-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

ବିଜ୍ଞାନ ବିଭାଗ ତରଫରୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

13-Mar-2025



ଟିକାବାଲି (ରାଜକିଶୋର ପ୍ରଧାନ): କନ୍ଧମାଳ ଜିଲ୍ଲା ଟିକାବାଲି ଏ. ଏମ.ସି.ଏସ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ସଭାପତିତ୍ବରେ ଗଣିତ,ରସାୟନ ଓ ପଦାର୍ଥ ବିଜ୍ଞାନର ମିଳିତ ଉଦ୍ୟମରେ ସ୍ନାତକ ଶେଷ ବର୍ଷ ର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା ।ଛାତ୍ରୀ ରାନୀ ମହାରଣା ମଞ୍ଚ ପରିଚାଳନା କରିଥିଲେ । ମୁଖ୍ୟ ଅତିଥି ଭାବେ ଅଧ୍ୟାପକ ଶ୍ରୀ ବିଷ୍ଣୁ ପ୍ରସାଦ ରଥ ଯୋଗଦେଇ ଥିବା ବେଳେ ସମ୍ମାନିତ  ଅତିଥି ଭାବେ ଅଧ୍ୟାପକ ବନମାଳି ବେହେରା ,ଗଣିତ ବିଭାଗର ବିରୂପାକ୍ଷ ତ୍ରିପାଠୀ,ପଦାର୍ଥ ବିଜ୍ଞାନ ର ଅମୂଲ୍ୟ ସାବତ,ରସାୟନ ବିଜ୍ଞାନର  ରମେଶ  ସାହୁ, ସନ୍ତୋଷ କୁମାର ରଥ , ବିରୂପାକ୍ଷ ମିଶ୍ର ଶଙ୍କର ପାଢ଼ୀ, ରତନ ଦିଗାଲ ,ମନୋଜ ମହାରଣା, ସୋନା ରାଓ, ରବି ନାରାୟଣ ପାଣିଗ୍ରାହୀ,ମନୋଜ ଭୋଇ ,ଅଧ୍ୟାପିକା ନିବେଦିତା ଭୋଇ ,ଚମ୍ପା ସୋରେନ,ସ୍ମିତା ସାହୁ,ରଶ୍ମିତା ଦେହୁରୀ ଏବଂ ଅନ୍ୟ ହଁ lଅଧ୍ୟାପକ, ଅଧ୍ୟାପିକା ଯୋଗଦେଇ ବକ୍ତବ୍ୟ ଦେଇଥିଲେ । ଅଧ୍ୟାପକ ସୁମନ୍ତ ସାହୁ ଅତିଥି ପରିଚୟ ଦେଇଥିବା ବେଳେ ଅଧ୍ୟାପକ ସୌରଭ ତ୍ରିପାଠୀ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like