-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଖଲାଶୁଣୀ ଅଭୟାରଣ୍ୟରେ ଅବାଧରେ ଜନ୍ତୁ ଶିକାର ଝିଙ୍କ, ଗୁରାଣ୍ଡି, ସମ୍ବର ସିଙ୍ଗ ସହ ବନ୍ଧୁକ ଜବତ, ଶିକାରୀ ଫେରାର

11-Mar-2025



ନାକଟିଦେଉଳ (କନ୍ଦର୍ପ ବେହେରା )ନାକଟିଦେଉଳ ବ୍ଲକ କିସିଣ୍ଡା ନିକଟ ଖଳାଶୁଣି ବନ୍ୟପ୍ରାଣୀ ବନାଞ୍ଚଳ, ବାମରା ବନ୍ୟପ୍ରାଣୀ ବନଖଣ୍ଡ ଖଳାଶୁଣୀ ଅଭୟାରଣ୍ୟ ଅଂଚଳରୁ ଜନ୍ତୁ ଶିକାର ଅଭିଯୋଗରେ ବନବିଭାଗ ଗଏଲମୁଣ୍ଡି ଗ୍ରାମରେ ଛଢଉ କରି ଥିବା ବନ ବିଭାଗ ସୂତ୍ରରୁ ପ୍ରକାଶ l
ପ୍ରକାଶ ଯେ, ନାକଟିଦେଉଳ ବ୍ଲକ ଗିରିଶ୍ଚନ୍ଦ୍ରପୁର ଗ୍ରାମ ପଂଚାୟତ ଗଏଲମୁଣ୍ଡି ଗ୍ରାମ ରେ କିଛି ଶିକାରୀ ଜନ୍ତୁ ଶିକାର କରି ରାଜ କୁମାର ଙ୍କ ଘରେ ରଖି ଥିବାର ବନ ବିଭାଗ ଖବର ପାଇ ଚଢ଼ାଉ କରିଥିଲା ହେଲେ ଚଢ଼ାଉ କରିଵା ପୂର୍ବରୁ ଶିକାରୀ ମାନେ ବନ ବିଭାଗ କୁ ଚକମା ଦେଇ ଫେରାର ହେବାରେ ସକ୍ଷମ ହୋଇ ଥିଲେ l 
ଗଏଲମୁଣ୍ଡି ଗ୍ରାମର ରାଜ କୁମାରଙ୍କ ଘରୁ ବନବିଭାଗ ଗୋଟିଏ ଝିଙ୍କ, ଗୁରାଣ୍ଡି, ସମ୍ବର ଶିଙ୍ଘ ୨ଟି, ଝିଙ୍କି କାଠି ୨ ବଂଡଲ, ମୟୁର ଝାଲୀ ୨ ବଂଡଲ, ବନ୍ଧୁକ ଗୋଟିଏ, ଅଫୁଟା ଗୁଳି ୧୫, ଛଲରା ଗୁଳି ୭୬, ଫାସ ୧୦ବଂଡଲ ଓ ବାଟୁଳି ଖଡା ୧ଟି, ଛୁରୀ ୨ଟି, ଟାଙ୍ଗିଆ ୧ ଟି ଆଦି ଜବତ କରିଥିଲା l ଅଭିଯୁକ୍ତ ଶିକାରୀ 
ଗଏଲମୁଣ୍ଡି ଗ୍ରାମର ରାଜ କୁମାର, ଭୁଲୁକି ଗ୍ରାମର ଚକ୍ରଧର ସମର୍ଥା ଓ କବି ନାଏକ ଫେରାର ହେବାରେ ସକ୍ଷମ ହୋଇ ଥିଲେ l ଶିକାର ହୋଇ ଥିବା ଜନ୍ତୁକୁ ପ୍ରାଣୀ ଧନ ବିଭାଗର ଡାକ୍ତର ଶବ ବ୍ୟବଛେଦ କରି ସାରିବା ପରେ ପୋତି ଦିଆ ଯାଇଥିଲା l ଶୀକାରୀ ମାନଙ୍କୁ ଖୁବ ଶୀଘ୍ର ଧରା ଯିବ ବୋଲି ରେଞ୍ଜ ଅଧିକାରୀ ମହେନ୍ଦ୍ର କୁମାର ସାହୁ ଆମ ପ୍ରତିନିଧିଙ୍କ ଠାରେ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like