-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଗଡ଼୍ରାମାଳ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ

12-Mar-2025



ସିନାପାଲି ( ଚିନ୍ତାମଣି ନେତାମ )
 ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ନୀଳଜିକ୍ଲଷ୍ଟର କ୍ଲଷ୍ଟର ସ୍ତରୀୟ "ନିପୁଣ ଓଡିଶା ମେଳା "ତଥା ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ କାର୍ଯ୍ୟକ୍ରମ ଆଞ୍ଚଳିକ ସାଧନ କେନ୍ଦ୍ର  ସଂଯୋଜକ ଶ୍ରୀଯୁକ୍ତ ରାକେଶ କୁମାର ମିଶ୍ର ଙ୍କ  ତତ୍ୱାବଧାନରେ ଗଡ୍ରାମାଳ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ସଭା କାର୍ଯ୍ୟରେ ସି ଆର ସି ସି ଶ୍ରୀଯୁକ୍ତ ରାକେଶ କୁମାର ମିଶ୍ର  ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥିଭାବେ ନୀଳଜି ଗ୍ରାମ ପଂଚାୟତ ସରପଞ୍ଚ ଶ୍ରୀଯୁକ୍ତ ଲକ୍ଷ୍ମଣ  ପ୍ରଧାନ, ମୁଖ୍ୟ ବକ୍ତା ଭାବରେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର  ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର, ସମ୍ମାନିତ ଅତିଥିଭାବରେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ନାରାୟଣ ସା,ବରିଷ୍ଠ କଳାକାର ଶ୍ରୀଯୁକ୍ତ ବିକ୍ରମାଦିତ୍ୟ ବାଗ,ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ଡମ୍ବରୁ ଧର  ମାଝୀ ଏବଂ ଶ୍ରୀଯୁକ୍ତ ପୂର୍ଣାନନ୍ଦ ସା ଯୋଗ ଦେଇଥିଲେ। ଶିକ୍ଷୟିତ୍ରୀ ଶ୍ରୀମତୀ ସୁନାମା ପଣ୍ଡା ସ୍ୱାଗତ ଭାଷଣ ଓ ଅତିଥିମାନଙ୍କୁ ମଞ୍ଚକୁ ନିମନ୍ତ୍ରଣ କରିଥିଲେ ।ଶ୍ରୀଯୁକ୍ତ ଅର୍ଜୁନ ନାୟକ ମଞ୍ଚ ପରିଚାଳନା କରିଥିଲେ। ନୀଳଜି କ୍ଲଷ୍ଟର ଅଧିନସ୍ଥ ବିଦ୍ୟାଳୟ ଗୁଡିକର ଏଫ ଏଲ ଏନ ଶିକ୍ଷକ ଶିକ୍ଷୟିତ୍ରୀ ଗଣ ନିଜର ଛାତ୍ରଛାତ୍ରୀଙ୍କ ସହ ଯୋଗଦେଇ ମୌଳିକ ସାକ୍ଷରତା ଓ ସଂଖ୍ୟା ବିଜ୍ଞାନ ସମ୍ବନ୍ଧୀୟ ଶିକ୍ଷଣ ସାମଗ୍ରୀ ଓ ପଠନ ସାମଗ୍ରୀ ପ୍ରଦର୍ଶନୀ ପୂର୍ବକ  ତାର ବ୍ୟବହାର ସମ୍ବନ୍ଧରେ ଅତିଥିଗଣଙ୍କୁ ବୁଝାଇଥିଲେ। ଏହିକାର୍ଯ୍ୟକ୍ରମ ଛାତ୍ରଛାତ୍ରୀ ଓ ଶିକ୍ଷକ ଗଣଙ୍କ ନିଜ ନିଜ କର୍ମରେ ଉତ୍ସାହିତ ବୃଦ୍ଧି ସହ ଦକ୍ଷତା ବୃଦ୍ଧିରେ ଯଥେଷ୍ଟ ସହାୟକ ହେବ ଏବଂ ଛାତ୍ରଛାତ୍ରୀ ଗଣ ଆମ ରାଷ୍ଟ୍ରର ଭବିଷ୍ୟତ ସେମାନଙ୍କୁ ନିର୍ମାଣ କରିବା ଆମ ସମସ୍ତଙ୍କର ଦାୟିତ୍ୱ ବୋଲି ଅତିଥିଗଣ ମତ ଦେଇଥିଲେ। ଏଫ ଏଲ ଏନ  ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ପ୍ରଶଂସାପତ୍ର ପ୍ରଦାନ ପୂର୍ବକ ସମ୍ମାନିତ କରିଥିଲେ। ପରିଶେଷରେ ଶିକ୍ଷକ ଲୋକନାଥ ବନ୍ଦୀଛୋର  ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ ସଭାରେ ଶିକ୍ଷୟିତ୍ରୀ ମମତା ନେଗୀ,ନିଳେନ୍ଦ୍ରୀ ନିଆଲ,ହିମାଦ୍ରୀ ମେହେର,ଶିକ୍ଷକ ବଂଶୀଧର ବନ୍ଦୀଛୋର,ରୁଦ୍ରମାଧବ ଭୋଇ,ଭୂପେତ କୁମାର ନିଆଲ,ମକରଧ୍ଵଜ ନାୟକ,ଅମିତା ଖମାରୀ,ଶଶୀମୁଖୀ ପ୍ରଧାନ,ଟିଲୋତ୍ତମା ମାଝୀ,ହେମନ୍ତ ନିଆଲ ଓ ଜିତେନ୍ଦ୍ର ସା  ସକ୍ରିୟ ଅଂଶ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like