଂସ୍କୃତି ଆମ ଖେଳଣା" କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍ବାଧିନ ସାହୁଙ୍କ ସଭାପତିତ୍ବରେ ବିଦ୍ୟାଳୟର ପଞ୍ଚସଖା ସେତୁ ଅଭିଯାନର ସଭାପତି ଅନନ୍ତ ବିଶ୍ବାଳ ମୁଖ୍ଯଅତିଥି,ବରିଷ୍ଠ ବିଜ୍ଞାନ ଶିକ୍ଷକ ସୁଧାଂଶୁ ଶେଖର ପ୍ରଧାନ ମୁଖ୍ଯବକ୍ତା ଭାବେ ଉତ୍ସବରେ  ଯୋଗ ଦେଇଥିଲେ। "ଆମ ସଂସ୍କୃତି ଆମ ଖେଳଣା" କାର୍ଯ୍ଯକ୍ରମ ସଂସ୍କୃତିର ସୁରକ୍ଷା ଓ ପୁନରୁଦ୍ଧାର କ୍ଷେତ୍ରରେ ଏକ ସମୟୋପଯୋଗୀ ଓ ସ୍ବାଗତ ଯୋଗ୍ଯ ପଦକ୍ଷେପ ବୋଲି ପ୍ରଧାନ ଶିକ୍ଷକ ଶ୍ରୀ ସାହୁ ନିଜ

ବକ୍ତବ୍ଯ ରେ କହିଥିଲେ। ମାଟିରେ ଖେଳଣା ତିଆରି କରିବା ଦ୍ବାରା ପିଲାମାନଙ୍କର ହାତର କୌଶଳ ଓ ବୌଦ୍ଧିକ ବିକାଶ ଘଟିଥାଏ ବୋଲି ମୁଖ୍ଯଅତିଥି ଶ୍ରୀ ବିଶ୍ଵାଳ କହିଥିଲେ। ମୁଖ୍ଯବକ୍ତା ଶ୍ରୀ ପ୍ରଧାନ ଆମ ସଂସ୍କୃତିରେ ଖେଳଣାର ମହତ୍ତ୍ବ ଓ ଶିକ୍ଷଣୀୟ କାର୍ଯ୍ଯରେ ତାର ବ୍ଯବହାର ବିଷୟରେ କହିଥିଲେ। ଏହି ଅବସରରେ ଛାତ୍ର ଛାତ୍ରୀମାନଙ୍କ ଦ୍ବାରା ତିଆରି ବିଭିନ୍ନ ପ୍ରକାରର ସଂସ୍କୃତି ଆଧାରିତ ଖେଳଣା ପ୍ରଦର୍ଶନ କରାଯାଇଥିଲା। ବିଚାରକ ଭାବେ ପ୍ରମୋଦ ବିଶ୍ବାଳ, ପ୍ରଦୀପ ଦଣ୍ଡସେନା,କାହ୍ନୁଚରଣ ଧରୁଆ,ରଶ୍ମୀତା ନନ୍ଦ,ସୁଭାଷିନୀ ସେଠୀ,ପ୍ରଜ୍ଞା ପରମିତା ଖୁଆସ ଯୋଗ ଦେଇଥିଲେ। କୃତୀ

ଛାତ୍ର ସମ୍ରାଟଭୋଇ,ଶ୍ରୀୟାଂଶୀ ଭୋଇ, ପ୍ରୀତିମୟୀ ପଧାନ, ଅଭିଜିତ ଗଡତ୍ଯା,ଓମ ବାଗ,ପ୍ରୀତିରାଣୀ ମିଶ୍ର, ସତ୍ଯମ ରଣା,ଶୁଭମ ରଣା ଓ ସେବତୀ ମେହେରଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମର ସଂଯୋଜନା ଶିକ୍ଷକ ରଞ୍ଜିତ ମିଶ୍ର କରିଥିବା ବେଳେ ଶିକ୍ଷୟିତ୍ରୀ ନୀରୋତମା ବିଶ୍ବାଳ ଧନ୍ୟବାଦ ଦେଇଥିଲେ। ଶିକ୍ଷକ ସୁଦାମ କୁମ୍ଭାର, ପଂକଜ ମେହେର, ମୁରାରୀ ପ୍ରସାଦ ପର୍ଡିଆ,ପ୍ରତିଶା ମିଶ୍ର,ସୁଷମା ମେହେର, ରଶ୍ମିତା ବିଶ୍ବାଳ, କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like