-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

କଟାପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା

12-Mar-2025



ବରପାଲି,(ସୁଦାମ ଦୀପ ) ବରଗଡ ଜିଲ୍ଲା ବରଗଡ ନିର୍ବାଚନ ମଣ୍ଡଳୀ ବରପାଲି ବ୍ଲକକଁଟାପାଲି ପ୍ରାଥମିକ କୃଷି ସମବାୟ ସମିତିର  ବାର୍ଷିକ ସାଧାରଣ ସଭା ସମିତିର ସଭାପତି ଧ୍ରୁବରାଜ ସାହୁଙ୍କ ଅଧକ୍ଷତାରେ ମହୁଲ ପାଳି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସମିତିର ସମ୍ପାଦକ ବାସୁକି ସ୍ୱାଇଁ ସମିତିର ବାର୍ଷିକ ବିବରଣି ପାଠ କରିଥିବାବେଳେ ବରଗଡ ଡି ସାର୍ ସି ଏସ ଯୁଗଳ ଦାସ, ଏ ଆର୍ ସି ଏସ ପ୍ରବୀଣ ଘୋଷ,ଜିଲ୍ଲା ବ୍ୟାଙ୍କ୍ ସମ୍ପାଦକ ଯୋଗଦାନ କରି ଚାଷୀ ମାନଙ୍କ ପାଇଁ ସରକାରଙ୍କ ଦ୍ୱାର ଅନୁମୋଦିତ ହୋଇଥିବା ଯନ୍ତ୍ରପାତି ବିନା ସୁଧାରେ ଋଣ ସାର ଇତ୍ୟାଦି ଜିନିଷ ଠିକ ସମୟରେ କେମିତି ପାଇ ପାରିବେ  ସେ ଉପରେ ଆଲୋଚନା ହୋଇଥିବା ବେଳେ ୟୁରିଆ ସାରର ବ୍ୟବହାର ଉପରର ଏବଂ  ଇୟୁରିଆ ସାର ସମିତିକୁ କମ୍ ଆସୁଥିବାରୁ ସଭା ରେ ଅସନ୍ତୋଷ ଦେଖାଯାଇଥିଲା। ଏହି ବାର୍ଷିକ ସମିତି ସଭାରେ କଁଟାପାଳି ସମବାୟ ସମିତି ସମସ୍ତ ସଭ୍ୟ ଶ୍ରୀମତୀ ଗୋପୀକା ସ୍ୱାଇଁ,ଶ୍ରୀମତୀ ସ୍ନେହଲତା ବାରିକ,ଗଙ୍ଗାଧର ଦାସ,ଅଶ୍ଵିନୀ କୁମାର ପଧାନ,ବେଣୁଧର ବାରିକ,ଯାଦବ ପଧାନ, ରଘୁମଣି ପଧାନ,ଦୂତୀଆ ଭୁଏ,ଶ୍ରୀକାନ୍ତ ସ୍ୱାଇଁ,ନୀଳମଣି ନାଗ,ବିକ୍ରମ ସାହୁ,ସଞ୍ଜୀବ ନାଏକ ସମେତ ରାଜ୍ୟ ସମବାୟ ସମିତି ଉପ ସଭାପତି ତଥା ଆଗଲପୁର ପେକ୍ସ ସଭାପତି ବିରୋସନ ସାହୁ,ବରପାଲି ପେକ୍ସ ସଭାପତି ଗୁରୁ ମେହେର,କୁମ୍ଭାରୀ ପେକ୍ସ ସଭାପତି ପ୍ରଫୁଲ୍ଲ ପଧାନ, ମହୁଲପାଲି ସରପଞ୍ଚ ରବୀନ୍ଦ୍ର ଭୋଇ,କଁଟାପାଳି ସରପଞ୍ଚ ଗଙ୍ଗାଧର ଦାସ,ସମିତି ସଭ୍ୟ ଅରୁଣ ସାହୁ ଯୋଗ ଦେଇ ଚାଷୀ ମାନଙ୍କ ଉନ୍ନତି ତଥା ଚାଷୀ ମାନେ ଅଧିକ ଲାଭବାନ ହୋଇ ସାବଲମ୍ବୀ ହୋଇପାରିବେ ସେ ଉପରେ ଉପସ୍ଥିତ ଥିବା ଅତିଥି ମାନେ ବକ୍ତବ୍ୟ ପ୍ରଦାନ କରିଥିଲେ।ଶେଷରେ  ବୋର୍ଡ ସଭ୍ୟ ତଥା କନ୍ତାପାଲି ପଞ୍ଚାୟତ ସରପଞ୍ଚ ଗଙ୍ଗାଧର ଦାସ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like