-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ଵ କଳା ମୋତିଆ ସପ୍ତାହ ପାଳିତ

12-Mar-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା  ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ସୁବର୍ଣ୍ଣପୁର ନର୍ସିଂ ସ୍କୁଲ  ତାଲିମ ସଭା ଗୃହ   ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ କଳା ମୋତିଆ ସପ୍ତାହ -୨୦୨୫ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ଭିବିଡି) ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭା ରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ  ଅଧିକାରୀ (ଡିସି )ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ,ଅଧ୍ୟକ୍ଷ ସଂଜୟ କୁମାର ପ୍ରଧାନ ପ୍ରମୁଖ  ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କଳା ମୋତିଆ ର କାରଣ ,ଲକ୍ଷଣ ଓ ଏହାର ସୁ-ସମ।ଧାନ ଉପରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରି ସଚେତନତା ବାର୍ତ୍ତା ପ୍ରଦାନକରିଥିଲେ. ଏକ ସୁସ୍ଥ ସୁନ୍ଦର ସମାଜ ତଥା ଗ୍ଲକମା ମୁକ୍ତ ବିଶ୍ଵ ଗଠନ କରିବା ପାଇଁ ସମସ୍ତେ ଏକାଠି ହୋଇପାରିଵା ଉପରେ ଅତିଥି ବୃନ୍ଦ ଆଲୋକପାତ କରଥିଲେ. ଡ୍ରଇଂ ଓ କୁଇଜ୍ ପ୍ରତିଯୋଗୀ ୧୦ ଜଣ ଙ୍କୁ ପୁରସ୍କୃତ କରାଯାଇଥିଲା.ଉକ୍ତ ସଭାରେ ନର୍ସିଂ ସ୍କୁଲ ର ଛାତ୍ର ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ସ୍ଵାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026

You Might Also Like