-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ବିଶେଷ

ପଦାରେ ପଡ଼ିଲା କି ରାଜ୍ୟ ସରକାରଙ୍କ ମିଛ ? ଅଡୁଆ ସୂତାରୁ ମୁକୁଳି ପାରୁନାହାଁନ୍ତି ରାଜ୍ୟ ସରକାର

16-Jan-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା): ନୟାଗଡ଼ ଯଦୁପୁରର କୁନିଝିଅ ହତ୍ୟାକାଣ୍ଡର ଅଡୁଆ ସୂତାରୁ ମୁକୁଳି ପାରୁନାହାଁନ୍ତି ରାଜ୍ୟ ସରକାର। ଅଭିଯୁକ୍ତର ବୟସକୁ ନେଇ SIT ଦ୍ୱାରା ଦ୍ୱନ୍ଦ୍ୱ ପରେ ଏବେ ଆଉ ଏକ ନୂଆ ଖୁଲାସା। SIT ତଦନ୍ତ ମନିଟରିଂ ଲାଗି ସିଟିଂ ଜଜ୍ ନିଯୁକ୍ତି ନେଇ ରାଜ୍ୟ ସରକାର ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କୁ ଯେଉଁ ଚିଠି ଲେଖାଯାଇଛି ବୋଲି କହୁଥିଲେ, ସେହି ଚିଠି ପହଞ୍ଚିନାହିଁ କୋର୍ଟଙ୍କ ପାଖରେ।  ଅର୍ଥାତ ବିନା ସିଟିଂ ଜଜଙ୍କ ତତ୍ତ୍ୱାବଧାନରେ ଚାଲିଛି ତଦନ୍ତ। ସୂଚନା ଅଧିକାର ଆଇନ ବଳରେ ଏଭଳି ତଥ୍ୟ ଏବେ ସାମ୍ନାକ ଆସିବା ପରେ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ ନୟାଗଡ଼ ନାବାଳିକା ହତ୍ୟା ମାମଲାରେ ଆଉ ଏକ ଖୁଲାସା କରାଯାଇଛି। ହାଇକୋର୍ଟର ସିଟିଂ ଜଜଙ୍କ ତତ୍ତ୍ୱାବଧାନରେ SIT ତଦନ୍ତ ପ୍ରସଙ୍ଗରେ ପଦାକୁ ଆସିଲା ନୂଆ ତଥ୍ୟ। SIT ତଦନ୍ତର ମନିଟରିଂ ଲାଗି ସିଟିଂ ଜଜ୍ ନିଯୁକ୍ତି ଲାଗି ହାଇକୋର୍ଟଙ୍କୁ ଚିଠି ଲେଖିଥିବା କହିଥିଲେ ରାଜ୍ୟ ସରକାର। ହେଲେ ସୂଚନା ଅଧିକାର ଆଇନ ବଳରେ ମିଳିଥିବା ତଥ୍ୟ କହୁଛି, ସରକାରଙ୍କ ଚିଠି ପହଞ୍ଚିନି ହାଇକୋର୍ଟରେ!!

   ସୂଚନା ଅଧିକାର କର୍ମୀ ହେମନ୍ତ ପଣ୍ଡା ଗତ ଡିସେମ୍ବର ୧୫ରେ ହାଇକୋର୍ଟଙ୍କ ରେଜିଷ୍ଟ୍ରାର୍ ଜେନେରାଲଙ୍କୁ SIT ତଦନ୍ତ ନେଇ ସିଟିଂ ଜଜ୍ ନିଯୁକ୍ତି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଚିଠି ସମ୍ପର୍କିତ ତଥ୍ୟ ମାଗିଥିଲେ। କିନ୍ତୁ ରାଜ୍ୟ ସରକାରଙ୍କ ସେଭଳି କୌଣସି ଚିଠି ପହଞ୍ଚିନି ବୋଲି ଗତ ଜାନୁୟାରୀ ୬ରେ ହାଇକୋର୍ଟଙ୍କ ପକ୍ଷରୁ କୁହାଯାଇଛି। ଯେହେତୁ ଚିଠି ମିଳିନି, ତେଣୁ କୌଣସି ପଦକ୍ଷେପ ନେବାର ପ୍ରଶ୍ନ ଉଠୁନାହିଁ ବୋଲି ଆର୍ ଟିଆଇ କର୍ମୀଙ୍କୁ ତଥ୍ୟ ଦେଇଛନ୍ତି ହାଇକୋର୍ଟ !! ସୂଚନା  ଅଧିକାର କର୍ମୀ ହେମନ୍ତ ପଣ୍ଡା ଗତ ଡିସେମ୍ବର ୧୫ରେ ହାଇକୋର୍ଟଙ୍କ ରେଜିଷ୍ଟ୍ରାର୍ ଜେନେରାଲଙ୍କୁ SIT ତଦନ୍ତ ନେଇ ସିଟିଂ ଜଜ୍ ନିଯୁକ୍ତି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଚିଠି ସମ୍ପର୍କିତ ତଥ୍ୟ ମାଗିଥିଲେ। କିନ୍ତୁ ରାଜ୍ୟ ସରକାରଙ୍କ ସେଭଳି କୌଣସି ଚିଠି ପହଞ୍ଚିନି ବୋଲି ଗତ ଜାନୁୟାରୀ ୬ରେ ହାଇକୋର୍ଟଙ୍କ ପକ୍ଷରୁ କୁହାଯାଇଛି। ଯେହେତୁ ଚିଠି ମିଳିନି, ତେଣୁ କୌଣସି ପଦକ୍ଷେପ ନେବାର ପ୍ରଶ୍ନ ଉଠୁନାହିଁ ବୋଲି ଆଇଟିଆଇ କର୍ମୀଙ୍କୁ ତଥ୍ୟ ଦେଇଛନ୍ତି ହାଇକୋର୍ଟ  !!


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like