-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||     

HOME   ଜିଲ୍ଲା

ନିବାରଣ ସଚେତନତା

13-Mar-2025



ବରୀ(ରଞ୍ଜିତ ମହାନ୍ତି): ଦୁର୍ନୀତିର ମୂଳୋତ୍ପାଟନ କରି ସାମଗ୍ରିକ ଭାବେ ଏକ ସୁସ୍ଥ ସମାଜ ଗଠନ କରିପାରିଲେ ଏହା ଆଗାମୀ ପିଢ଼ିପାଇଁ ଶୁଭଙ୍କର ହେବ। ଦି କରପସନ ଫ୍ରି ଓଡ଼ିଶା ପକ୍ଷରୁ ଅନୁଷ୍ଠିତ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମରେ ନିଶୂଳ ଉତ୍କଳ ଗୋଲା ସମାଜର କାର୍ଯ୍ୟକାରୀ ସଭାପତି କର୍ଣ୍ଣଚନ୍ଦ୍ର ଘଡ଼ାଇ ଉଦ୍‌ଘାଟକ ଭାବେ ଯୋଗଦେଇ ଏହି ମତ ରଖୁଛନ୍ତି।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥ୍ ଭାବେ ଦି କରପସନ ଫ୍ରି ଓଡ଼ିଶାର ଦେବ୍ରତ ସ୍ବାଇଁ, ମୁଖ୍ୟବକ୍ତା ଭାବେ ଭାବେ ସଂଯୋଜକ ହରିହର ଦାସ ଯୋଗଦେଇ ନିଶାମୁକ୍ତ ସମାଜ ଗଠନ ପାଇଁ ସମସ୍ତଙ୍କ ଉଦ୍ୟମ ରହିବା ରହିବାର ଆବଶ୍ୟକ‌ତା ରହିଛି ବୋଲି ମତବ୍ୟକ୍ତ ବ୍ୟକ୍ତ କରିଥିଲେ।
ସମ୍ମାନିତ ଅତିଥ୍ ଭାବେ ଟି ଚିନ୍ତାମଣି ବେହେରା, ଅଭିରାମ ମଲ୍ଲ, ତରୁଣ କୁମା ଦାସ, ପ୍ରମୁଖ ଯୋଗଦେଇ ନିଶା ଆଜି ସଭ୍ୟସମାଜରେ ବିଭିନ୍ନ ପ୍ରକାର ବିଶୃଙ୍ଖଳାର କାରଣ ପାଲଟିଛି ବୋଲି କହିଥିଲେ। ଏଥିସହିତ ଚୋରା ମଦ ବ୍ୟବସାୟୀଙ୍କ ଉପରେ କଠୋର ଆଇନ ପ୍ରଣୟନ କରାଯିବାର ଆବଶ୍ୟକ‌ତା ରହିଛି ବୋଲି ମତ ରଖିଥିଲେ। ଗୋଲା ସମାଜର ସମ୍ପାଦକ ତରୁଣ ଦାସ, କୋଷାଧ୍ଯକ୍ଷ ଚିନ୍ତାମଣି ବେହେରା, ଅଭିରାମ ମଲ୍ଲ, ବାବାଜୀ ଚରଣ ଦାସ, ରବୀନ୍ଦ୍ର ମହାନ୍ତି, ଅନିରୁଦ୍ଧ ଶିଶିର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଗ୍ରାମବାସୀ ଏବଂ ଉପସ୍ଥିତ ସଦସ୍ୟମାନେ ନିଶା ଓ ଦୁର୍ନୀତି ବିରୋଧରେ ଲଢ଼ିବାକୁ ଶପଥ ପାଠ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026

You Might Also Like