-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

କାର୍ଯ୍ୟାଳୟ ନ ଥାଇ ଚାଲିଛି ଧାରପୁର ସମବାୟ ସମିତି

11-Mar-2025



ବରୀ(ରଞ୍ଜିତ ମହାନ୍ତି): ବରୀ ବ୍ଲକ ଅଧୀନରେ ଥିବା ୧୩ ପ୍ରାଥମିକ କୃଷି ସମବାୟ ସମିତି ମଧ୍ୟରୁ ଧାରପୁର ଅନ୍ୟତମ। ହେଲେ ଏହି ସମିତିର କାର୍ଯ୍ୟାଳୟ କିମ୍ବା ଗୋଦାମ ଗୃହ ନାହିଁ। ନିୟମ ଅନୁଯାୟୀ ୪ଜଣ କର୍ମଚାରୀ ରହିବାସ୍ଥଳେ ଏଠାରେ ଅଛନ୍ତି ୨ ସହସମ୍ପାଦକ। ୪ର୍ଥ ଶ୍ରେଣୀ କର୍ମଚାରୀ, ସମ୍ପାଦକ ଓ ଡିଇଓ ପଦବୀ ଖାଲିପଡ଼ିଛି। ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ବଖରା ଘର ଭଡ଼ା ସୂତ୍ରରେ ନିଆଯାଇ ଅଫିସ କରାଯାଇଛି । ଧାନ ମଣ୍ଡି ଖୋଲି ଚାଷୀଙ୍କଠାରୁ ଧାନ କ୍ରୟ କରିବା ପାଇଁ ସ୍ଥାନ ନ ଥିବାରୁ ସ୍ଥାନୀୟ ଜଣେ ଚାଷୀଙ୍କ ଜାଗାରେ ଧାନ କ୍ରୟ କେନ୍ଦ୍ର ଖୋଲାଯାଇଛି। ଫେବୃୟାରୀ ୨୫ ସୁଦ୍ଧା ଏହି କେନ୍ଦ୍ର ମାଧ୍ୟମରେ ଚାଷୀଙ୍କଠାରୁ ପ୍ରାୟ ୫୧୩୦ କୁଇଣ୍ଟାଲ ଧାନ କ୍ରୟ କରାଯାଇଛି। ଅଞ୍ଚଳରେ ବହୁ ପରିମାଣରେ ଆଖୁ ଚାଷ ହେଉଥ‌ିବାରୁ
ଧାରପୁର । ସମିତିର ଗୋଦାମ ଗୃହ ନ ଥୁବାରୁ ବାହାରେ ଧାନ ରଖାଯାଇଛି।
ସମିତି ଦ୍ବାରା ଏକ କୋଟିରୁ ଊର୍ଦ୍ଧ ଟଙ୍କା ଋଣ ଆକାରରେ ଆଖୁଚାଷୀଙ୍କୁ ପ୍ରଦାନ କରାଯାଇଛି। ସମିତି ସଭାପତି ରାଜେନ୍ଦ୍ର ଜେନା ଏବଂ ଚାଷୀମାନଙ୍କ ସକ୍ରିୟ ସହଯୋଗ ପାଇଁ ମଣ୍ଡିରେ ଭଲ କାରବାର ହେଉଛି। ଭିତ୍ତିଭୂମି ଅଭାବର ଅଭିଯୋଗ ପାଇ ଯାଜପୁର ଉପଜିଲାପାଳ ମଣ୍ଡିରେ ପହଞ୍ଚି କ୍ରୟ କମିଟିର ସଦସ୍ୟ ଓ ଚାଷୀଙ୍କ ସହିତ ଆଲୋଚନା କରିଥିଲେ ମଧ୍ୟ ଏହାର ସମାଧାନ ହୋଇ ପାରିନାହିଁ। ତେଣୁ ସମିତି ପାଇଁ କାର୍ଯ୍ୟାଳୟ ଗୃହ ଓ ଗୋଦାମ ଗୃହ ଯୋଗାଇ ଦେବା ସହିତ ଖାଲି ପଡିଥିବା ସହକାରୀ ସମ୍ପାଦକ ଏବଂ ୪ର୍ଥ ଶ୍ରେଣୀ କର୍ମଚାରୀ ପଦବୀ ପୂରଣ କରିବାକୁ ସମବାୟ ବିଭାଗର ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଦାବି ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like