-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ପରିଷଦ, ବଲାଙ୍ଗୀରର ତିନି ଜଣ କର୍ମଚାରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା   (30-Jun-2026)       ||      ସତଲମା ଉଚ୍ଚ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ;   (30-Jun-2026)       ||      କନବାର ରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ    (30-Jun-2026)       ||      କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   (30-Jun-2026)       ||      ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   (30-Jun-2026)       ||      ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   (30-Jun-2026)       ||      ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||     

HOME   ଜିଲ୍ଲା

ଚନ୍ଦନଭାଟି ଜଗନ୍ନାଥ ମନ୍ଦିର ବାର୍ଷିକ ଉତ୍ସବରେ ନରସିଂହ ଆଧ୍ୟାତ୍ମିକ ଏକତା ଅଂଚଳର ବିକାଶରେ ସହାୟକ ହେଉ-ନରସିଂହ

12-Mar-2025



ବଲାଙ୍ଗିର- ଏ ଅଂଚଳର ଆବାଳ ବୃଦ୍ଧ ବନୀତା ଙ୍କ ଅନୁରୋଧ ଯୋଗୁଁ ଚନ୍ଦନଭାଟିରେ ଶ୍ରୀ ଜଗନ୍ନାଥଙ୍କର ଏକ ଭବ୍ୟ ମନ୍ଦିର ପ୍ରତିଷ୍ଠା ହୋଇପାରିଛି । ମୋର ସାମର୍ଥ୍ୟ ମତେ ଯେତେ ହୋଇପାରିଛି ଆପଣମାନଙ୍କ ଅନୁରୋଧ କ୍ରମେ ଏହି ମନ୍ଦିର ନିର୍ମାଣରେ ସହଯୋଗ ହାତ ବଢାଇପାରିଥିବାରୁ ମୁଁ ନିଜକୁ ଧନ୍ୟ ମନେ କରୁଛି । ଆଶା କରୁଛି ଆପଣମାନଙ୍କ ମନରେ ଥିବା ଧର୍ମିୟ ଚେତନା ଓ ଆଧ୍ୟାତ୍ମିକତାର ଏକତା ସମଗ୍ର ଚନ୍ଦନଭାଟି ଅଂଚଳର ବିକାଶ ରେ ସହାୟକ ହେଉ, ଏହା ହିଁ ଆଜିର ଏହି ଶ୍ରୀ ଜଗନ୍ନାଥଙ୍କ ମନ୍ଦିର ନିର୍ମାଣ ଓ ପ୍ରତିଷ୍ଠା ର ବାର୍ଷିକ ଉତ୍ସବରେ ମୁଁ ପ୍ରଭୁ ଜଗନ୍ନାଥଙ୍କ ଠାରେ କାମନା କରୁଛି ବୋଲି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ମନ୍ଦିର ର ବାର୍ଷିକ ଉତ୍ସବ ଅବସରରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଗ୍ରାମବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏ ମନ୍ଦିର ନିର୍ମାଣ ପାଇଁ ଅଂଚଳର ମା ଭଉଣୀମାନଙ୍କ ମଧ୍ୟରେ ଥିବା ଉତ୍ସାହ ଓ ଉତ୍ସର୍ଗୀକୃତ ମନୋଭାବ ଅତି ପ୍ରଶଂସନୀୟ, ଯେଉଁ ବି କାର୍ଯ୍ୟରେ ମା ଭଉଣୀମାନେ ଅଣ୍ଟାଭିଡି ବାହାରି ପଡନ୍ତି ସେ କାମକୁ କୌଣସି ବି ନକରାତ୍ମକ ଶକ୍ତି ଅଟକାଇ ପାରେ ନାହିଁ ବୋଲି ସେ କହିଥିଲେ । ଆଜିର ଏହି ବାର୍ଷିକ ଉତ୍ସବ ଉପଲକ୍ଷେ ମନ୍ଦିର ପ୍ରାଙ୍ଗଣରେ ସାରା ଦିନ ଭଗବାନଙ୍କ ନାମ କିର୍ତ୍ତନ ସହ ପୁଜାର ଆୟୋଜନ କରାଯାଇଥିଲା । ଏଥିରେ ସମଗ୍ର ଚନ୍ଦନଭାଟି ଅଂଚଳର ଲୋକେ ସାମିଲ ହୋଇଥିଲେ ।  ଏଠାରେ ସୂଚନାଯୋଗ୍ୟ ଯେ ଏହି ମନ୍ଦିର ନିର୍ମାଣ ତଥା ସମ୍ପୁର୍ଣ୍ଣ କରିବା ସମସ୍ତ ଦାୟିତ୍ୱ ଗ୍ରାମବାସୀ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ରଙ୍କୁ ଦେଇଥିଲେ । ଶ୍ରୀ ମିଶ୍ର ମଧ୍ୟ ଲୋକଙ୍କ ଅନୁରୋଧ କୁ ସମ୍ମାନ ଜଣାଇ ନିର୍ଦ୍ଧାରିତ ସମୟ ମଧ୍ୟରେ ମନ୍ଦିର ନିର୍ମାଣ କାର୍ଯ୍ୟ ସମସ୍ତ ବନ୍ଦୋବସ୍ତ ଗ୍ରାମବାସୀଙ୍କ ସହାୟତାରେ ତୁଳାଇଥିଲେ । ଆଜି ଏହି ଅବସରରେ କମିଟି ସଭାପତି ସୁଦର୍ଶନ ପ୍ରଧାନ, ସଂପାଦକ ଅଶ୍ୱିନୀ ଖମାରି, ପୂର୍ବତନ ସଭାପତି ରାମଚନ୍ଦ୍ର ପ୍ରଧାନ, ବରିଷ୍ଠ ନାଗରିକ କପିଳେଶ୍ୱର ପାଣିଗ୍ରାହୀ, ପ୍ରଭୁଦତ୍ତ ପ୍ରଧାନ, ଅଶୋକ ଦଲାଇ, ଶ୍ରବଣ ଖମାରୀ, ଟୁନା ପାଣିଗ୍ରାହୀ, ଦେବ ପ୍ରଧାନ, ଅର୍ଜୁନ ଦାଶ ଙ୍କ ସମେତ ଅଂଚଳର ଅନେକ ମହିଳା ଓ ପୁରୁଷ, ଭକ୍ତବୃନ୍ଦ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ପରିଷଦ, ବଲାଙ୍ଗୀରର ତିନି ଜଣ କର୍ମଚାରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା   30-Jun-2026
  ଜିଲ୍ଲା  
ସତଲମା ଉଚ୍ଚ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ;   30-Jun-2026
  ଜିଲ୍ଲା  
କନବାର ରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   30-Jun-2026
  ଜିଲ୍ଲା  
କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   30-Jun-2026
  ରାଜ୍ୟ  
ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   30-Jun-2026
  ଜିଲ୍ଲା  
ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   30-Jun-2026
  ଜିଲ୍ଲା  
ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   30-Jun-2026
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026

You Might Also Like