-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଲକ୍ଷ ପତି ଦିଦି କର୍ମଶାଳା:-

12-Mar-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ମହିଳାଙ୍କୁ ସଶକ୍ତ,ତଥା ରାଜ୍ୟ ଓ ଦେଶର ଅର୍ଥନୈତିକ ବିକାଶରେ ସହଯୋଗୀ ହେବାକୁ ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ତରଫରୁ ଏକ ଦିବସିୟ ଲକ୍ଷ ପତି ଦିଦି କର୍ମଶାଳା  ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସୋନପୁର ଟାଉନ ହଲ ଠାରେ ଅନୁଷ୍ଠିତ ଏହି କର୍ମଶାଳାରେ ଡି ଏଫ ଓ, ଡି ଏସ ଡବ୍ଲୁ ଓ , କେ ଭି କେ କୃଷି ବୈଜ୍ଞାନିକ, ସି ଡି ଭି ଓ , ଏଲ ଡି ଏମ , ଆର ଏସ ଇ ଟି ଆଇ ନିର୍ଦେଶକ , ସିଡ଼ିଏ ଓ , ପ୍ରମୁଖ ଉପସ୍ଥିତ ଥିଲେ। କର୍ମଶାଳା ଅବସରରେ ଜିଲ୍ଲାର ବିଭିନ୍ନ ବିଭାଗୀୟ ଅଧିକାରୀ ନିଜ ନିଜ ବିଭାଗୀୟ ଜନକଲ୍ୟାଣ  ଯୋଜନା ସମ୍ପର୍କରେ ଉପସ୍ଥାପନ କରିଥିଲେ। ଏହି ଅବସରରେ ସିଏସ ଏସ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଭ୍ୟା ମାନେ ସେମାନଙ୍କ ସଫଳ କାହାଣୀ ବ୍ୟକ୍ତ କରି ସମସ୍ତଙ୍କୁ ଉତ୍ସାହିତ କରିଥିଲେ।ପରେ ପରେ ଲଖପତି ଦିଦି ମାନଙ୍କ ଦ୍ୱାରା ଗୀତ, ସଙ୍ଗୀତ, ନାଚ, କବିତା ଆବୃତ୍ତି , କ୍ଷୁଦ୍ର ନାଟକ ଆଦି ପରିବେଷଣ କରାଯାଇଥିଲା। ଏହି କର୍ମଶାଳାରେ ଏଫ ଏଲ ସି, ଡି ପି ସି ମିଶନ ଶକ୍ତି, ଓ ଏଲ ଏମ , ମିଶନ ଶକ୍ତି ଅଧିକାରୀ ସମେତ ଜିଲ୍ଲା ର ସମସ୍ତ ସି ଆର ପି , ଏମ ବି କେ, ବ୍ୟାଙ୍କ ମିତ୍ର , କୃଷି ମିତ୍ର , ପ୍ରାଣୀ ମିତ୍ର , କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଏବଂ ଲକ୍ଷ ପତି ଦିଦି ପ୍ରମୁଖ ଯୋଗଦାନ କରିଥିଲେ। ଜିଲ୍ଲା ପରିଷଦ ସି ଡ଼ି ଓ , ଇ ଓ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ବିଭିନ୍ନ କ୍ଷେତ୍ର ରେ କୃତିତ୍ୱ ଅର୍ଜନ କରିଥିବ ସ୍ଵୟଂ ସହାୟିକା ଗୋଷ୍ଠୀ ସଭ୍ୟା ମାନଙ୍କୁ ପୁରସ୍କୃତ କରି ପ୍ରେରଣା ଯୋଗାଇ ଦିଆ ଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like