-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

କରୋନା ବିରୁଦ୍ଧରେ ଅନ୍ତିମ ଲଢ଼େଇ ଆଡକୁ... ଆଜି ବଲାଙ୍ଗୀରରେ ୧ଠ ଜଣଙ୍କୁ ଦିଆଗଲା କରୋନା ଭେକ୍ସିନ

16-Jan-2021



ବଲାଙ୍ଗୀର, (ସନ୍ତୋଷ କୁମାର ଠାକୁର)- ସାରା ଦେଶ ବର୍ତ୍ତମାନ କରୋନା ବିରୁଦ୍ଧରେ ଅନ୍ତିିମ ଲଢ଼େଇ କରିବାକୁ ଯାଉଛି । ଆମ ଦେଶରେ ପହଂଚି ସାରିଛି କରୋନା ଭେକ୍ସିନ । ସବୁ ଭୟ ଓ ଆଶଙ୍କା ଓ ଅନ୍ତ ଘଟାଇ ଆଜି  ଏହି କ୍ରମରେ ଆଜି ବଲାଙ୍ଗୀର ଭୀମ ଭୋଇ ହସ୍ପିଟାଲରେ ପ୍ରଥମ ଥର ପାଇଁ ୧ଠ ଜଣଙ୍କୁ କରୋନା ଟୀକା ଦିଆଯାଇଛି । ଚେଷ୍ଟ୍ ସ୍ପେଷାଲିଷ୍ଟ ତଥା ଭେକ୍ସିନ ଇନଚାର୍ଜ ଡ. ଗିରିଜା ଉଦ୍‌ଗାତାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଥା ବଲାଙ୍ଗୀର ସିଡିଏମ୍‌ଓ ଡ. ଭୀମ ସାହୁ, ଏଡିଏମ୍‌ଓ, ମେଡିକାଲ ଷ୍ଟାଫ୍‌, ନର୍ସ ଓ ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ଉପସ୍ଥିତିରେ କୋଭେକ୍ସିନ ଟୀକା ପ୍ରଦାନ କରାଯାଇଥିଲା । ଟୀକା ପ୍ରଦାନ ସମୟରେ ବଲାଙ୍ଗୀର ଜିଲ୍ଲାପାଳ ଚଂଚଲ ରାଣା, ବଲାଙ୍ଗୀର ଏସ୍‌ପି, ଅନ୍ୟ ସରକାରୀ ଅଧିକାରୀ ଓ ଗଣମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ଥିଲେ । ପ୍ରଥମ ଟୀକାର ମାସକ ପରେ ଆଉ ଗୋଟିଏ ଟୀକା ପ୍ରଦାନ କରାଯିବ ଏବଂ ଟୀକା ପ୍ରଦାନ ପରେ ଯଦି କୌଣସି ପାଶ୍ୱର୍ ପ୍ରତିକ୍ରିୟା ଦେଖାଯାଏ ତେବେ ସଂପୃକ୍ତ ଡାକ୍ତରଙ୍କ ସହ ପରାମର୍ଶ କରିବାକୁ ଅନୁରୋଧ କରିଛନ୍ତି ଭେକ୍ସିନ ଟୀକା ଦାୟିତ୍ୱରେ ଥିବା ନର୍ସ । ଆଜି ପ୍ରଥମ ୧ଠ ଜଣଙ୍କୁ ଏହି କୋଭେକ୍ସିନ ଟୀକା ପ୍ରଦାନ ପରେ ଜିଲ୍ଲା ପ୍ରସାସନ ସମେତ ଜନସାଧାରଣଙ୍କ ମଧ୍ୟରେ କରୋନାକୁ ନେଇ ରହିଥିବା ଭୟ ଓ ଆଶଙ୍କା କିଛିକାଂଶରେ ଦୂରିଭୂତ ହୋଇଛି । ତେବେ କରୋନା ଟୀକା ନେଲା ପରେ ମଧ୍ୟ ମାସ୍କ ପିନ୍ଧିବା, ସାନିଟାଇଜେସନ ଓ ସାମାଜିକ ଦୂରତା ଅବଲମ୍ବନ ବଜାୟ ରଖିବାକୁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like