-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଜୁନିୟର ରେଡ କ୍ରସ ପରାମର୍ଶଦାତା ତାଲିମ ଶିବିର ଉଡଘାଟିତ

12-Mar-2025



ସୁବଳୟା, ତା :-12-03-2025
ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ବ୍ଲକ ଅନ୍ତର୍ଗତ ପିଏମଶ୍ରୀ ସୁବଳୟା ଉଚ୍ଚ ବିଦ୍ୟାଳୟ ପରିସରରେ ଭାରତୀୟ ରେଡ଼କ୍ରସ ଶାଖା ଭୁବନେଶ୍ୱର ତଥା ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ଆୟୋଜିତ ତ୍ରିଦିବସୀୟ ଜୁନିଅର ରେଡ଼କ୍ରସ ପରାମର୍ଶଦାତା ତାଲିମ ଶିବିର ଆଜି ତା 12.03.2025 ବୁଧବାର ସକାଳ 10 ଘଟିକା ରେ ଉଦଘାଟିତ ହୋଇଯାଇଛି l ଜୁନିଅର ରେଡ଼କ୍ରସ ସୋସାଇଟି ସୁବର୍ଣ୍ଣପୁର ର ଉପାଧ୍ୟକ୍ଷ ଗତିକୃଷ୍ଣ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜୁନିଅର ରେଡ଼କ୍ରସ କାର୍ଯ୍ୟକ୍ରମ କୁ ଆଗାମୀ ଦିନରେ ଶିବି୍ରାର୍ଥୀ ମାନେ ଆଗେଇନେବେ ବୋଲି ମତବ୍ୟକ୍ତ କରିଛନ୍ତି l ଜିଲ୍ଲା ଜୁନିଅର ରେଡ଼କ୍ରସ ଅଫିସର ରବିଚନ୍ଦ୍ର ପଶlୟତ ଶିବିର ର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ l ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସ୍ଵର୍ଣ୍ଣଲତା ବେହେରା ସଭା ରେ ଅଧ୍ୟକ୍ଷତା କରିଥିଲେ l ସାଧନ କର୍ମୀ ଚନ୍ଦ୍ରମଣି ବାଘ ଅତିଥି ପରିଚୟ ଓ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ l ସାଧନକର୍ମୀ ଅନୁପ୍ରିୟା ମିଶ୍ର ସଭା ସଂଯୋଜନା କରିଥିଲେ l ବରିଷ୍ଠ ସାଧନକର୍ମୀ, ଆର. ଡ଼ି. ଓ. ଝସକେତନ ମେହେର, ଗଣପତି ଆଦର୍ଶ ଶିକ୍ଷା ନିକେତନ ବିରମହାରାଜପୁର ର ପ୍ରଧାନ ଶିକ୍ଷକ ସାନ୍ତନୁ ମହାକୁଡ଼, ସାଧନକର୍ମୀ ବଳରାମ ପୁରୋହିତ ମଂଚାସୀନ ଥିଲେ l

ଜିଲ୍ଲାର 6 ଟି ଯାକ ବ୍ଲକ ରୁ ମନୋନୀତ ହୋଇଥିବା 60 ଜଣ ପରାମର୍ଶଦାତା ଏହି କାର୍ଯ୍ୟକ୍ରମ ରେ ଯୋଗଦାନ କରିଛନ୍ତି l ବିରମହାରାଜପୁର ବି ସି ସି ବୈକୁଣ୍ଠ ନାୟକ, ସାଧନ କର୍ମୀ ଶେଷଦେବ ଛତ୍ର, ହୃଷିକେଶ ଚାନ୍ଦ, ବ୍ୟୋମକେଶ ପଣ୍ଡା ପ୍ରମୁଖ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l ପରିଶେଷ ରେ ସାଧନକର୍ମୀ ଚନ୍ଦ୍ରଶେଖର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like