-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||     

HOME   ଜିଲ୍ଲା

■ ସାଇକେଲ ଚଲାଅ ପରିବେଶ ବଞ୍ଚାଅ ■  ଦୀର୍ଘ ୭୪ ଦିନ ଧରି ସାଇକେଲ ଯୋଗେ ଓଡ଼ିଶା ଭ୍ରମଣ କଲେ ଶୁଭମ୍ ବାରିକ୍

12-Mar-2025



କୁଚିଣ୍ଡା(ସିଲୁ ସୁନାନୀ): ସମ୍ବଲପୁର ଜିଲ୍ଲା କୁଚିଣ୍ଡା  ଉପଖଣ୍ଡ ଡିମିରୀମୁଣ୍ଡା ଗ୍ରାମର ଯୁବକ ଶୁଭମ୍ ବାରିକ୍ ସାଇକେଲ ଯୋଗେ ସାରା ଓଡ଼ିଶା ଭ୍ରମଣ କରି ଆଜି ଶେଷରେ କୁଚିଣ୍ଡା ପହଞ୍ଚି ନିଜର ସାଇକେଲ ଯାତ୍ରା ଶେଷ କରିଛନ୍ତି । ଆଜିର ଆଧୁନିକ ଯୁଗରେ ଲୋକେ ପେଟ୍ରୋଲ ଓ ଡିଜେଲ୍ ଚଳିତ ଯାନବାହାନ ଦ୍ୱାରା ଚଳାଚଳ କରୁଥିବାରୁ ଅତି ମାତ୍ରାରେ ରେ ବାୟୁ ପ୍ରଦୂଷଣ ହେଉଛି ଓ ତାପମାତ୍ରା ବୃଦ୍ଧି ପାଇବା ସହିତ ପରିବେଶ ଉପରେ କୁପ୍ରଭାବ ମଧ୍ୟ ପଡୁଛି, ତେଣୁ ସାଇକେଲ ଚଲାଅ ପରିବେଶ ବଞ୍ଚାଅ ଏଭଳି ଏକ ସୁନ୍ଦର ଅଭିଯାନ ଶୁଭମ ଆରମ୍ଭକରିଥିଲେ ଦିର୍ଘ ୭୪ ଦିନ ତଳେ ତାଙ୍କ ସାଇକେଲ ଯାତ୍ରା ସମ୍ବଲପୁର ଜିଲ୍ଲା କୁଚିଣ୍ଡା ପୁରୁଣା ବସ୍ ଷ୍ଟାଣ୍ଡ ରୁ ଆରମ୍ଭ ହେଇଥିଲା ଓ ଆଜି ସେହି କୁଚିଣ୍ଡା ପୁରୁଣା ବସ୍ ଷ୍ଟାଣ୍ଡ ରେ ହିଁ ଶେଷ କରିଛନ୍ତି ସେ ପ୍ରତ୍ୟେକ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ଭେଟି ନିଜର ଭ୍ରମଣ ଉଦ୍ଧେଶ୍ୟ ସଂପର୍କରେ ଅବଗତ କରାଇଛନ୍ତି ତାଙ୍କର ଏହି ଭ୍ରମଣ ରେ ଭୁବନେଶ୍ଵର ଠାରେ କୁଚିଣ୍ଡା ବିଧାୟକ ତଥା କେବିନେଟ ମନ୍ତ୍ରୀ ରବି ନାରାୟଣ ନାୟକ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ବେଶ୍ ଖୁଶି ହୋଇ ସମଦ୍ଧନା ଜ୍ଞାପନ କରିଥିଲେ ଆଜିର ଏହି ଶେଷ ଦିନ ର ସ୍ଵାଗତ ଅବସରରେ କୁଚିଣ୍ଡା ସହର ବାସୀ,ଯୁବଗୋଷ୍ଠୀ, ସାମ୍ବାଦିକ ଗଣ, ବାଲିଯାତ୍ରା କମିଟି ସଭାପତି ଜୁ ସାହୁ, ଆଶିର୍ବାଦ ଷ୍ଟୁଡିଓ ପକ୍ଷରୁ ଦିନେଶ ନାଏକ ଓ ନୃତ୍ୟ କଳାକାର ଗଣ, ସାମ୍ବାଦିକ ସିଲୁ ସୁନାନୀ ଏବଂ ଚତୁର୍ଭୂଜ ଜୟପୁରିଆ ପ୍ରମୁଖ ଫୁଲମାଳ ଦେଇ ସ୍ୱାଗତ କରିଥିଲେ ଆଗାମୀ ଦିନରେ ଯୁବଗୋଷ୍ଠୀ ମଧ୍ୟରେ ସାଇକେଲ ଚାଳନା ପାଇଁ ଉତ୍ସାହ ପରିଲକ୍ଷିତ ହେଉଛି ବୋଲି ଚର୍ଚ୍ଚା ହୋଇଛି ଆଗାମୀ ଦିନରେ ପୁଣିଥରେ ଦ୍ଵିତୀୟ ପର୍ଯ୍ୟାୟର ସାରା ଓଡ଼ିଶା ସାଇକେଲ ଚାଳନା କରି ଭ୍ରମଣ ପାଇଁ ବୃକ୍ଷରୋପଣ ନାମରେ ସଚେତନତା ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଗଲା ବୋଲି ଶୁଭମ୍ ବାରିକ୍ ସୁଚନା ଦେଇଛନ୍ତି ସାରା ଓଡ଼ିଶା ରେ ଲୋକଙ୍କ ସାହାଯ୍ୟ ଓ ସହଯୋଗ ପାଇଁ ବିନା ପଇସାରେ ଏହି ଯାତ୍ରା ସଫଲ ହେଇଥିବା ରୁ ଶୁଭମ ସମସ୍ତ ସହ‌ଯ୍ୟକାରୀ ଓ ସୁଭକାଂକ୍ଷି ଙ୍କୁ ଅଶେଷ ଅଶେଷ ଧନ୍ୟବାଦ୍ ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026

You Might Also Like