-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      Hj   (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||     

HOME   ଜିଲ୍ଲା

ଆମ୍ବେଦକର ଜୟନ୍ତୀ ପାଇଁ ବହୁଜନ ସଂଗଠନ ପକ୍ଷରୁ ପ୍ରସ୍ତୁତି ବୈଠକ

12-Mar-2025



ଅତାବିରା(ଆକାଶ ମିଶ୍ର): ଅତାବିରା ଏନ୍ ଏ ସି ଅନ୍ତର୍ଗତ ୫୩ ନମ୍ୱର୍ ଜାତୀୟ ରାଜପଥ କଡ଼ରେ ଅବସ୍ଥିତ  ଆମ୍ବେଦକର ଭବନ ଥରେ ଆଜି ଅତାବିରା ଓ ଭେଡେନ  ବହୁଜନ ସଂଗଠନ ପକ୍ଷରୁ ଆସନ୍ତା ଏପ୍ରିଲ ୧୪ ରେ ହେବାକୁ ଥିବା  ବାବା  ଆମ୍ବେଦକର  ଜୟନ୍ତୀ ପାଳନାର୍ଥେ  ବାବୁଲୁ ଭେଶ୍ରାଙ୍କ ସଭାପତିତ୍ବ କ୍ରମେ ଏକ ପ୍ରାକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଗତ ବର୍ଷ ତୁଳନାରେ ଅଧିକ ଆଡମ୍ବର  ସହକାରେ ଓ ଶାନ୍ତି ପୂର୍ଣ୍ଣ ଭାବରେ ଏହି ଜୟନ୍ତୀ ପାଳନ କରିବା  ଆଲୋଚନା  କରାଯାଇଥିଲା । ସମସ୍ତ କାର୍ଯ୍ୟକ୍ରମ କୁ ସୂଚାରୁ ରୂପେ  ସଂପାଦନ କରିବା ପାଇଁ କଣ କଣ ପଦକ୍ଷେପ ନିଆଯିବ  ବୋଲି ସମସ୍ତଙ୍କର  ମତାମତ ନିଆଯାଇ ଥିଲା । ସମସ୍ତ ଙ୍କ  ମତାମତ  କୁ ସମ୍ମାନ ସହ  ଗ୍ରହଣ  କରାଯାଇ ଆଗତ ଦିନରେ ସେହି  ପ୍ରସ୍ତାବ ଗୁଡିକ ଉପରେ ବିଚାର କରି ତଦନୁରୁପେ  କାର୍ଯ୍ୟପନ୍ଥା  ଗ୍ରହଣ  କରାଯିବ ବୋଲି  ସଭାପତି କହିଥିଲେ।  ଏହି ଜୟନ୍ତୀ ପାଇଁ   ଚୁଡାନ୍ତ ପ୍ରସ୍ତୁତି ବୈଠକରେ ଦାୟିତ୍ଵ ବଣ୍ଟନ ସହ କାର୍ଯ୍ୟକ୍ରମ ର ଚୂଡାନ୍ତ ରୂପ ରେଖ ପ୍ରସ୍ତୁତ କରାଯିବ ବୋଲି ସଂଗଠନ ପକ୍ଷରୁ ସୂଚନା ରହିଛି ।ଏହି ବୈଠକରେ  ମନୋଜ ସୁନା , ପ୍ରଦୀପ ମଲ୍ଲିକ, ଶଙ୍କର ନାଗ , ଅମିତ୍ ବାରିକ୍, ଟିଙ୍କୁ ଉଗର, ମନୋଜ ଗଡତିଆ, ଫକୀର କୁଅଁର, ଶେଷଦେବ ବାଦି, ଜିବର୍ଦ୍ଧନ ହାତୀ, କୁବେର ମହାନନ୍ଦ, ରେହେମାନ ଖାନ, ନାଏକ ବାବୁଙ୍କ ସମେତ ଭେଡେନ ବ୍ଲକ ଓ ଅତାବିରା ବ୍ଲକ ର ସମସ୍ତ  ଆମ୍ବେଦକର ଯୁବ ପ୍ରେମୀ  ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026
  ଜିଲ୍ଲା  
ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   30-Apr-2026
  ଜିଲ୍ଲା  
*ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   30-Apr-2026
  ଜିଲ୍ଲା  
ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   30-Apr-2026
  ଜିଲ୍ଲା  
Hj   30-Apr-2026
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026

You Might Also Like

                               
  ଜିଲ୍ଲା  

Hj