-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

୧୬ରୁ ତୁଳସୀ ରାମାୟଣ ନବାହ୍ନ ପାରାୟଣ

13-Mar-2025



କଣ୍ଟାମାଳ(ଜୟ କୁମାର ମହାରଣା): ଚଳିତ ବର୍ଷ କଣ୍ଟାମାଳ ବ୍ଲକଛକ ଶ୍ରୀରାମ ମନ୍ଦିର ଠାରେ ୧୬ତାରିଖ ରବିବାର ତୁଳସୀ ରାମାୟଣ ନବାହ୍ନ ପାରାୟଣ ଓ ପ୍ରବଚନ ଏବଂ ପୂଜନ ଚଳିତ ବର୍ଷ ୧୪ବର୍ଷରେ ପଦାର୍ପଣ କରିଛି l  ଏହି ଉପଲକ୍ଷେ ଆସନ୍ତା ୧୬ତାରିଖ ଠାରୁ ୨୪ତାରିଖ ପର୍ଯ୍ୟନ୍ତ ଦୀର୍ଘ ୯ଦିନ ଧରି ଚାଲିବାକୁଥିବା ଏହି କାର୍ଯ୍ୟକ୍ରମ ନିମନ୍ତେ କମିଟି ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ  l  ସେହିପରି ୧୪ବର୍ଷ ପୂର୍ତ୍ତି ଅବସରରେ ୨୫ତାରିଖ ଦିନ ଅଷ୍ଟପ୍ରହରୀ ନାମଯଜ୍ଞ ର ଆୟୋଜନ ହୋଇଛି  l  ସେହିପରି ୧୮ତାରିଖ ମଙ୍ଗଳବାର ଦିନ ସୀତାବିବାହ ଉପଲକ୍ଷେ ବାଣ ରୋଷଣୀ ସହ ବରଯାତ୍ରୀଙ୍କ ବିରାଟ ଓ ଭବ୍ୟ ଶୋଭାଯାତ୍ରା ହେବ ମୁଖ୍ୟ ଆକର୍ଷଣ l  ନଅଦିନ ଧରି ପ୍ରତ୍ୟେହ ସନ୍ଧ୍ୟାରେ ଭୁବନେଶ୍ୱରରୁ ଆଗତ

ଶ୍ରୀରାମ ଚରିତ ମାନସ ପ୍ରବଚକ (ମାନସ କଳ୍ପତରୁ) ପଣ୍ଡିତ ଶ୍ରୀଯୁକ୍ତ ଉମାକାନ୍ତ ମହାପାତ୍ର ଙ୍କ ମୁଖରୁ ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ ଅମୃତ କଥା ଶୁଣିବାକୁ ମିଳିବ  l  ପ୍ରତ୍ୟେହ ସକାଳ କାର୍ଯ୍ୟକ୍ରମରେ ସୋନପୁର ଜିଲ୍ଲା ନନ୍ଦନମାଳର ଶ୍ରୀଯୁକ୍ତ ମଧୁସୂଦନ ଦାସ ବ୍ୟାସ ଭାବେ ତୁଳସୀ ରାମାୟଣ କଥା  ଶୁଣାଇବା ର କାର୍ଯ୍ୟକ୍ରମ ଥିବାନେଇ ବ୍ଲକ ଛକ ଶ୍ରୀରାମ  କମିଟି ପକ୍ଷରୁ ସମ୍ପାଦକ ଦାମୋଦର ସ୍ୱାଇଁ ସୂଚନା ଦେଇଛନ୍ତି l  ଉକ୍ତ କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟାରେ ପ୍ରଭୁ ଶ୍ରୀରାମ ପିପାସୁ ଶ୍ରଦ୍ଧାଳୁ, ଭକ୍ତ ଯୋଗଦେଇ ପ୍ରଭୁ କୃପାଲାଭ କରିବାକୁ କମିଟି ସଭାପତି ସନ୍ତୋଷ କୁମାର ବିଶି ଓ ଆବାହକ ନୀଳାଞ୍ଚଳ ଗୁରୁ ନିବେଦନ କରିଛନ୍ତି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like