-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ରାମପୁର ଅଞ୍ଚଳରେ ଅବାଧ ଗୋରୁ ଚାଲାଣ: ପୋଲିସ ଓ ଆଇନ କାନୁନ୍ କୁ ଭୃକ୍ଷେପ ନକରି ଚାଲିଛି କାରବାର

13-Mar-2025



ଡୁଙ୍ଗୁରିପାଲି (ଅରବିନ୍ଦ ମିଶ୍ର): ହିନ୍ଦୁ ଧର୍ମ ରେ ଗାଈ କୁ ଗୋରୁ ମାତା ରୂପେ ପୂଜା କରୁଥିବା ବେଳେ ଏହି ପବିତ୍ର ଜୀବକୁ କିଛି ଅମାନୁଷିକ ବ୍ଯକ୍ତି ହତ୍ୟା କରିବା ପାଇଁ ପଛାଉ ନାହାଁନ୍ତି l  ଆଇନ,କାନୁନ୍ କୁ ଭୃକ୍ଷେପ ନକରି ଆଜି ବିଭିନ୍ନ ସ୍ଥାନରେ ଅବାଧ ଗୋଚାଲାଣ ହିନ୍ଦୁ ଧର୍ମର ପବିତ୍ରତା କୁ କ୍ଷୁର୍ଣ୍ଣ କରିଛି l  ଅଜଣା ପିକଅପ ରେ ହେଉଛି ଗୋରୁ  ବୋଝାଇ ଚୋରା ଚାଲାଣ l ଏପରି କିଛି ଘଟଣା ଘଟିଛି ସୋନପୁର ଜିଲ୍ଲା ଡୁଙ୍ଗୁରିପାଲିର ରାମପୁର ଅଞ୍ଚଳରେ l  ବାବାଜୀ କଲେଜ  ଓ ଅନ୍ଧାରୀବାଞ୍ଜୀ ପାଖ ସମ୍ମୁଖରେ ଦେଖିବାକୁ ମିଳିଛି ଏପରି କିଛି ଅଭାବନୀୟ ଦୃଶ୍ୟ l  ଏବେ ପ୍ରଶ୍ନ ଉଠୁଛି ଗୋରୁଚାଲାଣରେ ରାମପୁର ପୋଲିସ ସଂଶ୍ଲିଷ୍ଟ ଅଛି କି ? ଏପଟେ ରାମପୁର ଥାନ  ପାଖରେ ଏତେ ସବୁ ଘଟଣା ଘଟି ଯାଇଥିଲେ ବି ଜାଣିଶୁଣି କିଛି ପଦକ୍ଷେପ ଗ୍ରହଣ କରୁନି ରାମପୁର ପୋଲିସ l ଏବେ ସାଧାରଣ ରେ ଚର୍ଚ୍ଚା ହେଉଛି ଯେ ପୋଲିସ ପ୍ରଶାସନ ଓ ଗୋରୁ ମାଫିଆ ସହ ମଧୁଚଦ୍ରିକା ଅଛି କି ?  ତେବେ ଗୋରୁ ମାଫିଆ ସହିତ ଯଦି କିଛି ନାହିଁ ତାହେଲେ ଗୋରୁ ମାଫିଆଙ୍କୁ ପୋଲିସ ଗିରଫ୍ କରୁନାହିଁ  କାହିଁକି ?  ଦିନ ଦ୍ୱିପହରରେ ବେଧଡ଼କ ଭାବେ ଏତେ ସଂଖ୍ୟାରେ ଗୋରୁ ଚୋରା ଚାଲାଣ  ହେଉଥିବା ବେଳେ ପୋଲିସ ପ୍ରଶାସନ ଜାଣି ଶୁଣି ଅଜଣା ରହିବାର କି ରହସ୍ୟ ରହିଛି ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି l  ବାବାଜୀ ସାହୁ କଲେଜ ଓ ଅନ୍ଧାରୀବାଞ୍ଜୀ  ପାଖରେ ଚାଲିଥିବା ଗୋରୁ ଚାଲାଣ ହେଉଛି ଏହାର ଜ୍ୱଳନ୍ତ ଉଦାହରଣ l l  ଏବେ  ଦେଖିବାକୁ ରହିଲା ଖବର ପ୍ରସାରଣ ପରେ କଣ କରୁଛି ରାମପୁର ପୋଲିସ ? 


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like