-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ଡାହିମାଲ କ୍ଳଷ୍ଟର ତରଫରୁ ଗୁଡଭେଲା ବିଇଓଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ

12-Mar-2025



ତୁଷୁରା(ପଞ୍ଚାନନ ନାଏକ): ସରକାରୀ ପ୍ରାଥମିକ ବିଦ୍ୟାଳୟ ଜାମମୁଣ୍ଡା ଠାରେ ଡାହିମାଲ କ୍ଲଷ୍ଟରସ୍ତରୀୟ ସ୍ଵାଗତ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶଶି ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଉକ୍ତ ସଭାରେ ଗୁଡଭେଲା ବ୍ଲକ୍ ର ନବାଗତା ବିଇଓ ନମିତା ରାଣୀ ଭୋଇଙ୍କୁ ଡାହିମାଲ କ୍ଳଷ୍ଟର ତରଫରୁ ଉଚ୍ଛ୍ବସିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଏଥିରେ  ମୁଖ୍ୟଅତିଥି ଭାବେ ଗୁଡଭେଲା ବ୍ଲକ୍  ଅଧ୍ୟକ୍ଷା  ବେବି ଦୋରା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଏବିଇଓ  ରମେଶ ଚନ୍ଦ୍ର ସାମର୍ଥ, ସୁରେନ୍ଦ୍ର ସୁନା, ବିପିନ ବାଗ ଯୋଗ ଦେଇଥିଲେ। ବିଶିଷ୍ଟ ଅତିଥି ଭାବେ ଦେଉଳଗୁଡି ୟୁପି ସ୍କୁଲ୍ ର ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ପୂର୍ବତନ ବିଦ୍ୟାଳୟ ଏସ.ଆଇ  ଭକ୍ତରଞ୍ଜନ ଭୋଇ ଯୋଗ ଦେଇଥିଲେ। ସ୍ଥାନୀୟ ସିଆରସିସି ପ୍ରହଲ୍ଲାଦ ଦଣ୍ଡସେନାଙ୍କ ପ୍ରତ୍ଯକ୍ଷ ତତ୍ବାବଧାନରେ ଅନୁଷ୍ଠିତ ସଭାରେ  ପ୍ରଧାନ ଶିକ୍ଷକ ମନୋରଂଜନ ଭୋଇ ସଭା ସଞ୍ଚାଳନ କରିଥିଲେ। ପ୍ରଧାନ ଶିକ୍ଷକ ପିତବାସ ମହାଲିଙ୍ଗ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ  ସହକାରୀ ଶିକ୍ଷକ ହେମ ସାଗର ଷଡ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଶୁଭ ଅବସରରେ ସମସ୍ତ ଅତିଥି ଅଭ୍ୟାଗତ ମାନଙ୍କୁ, ପୁଷ୍ପଗୁଚ୍ଛ, ଉପଢୌକନ, ମୋମେଣ୍ଟୋ ତଥା ମାନପତ୍ର ଦେଇ ସ୍ବାଗତ ସମ୍ବର୍ଦ୍ଧନା ଦେଇଥିଲେ । ଶିକ୍ଷକ ପ୍ରଶାନ୍ତ କୁମାର ସୁନା, ଦେବରାଜ ମାଝୀ, ଚମରୁ ଥପା, ରିଙ୍କୁ ସାହୁ,ପ୍ରଶାନ୍ତ ବିଶ୍ଵାଳ, ଦେବାନନ୍ଦ ପ୍ରଧାନ, ପୁରୁଷୋତ୍ତମ ଭୋଇ ଅଶୋକ ଝଙ୍କାର, ଉମା ଝାଙ୍କର୍, ଦିନେଶ ସାହୁ, ଉପେନ୍ଦ୍ର ବାରିକ, ଅହଲ୍ୟଣି  ସାହୁ, ଜିବାନନ୍ଦ ବୁଦ୍ଧିଆ, କଳାକୃଷ୍ଣ କୁମୁରା, ରାଜ କିଶୋର ଝାଙ୍କର, ଜଗବନ୍ଧୁ ଭୋଇ , ସତ୍ୟବ୍ରତ ସାହୁ ପ୍ରଣୟିନୀ ସୁନା ଓ ସ୍ଥାନୀୟ ବିଦ୍ୟାଳୟର ପରିଚାଳନା କମିଟି ର ସଦସ୍ୟ ସଦସ୍ୟା ପ୍ରମୁଖ ସହଯୋଗ କରି କାର୍ଯ୍ୟକ୍ରମଟିକୁ ସଫଳ ରୂପାୟନ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like