-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ଜିଲ୍ଲା

ସିହିନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

12-Mar-2025



ବେଲପଡା(ତ୍ରିନାଥ ବାଗ): ବେଲପଡା ବ୍ଲକ ଅନ୍ତର୍ଗତ ସିହିନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ lଏହି କାର୍ଯ୍ୟକ୍ରମ ସ୍କୁଲ ର ପ୍ରଧାନ ଶିକ୍ଷକ ତୁଲାରାମ ମାଝୀଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ସିହିନୀ ସରପଞ୍ଚ ଶ୍ରୀମତୀ ଶ୍ରଦ୍ଧାଞ୍ଜଳି ବେହେରା lସମ୍ମାନିତ ଅତିଥି ଭାବେ ସମିତି ସଭ୍ୟ ସୁନୀଲ କୁମାର ଶବର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସରୋଜ କୁମାର ପୁଟେଲ, ସମାଜସେଵୀ ରାଜେନ୍ଦ୍ର କୁମାର ବେହେରା, ଗୋପବନ୍ଧୁ ତାଣ୍ଡି, କ୍ଷମାନିଧି ପୁଟେଲ, ଗଙ୍ଗାଧର ବାରିକ ପ୍ରମୁଖ ଯୋଗ ଦେଇଥିଲେ Iଶିକ୍ଷା ସୋମନାଥ କୁମ୍ଭାର ମଞ୍ଚ ପରିଚାଳନା କରିଥିଲେ | ସହଯୋଗୀ ପରିଚାଳନା କମିଟି ରେ ଦୁର୍ଗା ମାଧବ ତାଣ୍ଡି, ସଞ୍ଜୀବ କୁମାର ମିଶ୍ର, ବିଜୁ ଶବର, ଶ୍ରୀମତୀ ଆରତୀ ବେହେରା, ଶ୍ରୀମତୀ ରୂପଶ୍ରୀ ସାହୁ ପରିଚାଳନା ଦାୟିତ୍ୱ ନିର୍ବାହ କରିଥିବା ବେଳେ ସହଯୋଗୀ ଶିକ୍ଷକ ନିର୍ମଳ ଚନ୍ଦ୍ର ବେହେରା, ସଞ୍ଜୀବ କୁମାର ମିଶ୍ର, ବିଜୁ ଶବର, ଶ୍ରୀମତୀ ଆରତୀ ବେହେରା, ଶ୍ରୀମତୀ ରୂପଶ୍ରୀ ସାହୁ ସହଯୋଗ କରିଥିଲେ | ଏହି ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ରେ ସିହିନୀ ଗ୍ରାମପଞ୍ଚାୟତ ସରପଞ୍ଚ ଶ୍ରୀମତୀ ଶ୍ରଦ୍ଧାଞ୍ଜଳି ବେହେରା ବିଦ୍ୟାଳୟ ରେ ଶୁଦ୍ଧ ପିଇବା ପାଣି ନିମନ୍ତେ ଗୋଟିଏ  ଆର. ଓ  ଫିଲଟର ପ୍ରଦାନ କରିଥିଲେ | କାର୍ଯ୍ୟକ୍ରମ ପରିଶେଷରେ ଧନ୍ୟବାଦ ଅର୍ପଣ କରାଯାଇଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like