-+91-9937148622 |

prerana_bgr@rediffmail.com |

  Saturday 7th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||     

HOME   ରାଜ୍ୟ

*ଗ୍ରାହକଙ୍କୁ ବଡ ଉପହାର ଦେଲା ଏସବିଆଇ, ମିନିମମ୍ ବାଲାନ୍ସ ଉପରେ ବ୍ୟାଙ୍କ୍ ବଦଳାଇଲା ଏହି ନିୟମ!

08-Oct-2020



ଦେଶର ସବୁଠାରୁ ବଡ ସରକାରୀ ବ୍ୟାଙ୍କ୍ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ନିଜ ୪୫ କୋଟି ଗ୍ରାହକଙ୍କୁ ଏକ ବଡ ଆଶ୍ୱସ୍ତି ପ୍ରଦାନ କରିଛି । ଏସବିଆଇ ମେଟ୍ରୋ ଓ ଗ୍ରାମାଞ୍ଚଳରେ ମିନିମମ୍ ବାଲାନ୍ସର ଲିମିଟ୍ ହ୍ରାସ କରିଦେଇଛି । ଏବେ ମେଟ୍ରୋ ଓ ଅର୍ବାନ୍ ସହର ପାଇଁ ସର୍ବନିମ୍ନ ବାଲାନ୍ସ ୩୦୦୦ ଟଙ୍କା ଓ ଗ୍ରାମାଞ୍ଚଳ ପାଇଁ ୧୦୦୦ ଟଙ୍କା କରିଦିଆଯାଇଛି । ଏପରିକି ମିନିମମ୍ ବାଲାନ୍ସ ନରଖିଲେ ଲାଗୁଥିବା ଚାର୍ଜର ପରିମାଣ ମଧ୍ୟ କମ୍ କରିଦିଆଯାଇଛି! ଏହାବ୍ୟତୀତ ବ୍ୟାଙ୍କ ଅକ୍ଚୋବର ୧ରୁ ଟ୍ୟାକ୍ସ କଲେକ୍ଟେଡ୍ ଆର୍ଟ ସୋର୍ସ ମଧ୍ୟ ଲାଗୁ କରିଛି । ଏହାସହ ଚଳିତ ଆର୍ଥିକ ବର୍ଷରେ ୭ ଲକ୍ଷରୁ ଅଧିକ ରେମିଟାନ୍ସ କରାଯାଉଥିବାରୁ ଏହାକୁ ଲାଗୁ କରାଯାଇଛି । ତେବେ ଏଥିରେ ଶିକ୍ଷା ଋଣକୁ ସାମିଲ କରାଯାଇ ନାହିଁ । ବିଦେଶ ଭ୍ରମଣ ଲକ୍ଷ୍ୟରେ ପଠାଯାଇଥିବା ଟଙ୍କା ଉପରେ ଟିସିଏସ ଲାଗିବ । ଏହି ଅର୍ଥ ଯଦି ୭ ଲକ୍ଷରୁ କମ୍ ହେବ ତେବେ ଟିସିଏଲ ଲାଗୁ ହେବ ନାହିଁ!!*ଏସବିଆଇର ଏହି ନୂଆ ନିୟମ ପ୍ରାୟ ୪୫ କୋଟି ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛି ।ଆକାଉଣ୍ଟରେ ସର୍ବନିମ୍ନ ବାଲାନ୍ସ ନରଖିଲେ ୫ରୁ ୧୫ ଟଙ୍କା ଚାର୍ଜ୍ ଓ ଏହା ବାଦ୍ ଜିଏସଟି ଅଲଗା ଲାଗିଥାଏ । ଏସବିଆଇ ଏପ୍ରିଲ ୨୦୧୭ରେ ସର୍ବନିମ୍ନ ବାଲାନ୍ସ ଚାର୍ଜ ଲାଗୁ କରିଥିଲା । ଦିଲ୍ଲୀ, ମୁମ୍ବାଇ, କୋଲକାତା ଓ ଚେନ୍ନାଇ ଭଳି ମେଟ୍ରୋ ସହରରେ ୫୦ ପ୍ରତିଶତ ହ୍ରାସ ପାଇଲେ ଜିଏସଟି ବାଦ୍ ଆଉ ୧୦ ଟଙ୍କା ଲାଗିବ । ଏଥିରେ ଯଦି ୫୦-୭୫ ପ୍ରତିଶତ ହ୍ରାସ ପାଏ ତେବେ ଜିଏସଟି ବାଦ୍ ୧୨ ଟଙ୍କା ଚାର୍ଜ ଲାଗିବ । ଯଦି ଖାତାଧାରକଙ୍କ ମିନିମମ୍ ବାଲାନ୍ସ ୭୫ ପ୍ରତିଶତରୁ ଅଧିକ ହ୍ରାସ ପାଏ ତେବେ ଜିଏସଟି ବାଦ୍ ଆଉ ୧୫ ଟଙ୍କା ଲାଗିବ!! ଏହାବ୍ୟତୀତ ବ୍ୟାଙ୍କ ଅକ୍ଚୋବର ୧ରୁ ଟ୍ୟାକ୍ସ କଲେକ୍ଟେଡ୍ ଆର୍ଟ ସୋର୍ସ ମଧ୍ୟ ଲାଗୁ କରିଛି । ଏହାସହ ଚଳିତ ଆର୍ଥିକ ବର୍ଷରେ ୭ ଲକ୍ଷରୁ ଅଧିକ ରେମିଟାନ୍ସ କରାଯାଉଥିବାରୁ ଏହାକୁ ଲାଗୁ କରାଯାଇଛି । ତେବେ ଏଥିରେ ଶିକ୍ଷା ଋଣକୁ ସାମିଲ କରାଯାଇ ନାହିଁ । ବିଦେଶ ଭ୍ରମଣ ଲକ୍ଷ୍ୟରେ ପଠାଯାଇଥିବା ଟଙ୍କା ଉପରେ ଟିସିଏସ ଲାଗିବ । ଏହି ଅର୍ଥ ଯଦି ୭ ଲକ୍ଷରୁ କମ୍ ହେବ ତେବେ ଟିସିଏଲ ଲାଗୁ ହେବ ନାହିଁ!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   06-Nov-2026
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026

You Might Also Like