-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଉଟସୋର୍ସିଂ ସଂଘ ପକ୍ଷରୁ ଧାରଣା ସହ ଦାବୀପତ୍ର ପ୍ରଦାନ

13-Mar-2025



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ଆଉଟସୋର୍ସିଂ ସଂଘ ପକ୍ଷରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଜିଲ୍ଲାପାଳଙ୍କୁ ଦାଵୀପତ୍ର ପ୍ରଦାନ କରାଯାଇଛି। ସଂଘର ସଭାପତି ନରହରି ମହାପାତ୍ରଙ୍କ ନେତୃତ୍ବରେ ଉପ ସଭାପତି ରବି ନାରାୟଣ ତଣ୍ଡକାର, ସାଧାରଣ ସମ୍ପାଦକ ବିକାଶ ସାହୁ, ସହ ସମ୍ପାଦକ ରାମ ମେହେର, ଉପଦେଷ୍ଟା ରାକେଶ ମିଶ୍ର, କୋଷାଧ୍ୟକ୍ଷ ଲୋକନାଥ ସୁରୁଜାଲଙ୍କ ସମେତ ସମସ୍ତ ବିଭାଗରେ କାର୍ଯ୍ୟରତ ଆଉଟସୋର୍ସିଂ କର୍ମଚାରୀ ମାନେ ଜିଲ୍ଲାପାଳ କାର୍ଯ୍ୟାଳୟ ସାମନାରେ ଧାରଣା ଦେବା ସହ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ କରିଥିଲେ। ଦାବୀପତ୍ରରେ ସଂଘର ସମସ୍ତ ଆଉଟସୋର୍ସିଂ କର୍ମଚାରୀଙ୍କୁ ସ୍ଥାୟୀ କରିବାକୁ ଦାବୀ କରିବା ସହ ଯେତେଦିନ ପର୍ଯ୍ୟନ୍ତ ସ୍ଥାୟୀ ନ ହୋଇଛନ୍ତି ସେତେଦିନ ପର୍ଯ୍ୟନ୍ତ ଚାକିରୀ ନିରାପତ୍ତାର ବ୍ୟବସ୍ଥା କରାଯିବା ପାଇଁ ଦାବୀ କରିବା ସହ ଯେଉଁମାନେ ବର୍ଷ ବର୍ଷ ଧରି କାର୍ଯ୍ଯ କରି ଛୋଟେଇ ହୋଇଛନ୍ତି ସେମାନଙ୍କୁ ପୁନର୍ବାର ଥଇଥାନ କରାଯିବା, ସମସ୍ତ ବିଭାଗରେ କାର୍ଯ୍ୟରତ କର୍ମଚାରୀଙ୍କୁ ସମାନ କାମକୁ ସମାନ ଦରମା ପ୍ରଦାନ, ଆଉଟସୋର୍ସିଂର ଦୈନିକ ମଜୁରିଆକୁ ଉଠାଇ ସମସ୍ତ ଆଉଟସୋର୍ସିଂ କର୍ମଚାରୀଙ୍କୁ ମାସିକିଆ ସୁବିଧା, ଆଉଟସୋର୍ସିଂର ଏଜେନ୍ସୀ ଗୁଡ଼ିକ ଉଠାଇ ସରକାର ସିଧାସଳଖ ଆଉଟସୋର୍ସିଂ କର୍ମଚାରୀଙ୍କ ସମସ୍ତ ସୁବିଧାସୁଯୋଗ ନିଜ ଦ୍ବାରା ପରିଚାଳନା କରିବା ପ୍ରମୁଖ ଦାବୀ ଗୁଡିକ ସରକାର ପୂରଣ ନ କଲେ ସମସ୍ତ ବିଭାଗର ଆଉଟସୋର୍ସିଂ କର୍ମଚାରୀ ଆସନ୍ତା ମାର୍ଚ୍ଚ ୧୭ ରୁ ୨୧ ପର୍ଯ୍ୟନ୍ତ କଳାବ୍ୟାଚ୍ ପରିଧାନ କରିବା ସହ ଓଡିଶା ରାଜ୍ଯ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ଡ଼ାକରାରେ ଆସନ୍ତା ୨୪ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଭୂବନେଶ୍ୱର ପି.ଏମ୍.ଜି.ରେ ଧାରଣ ଦେବେ ବୋଲି ସଂଘ ଚେତାବନୀ ଦେଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   02-Jul-2026
  ଜିଲ୍ଲା  
ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   02-Jul-2026
  ଜିଲ୍ଲା  
କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   02-Jul-2026

You Might Also Like