-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକର ପ୍ରଥମ ଏବଂ ୧୦୦ ବର୍ଷ ପୂରୁଣା ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ।

12-Mar-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର) ଡାବୁଗାଁ ବ୍ଲକର ପ୍ରଥମ ଏବଂ ୧୦୦ ବର୍ଷ ପୂରୁଣା ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଈଯାଇଛି ।ଏହା ୧୦୦ ବର୍ଷ ପୂରୁଣା ତଥା ଅଞ୍ଚଳ ର ପ୍ରଥମ ବିଦ୍ୟାଳୟ ଅଟେ। ଏହି ସରକାରୀ ଭୁତପୁର୍ବ ଉନ୍ନୀତ ଉଚ୍ଚ ପ୍ରାଥମିକ  ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବନଲତା ମହାନ୍ତିଙ୍କ ଅଧକ୍ଷତା  ଆଜିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।  ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ଦିବାକର ବାରିକ। ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରିଥିଲେ ଡାବୁଗାଁ ବ୍ଲକ ଗୋଷ୍ଠୀ ଅତିରିକ୍ତ ଶିକ୍ଷା ଅଧିକାର ଭଗବାନ ମାଝୀ।ଏହି ଅବରସର ବିଦ୍ୟାଳୟର ପୂର୍ବତନ ଶିକ୍ଷୟିତ୍ରୀ ସବିତା ଦାସ, ଡାବୁଗାଁ ପ୍ରେସ କ୍ଲବ ସମ୍ପାଦକ ମିହିର ଶଙ୍କର ପାତ୍ର ପ୍ରମ୍ମୁଖ ମଞ୍ଚାସିନ ଥିଲେ। ପ୍ରଥମେ ଶିକ୍ଷୟିତି ଅନିତା ବେହେରା ବିଦ୍ୟାଳୟର ବାର୍ଷିକ ବିବରଣୀ ପଠ କରିଥିଲେ। ଏହା ପରେ ବିଭିନ୍ନ ଖେଳ ରେ ଭାଗ ନେଇ ବିଜୟ ହୋଇଥିବା ଛାତ୍ର ଛାତ୍ରି 
ମାନଙ୍କୁ ପୁରସ୍କାର ବିତରଣ କରିଥିଲେ ମୁଖ୍ୟ ଅତିଥି । ଛାତ୍ରି ମାନଙ୍କ ଦୁଆ ନୃତ୍ୟ ମଧ୍ୟ୍ୟ ପରିବେଷଣ କରାଯାଇଥିଲା। ବର୍ଷକ ଉତ୍ସବ ରେ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ଗିରିଶବାଳା ଜେନା ସହ ସମସ୍ତ  ଶିକ୍ଷୟିତ୍ରୀ ଏବଂ ଛାତ୍ର ଛାତ୍ରି ଉପସ୍ଥିତି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like