-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ବୁଦ୍ଧଦେବ ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ୱାସ୍ଥ୍ୟ ସେବା ଶିବିର

12-Mar-2025



ବରୀ(ରଞ୍ଜିତ ମହାନ୍ତି): ଯାଜପୁର ଜିଲ୍ଲାର ବରୀ ବ୍ଲକ ଅନ୍ତର୍ଗତ ଅମଠପୁର ଠାରେ ବୁଦ୍ଧଦେବ ମେମୋରିଆଲ ଟ୍ରଷ୍ଟ ଆନୁକୂଲ୍ୟ ରେ ଏକ ମାଗଣା ସ୍ଵାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ବୁଦ୍ଧଦେବ ମେମୋରିଆଲ ଟ୍ରଷ୍ଟର ପ୍ରତିଷ୍ଠାତା ତଥା ବରୀ ଅଞ୍ଚଳ ର ବିଶିଷ୍ଟ ସମାଜସେବୀ ଅଟଳ ବିହାରୀ ଜେନା ତାଙ୍କ ଜନ୍ମ ଦିନ ଉପଲକ୍ଷେ ଏହି ଶିବିର ଆୟୋଜନ କରିଥିଲେ। ଏହି ଶିବିରକୁ ବିଶିଷ୍ଟ ଚକ୍ଷୁ ବିଶେଷଜ୍ଞ ରାଜ କିଶୋର ପଣ୍ଡା ପ୍ରଦୀପ ପ୍ରଜ୍ଵଳନ କରି ଉଦ୍ଘାଟନ କରିଥିବା ବେଳେ ଅନ୍ୟତମ ଅତିଥି ଭାବେ ଚିକିତ୍ସକ ପ୍ରଫୁଲ୍ଲ କୁମାର ଗିରି, ସଞ୍ଜୟ କୁମାର ଦାସ, ଅର୍ପିତା ନାୟକ ଯୋଗଦେଇଥିଲ। ଏହି କାର୍ଯ୍ୟକ୍ରମରେ ୫୦୦ ଉର୍ଦ୍ଧ ବ୍ୟକ୍ତିଙ୍କୁ ସ୍ୱାସ୍ଥ୍ୟ ପରୀକ୍ଷା କରି ବିନା ମୂଲ୍ୟରେ ଔଷଧ ବିତରଣ କରାଯିବା ସହିତ ରକ୍ତ ଓ ଅନ୍ୟାନ୍ୟ ପରୀକ୍ଷା ବିନା ମୂଲ୍ୟରେ କରାଯାଇଥିଲା। ଶିବିରକୁ ଆସିଥିବା ସମସ୍ତ ରୋଗୀ ଙ୍କ ପାଇଁ ଶୁଖିଲା ଖାଦ୍ୟ, ପାନୀୟ ଜଳର ବ୍ୟବସ୍ଥା କରାଯାଇ ଥିଲା। ଏହି କାର୍ଯ୍ୟକ୍ରମ ପରିଚାଳନା ରେ ଚିତ୍ତରଞ୍ଜନ ପାଢ଼ୀ, ଅମୂଲ୍ୟ କୁମାର ପଣ୍ଡା,କବୟିତ୍ରୀ ପଙ୍କଜିନି ଉପାଧ୍ୟାୟ ପ୍ରମୁଖ ସହଯୋଗ କରିଥିଲେ। କାର୍ଯକ୍ରମ ପରିଚାଳନାରେ ଟ୍ରଷ୍ଟର ସଭାପତି ଚନ୍ଦନ ପ୍ରଧାନ, ସମ୍ପାଦକ ଏସ୍ ପୃଥିରାଜ୍, ଉପ ସଭାପତି ଗଗନ ମଲ୍ଲିକ, ଚିନ୍ମୟ ଦାସ, ନୀତିଶ ରଂଜନ ମଲ୍ଲିକ, ରମାକାନ୍ତ ମଲ୍ଲିକ, ରାକେଶ କୁମାର ମଲ୍ଲିକ ଓ ଅମଠପୁର ୟୁଥ୍ କ୍ରିକେଟ କ୍ଳବ୍ ର ସମସ୍ତ ସଦସ୍ୟ ସହଯୋଗ କରିଥଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like