-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ଜାତୀୟ ମାଷ୍ଟର ଗେମ ର ପଦକ ବିଜେତାଙ୍କୁ ସମ୍ବର୍ଦ୍ଧିତ

11-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଏଚିଭର୍ସ ହେଲ ପିଙ୍ଗ୍ ଫାଉଣ୍ଡେସନ ବରଗଡ଼, ଜନତା ସଂଘର୍ଷ, ତଥା ବାପୁଜୀ ସ୍ଵତନ୍ତ୍ର ବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ ଏକ ସମ୍ବର୍ଦ୍ଧିତ କାର୍ଯ୍ୟକ୍ରମ ବାପୁଜୀ ସ୍ଵତନ୍ତ୍ର ବିଦ୍ୟାଳୟ ବରଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ରାଉରକେଲା ଠାରେ ଅନୁଷ୍ଠିତ ହୋଇଥିବା ସପ୍ତମ ଜାତୀୟ ମାଷ୍ଟର ଗେମ୍ ପ୍ରତିଯୋଗିତାରେ ବରଗଡ଼ ଜିଲ୍ଲାର ମାଷ୍ଟର କ୍ରୀଡାବିତ୍ ଶ୍ରୀ ସନ୍ତୋଷ କୁମାର ପଧାନ, ଅରୁଣା ଘିବିଳା, ଅନୁପମା ଘିବିଳା, ବିଦ୍ୟାଧର ସାହୁ, କମଳ ମେହେର, ଓ ରୁବୁଲ ଭୋଇଙ୍କୁ ପୁଷ୍ପ ଗୁଚ୍ଛ, ଏବଂ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ଏହି ସମ୍ବର୍ଦ୍ଧିତ କାର୍ଯ୍ୟକ୍ରମ ରେ ଏଚିଭରସ୍ ଫାଉଣ୍ଡେସନ ର ଅଧ୍ୟକ୍ଷ ଶ୍ରୀ ଦିବାକର ମାଝୀ, ସମିତି ସଭାପତି କିଶୋର ଚନ୍ଦ୍ର ସାହୁ, ବାପୁଜୀ ସ୍ଵତନ୍ତ୍ର ବିଦ୍ୟାଳୟର ଶିକ୍ଷକ ସନାତନ ସାହୁ ଏବଂ ସମାଜ ସେବୀ ଶ୍ରୀମତୀ କନକ ପଧାନ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଦେଇ ସମସ୍ତ୍ ପଦକ ବିଜେତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ l ଏହି ଅବସରରେ ଆନ୍ତର୍ଜାତିକ କ୍ରୀଡାବିତ ସନ୍ତୋଷ କୁମାର ପଧାନ,  ସ୍କୁଲ ର ସମସ୍ତ କୁନି କୁନି ପିଲାମାନଙ୍କୁ ପାଠପଢା ଏବଂ ଖେଳ ବିଷୟ ରେ ପ୍ରେରଣା ଦେବା ସହିତ ନିଜକୁ କଠିନ ପରିଶ୍ରମ କରି ଜଣେ ଉଚ୍ଚ କୋଟୀର ଅଧିକାରୀ ଏବଂ ଜଣେ ଆନ୍ତର୍ଜାତିକ ସ୍ତରରେ ଖେଳାଳୀ ହେବା ପାଇଁ ଆଶୀର୍ବାଦ ପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like