-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ଲୋ ଭୋଲ୍ଟେଜ୍ ଓ ପାୱାର୍ କଟ୍ କୁ ଇଲେକ୍ଟ୍ରି ଅଫିସ ଘେରିଲେ ଚାଷୀ

11-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଅନ୍ତର୍ଗତ ଭଟଲି ବ୍ଲକର ବିଭିନ୍ନ ଗାଁରୁ ଶତାଧିକ କୃଷକ   ଲୋ ଭୋଲ୍ଟେଜ୍ ଓ ପାୱାର୍ କଟ୍ ସମସ୍ୟା  ନେଇ ବିଦ୍ଯୁତ ଉପଖଣ୍ଡ ଅଧିକାରୀ ଭଟଲି ଙ୍କ ଅଫିସ୍ ଘେରାଉ କରି ଏକ ଲିଖିତ ଦାବି ପତ୍ର ପ୍ରଦାନ କରାଯାଇଥିଲା  । ଏସ.ଡି.ଓ ଙ୍କ ଅନୁପସ୍ଥିତିରେ ଇଲେକ୍ଟ୍ରିକାଲ ଜେ.ଇ ଦାବି ପତ୍ର ଗ୍ରହଣ କରିବା ସହିତ ଚାଷୀମାନଙ୍କ ସହିତ ଆଲୋଚନା କରିଥିଲେ। ଜଳସେଚନର କୌଣସି ସୁବିଧା ନଥିବାରୁ ଏହି ଅଞ୍ଚଳର କୃଷକମାନେ ଗଭୀର ନଳକୂପ ଉପରେ ନିର୍ଭର କରି କୃଷିକାର୍ଯ୍ଯ କରି ନିଜ ଜୀବିକା ନିର୍ବାହ କରୁଛନ୍ତି। କିନ୍ତୁ ଚଳିତ ବର୍ଷ କ୍ରମାଗତ ବିଜୁଳି କାଟ, ଲୋ ଭୋଲ୍ଟେଜ୍ ଏବଂ ପାୱାର କଟ୍ ଯୋଗୁଁ ଧାନ ଫସଲ ନଷ୍ଟ ହେବା ସହିତ ପନିପରିବା ଫସଲ ନଷ୍ଟ ହେବାକୁ ଯାଉଛି। ଦିନକୁ ଛଅ ରୁ ଆଠ ଘଣ୍ଟା ପାୱାର କଟ୍ ହେଉଥିବା ବେଳେ ଲୋ ଭୋଲ୍ଟେଜ୍ କାରଣରୁ ଗଭୀର ନଳକୂପ ରୁ ପାଣି ବାହାରୁ ନାହିଁ। ଅନେକ ଚାଷୀଙ୍କ ମୋଟର ପୋଡିଯାଉଛି। ଫଳରେ ଚାଷ ଜମି ଫାଟି ଧାନ ଫସଲ ନଷ୍ଟ ହେବାକୁ ଯାଉଛି। ଏପରି ପରିସ୍ଥିତିରେ ଯଦି କୌଣସି ଚାଷୀର ବିଜୁଳି ସମସ୍ୟା ଜନିତ ଫସଲ ନଷ୍ଟ ହୁଏ ତାହେଲେ ବିଭାଗ ଦାୟୀ ରହିବେ ବୋଲି ଲିଖିତ ଅଭିଯୋଗ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଜୟ କିସାନ ଆନ୍ଦୋଳନର ଜିଲ୍ଲା ସଭାପତି ସୁଶୀଲ କୁମାର ସାହୁ, ସାଧାରଣ ସଂପାଦକ ହର ବଣିଆଁ , ବ୍ଲକ ସଂପାଦକ ମିନିଷ୍ଟର ବାରିକ, ବିଜୟ ପ୍ରଧାନ, ଜନ୍ମେଜୟ ଠାକୁର, ଅକ୍ଷୟ ପ୍ରଧାନ, ଭରତ ଚନ୍ଦ୍ର ନାୟକ, ରେବତି କାନ୍ତ ବେହେରା, ନିତ୍ଯାନନ୍ଦ ସାହୁ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like