-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||     

HOME   ଜିଲ୍ଲା

ତାମିମୁଣ୍ଡା ରେ ପ୍ରଗତିଶୀଲ ଚାଷୀ ଙ୍କ ପ୍ୟାକେଜ ଅଭ୍ୟାସ ନିମନ୍ତେ ତାଲିମ୍ ଶିବିର

13-Mar-2025



ବରପାଲି  (ସୁଦାମ ଦୀପ )
ବରଗଡ ଜ଼ିଲ୍ଲା ସୋହେଲା ବ୍ଲକ ଅନ୍ତର୍ଗତ ତାମିମୁଣ୍ଡା ଗ୍ରାମରେ ପ୍ରଗତିଶୀଲ ଚାଷୀ ଙ୍କ ଫସଲ ଯୋଜନା ପ୍ରଦର୍ଶନ ଓ ପ୍ୟାକେଜ ଅଭ୍ୟାସ ନିମନ୍ତେ ଦିନିକିଆ ତାଲିମ୍ ଶିବିର ଓଡିଶା ସରକାରଙ୍କ କୃଷି ଓ କୃଷକ ସଶସ୍ତ୍ରୀ କରଣ ବିଭାଗ ଏବଂ ଦୀ ହ୍ୟୁମାନ ଡେଭଲପମେଣ୍ଟ ର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ବ୍ଲକ କୃଷି ଅଧିକାରୀ  ନିତାଞ୍ଜଳି ବିଶି ଯୋଗଦାନ କରି ସରକାର ଙ୍କ କୃଷି ବିଭାଗ ର ବିଭିନ୍ନ ଯୋଜନା ତଥା ଫସଲ ଯୋଜନା  ଉପରେ ଆଲୋଚନା କରିଥିଲେ l ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ପ୍ରସନ୍ନ ଭୋଇ ଭିଏଡଭଲୁ ବିଶେଷକରି କାର୍ଯ୍ୟକ୍ରମ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରି ସରକାର ଙ୍କ ବିଭିନ୍ନ ରିହାତି ଯୋଜନା ଉପରେ ଆଲୋଚନା କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ସହକାରୀ କୃଷି ଅଧିକାରୀ ସୋହେଲା ବ୍ଲକ ର ଅଭିଷେକ ଅଗ୍ରୱାଲ ଯୋଗଦାନ କରି ପ୍ୟାକେଜ ଅଭ୍ୟାସ ଉପରେ ତାଲିମ୍ ପ୍ରଦାନ କରିଥିଲେ l କାର୍ଯ୍ୟକ୍ରମ କୁ  ସୁବୋଧ କୁମାର ପରିଚାଳନା କରିଥିବା ବେଳେ ହେରମ ପଟେଲ ଏବଂ ହେମଚନ୍ଦ୍ର ଦିଶ୍ରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026

You Might Also Like