-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||     

HOME   ଜିଲ୍ଲା

ଅଇଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ

13-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଅଧିନସ୍ଥ ବିଜେପୁର ବ୍ଲକ ଅନ୍ତର୍ଗତ ଅଇଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହା ସମାରୋହ ଅନୁଷ୍ଠିତ ହୋଇଯାଇଛି l ସହ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ  ସଦୟ ଉପସ୍ଥିତିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ  ଲକ୍ଷ୍ମନାରାୟଣ ରଣାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱlବଧାନରେ ଉତ୍ସବଟି ପାଳିତ ହୋଇ ଯାଇଛି । ଏଠାରେ ମୁଖ୍ୟ ଅତିଥି  ଶିକ୍ଷାବିତ ଡ . ବିବେକାନନ୍ଦ ପ୍ରଧାନ,  ମୁଖ୍ୟବକ୍ତା ଶ୍ରୀଯୁକ୍ତ ପରିତୋଶ ପ୍ରଧାନ, ସମ୍ମାନୀତ ଅତିଥି ଭାବରେ ୟାକୁବ ନନ୍ଦ , ସି ଆର ସି ସି ଦୂର୍ବାଦଳ ବଡ଼ ଗୁଚ୍ଛିଆ, ସୀତାରାମ ଦୀପ , ରାଜେଶ୍ୱର ବେହେରା ,ତ୍ରିନାଥ ସେଠ, ନାଏବ ସରପଞ୍ଚ ଶୁକଦେବ ବାରିକ ଶିଶୁ ମାନଙ୍କର ଅନ୍ତର୍ନିହିତ ବିକାଶକୁ ଉଜ୍ଜୀବିତ କରିବା , ଭଲ ମଣିଷ ତଥା ଚରିତ୍ରବାନ ହେବା ପାଇଁ ମତ ପ୍ରକାଶ କରିଥିଲେ । ଶିକ୍ଷକ ପ୍ରେମରାଜ ପ୍ରଧାନ  ମଞ୍ଚ ପରି ଚାଳନା କରିଥିଲେ । ଏଠାରେ ମେଧାବୀ ଓ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଶ୍ରୀମତୀ ଯାଜ୍ଞସିନୀ ସାହୁ , ଚlରୁଚ ରଣ ବିଶ୍ଵାଳ, ଚିତ୍ତରଞ୍ଜନ ସୁନା, ବିଜୟ ସାହୁ , କସ୍ତୁରୀ ନାଗ ସହଯୋଗ କରିଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମ ଓ ନାଟକ ଅନ୍ ମୁନସିଆ  ପରିବେଷଣ କରାଯାଇଥିଲା ।ଶିକ୍ଷକ ରାଧାକାନ୍ତ କୁମ୍ଭାର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026

You Might Also Like