-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

କୃଷକ ମହାପଞ୍ଚାୟତ ପାଇଁ ଗାଁ ଗାଁ ରେ ପ୍ରସ୍ତୁତି ବୈଠକ

13-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆସନ୍ତା ମାର୍ଚ୍ଚ ୧୭ ତାରିଖରେ ବରଗଡ ଜିଲ୍ଲା ସୟାଁ ଖେଳପଡ଼ିଆ ଠାରେ ହେବାକୁ ଥିବା କୃଷକ ମହାପଞ୍ଚାୟତ ପାଇଁ ବରଗଡ ଜିଲ୍ଲାର ସମସ୍ତ ବ୍ଲକ ର ଗାଁ ଗାଁ ରେ ଜୋରଦାର ପ୍ରସ୍ତୁତି ଚାଲିଛି । ଚାଷୀ ମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସ୍ତରର ଚାଷୀ ନେତା ମାନେ ଆସି ଯୋଗଦେବେ।ସେହିପରି ସୋହେଲା ବ୍ଲକ ଶହୀଦ ମାଧୋ ସିଂ କୃଷକ ସଂଗଠନ ଘେଁସ ତରଫରୁ ମଧ୍ୟ ଅଂଚଳର ବିଭିନ୍ନ ଗ୍ରାମରେ ଜୋରସୋର ରେ ପ୍ରସ୍ତୁତି ବୈଠକ ଚାଲିଛି । ଚାଷୀଙ୍କ ମୁଖ୍ୟ ସମସ୍ୟା ହେଲା ପ୍ରତି ଗାଁରେ ସମସ୍ତ ଜମି କୁ ଜଳସେଚନ କରିବା । ଜଳସେଚନର ସୁବିଧା ନ ଥିବାରୁ ସରକାରଙ୍କ ତରଫରୁ ଗଭୀର ନଳକୂପ ଖୋଲାଯାଇଛି,ଯଦ୍ୱାରା ବିଦ୍ୟୁତ ବିଲ ର ସମସ୍ୟା ବହୁତ ଦେଖାଯାଉଛି । ଏବର୍ଷ ଘେଁସ ଅଞ୍ଚଳରେ ଭୟଙ୍କର ମରୁଡି ପରିସ୍ଥିତି ହୋଇଥିଲା । ଅତିରିକ୍ତ ତହସିଲଦାର ଏବଂ ବ୍ଲକ କୃଷି ଅଧିକାରୀ ଆସି ମରୁଡି ଅଞ୍ଚଳ ପରିଦର୍ଶନ କରିଥିଲେ ଏବଂ ମରୁଡି ହୋଇଥିବା ସ୍ୱୀକାର କରିଥିଲେ । ତଥାପି କିନ୍ତୁ ଚାଷୀମାନଙ୍କୁ ଇନପୁଟ ସହାୟତା କିମ୍ବା ଇନ୍ସୁରାନ୍ସ ଟଙ୍କା ଏପର୍ଯ୍ୟନ୍ତ ମିଳି ନାହିଁ, ଯଦ୍ୱାରା ଚାଷୀ ମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଚାଷୀ ମାନଙ୍କ ଦାବୀ ଘେଁସ ଅଞ୍ଚଳକୁ ମରୁଡି ଘୋଷଣା କରାଯାଇ ତୁରନ୍ତ ଇନପୁଟ ଏବଂ ଇନ୍ସୁରାନ୍ସ ଟଙ୍କା ଦିଆଯାଉ । ମହାପଞ୍ଚାୟତ ପାଇଁ ହେଉଥିବା ପ୍ରସ୍ତୁତି ବୈଠକରେ ସଂଯୁକ୍ତ କୃଷକ ସଂଗଠନ ର ଉପଦେଷ୍ଟା ରମେଶ ମହାପାତ୍ର, ଅଜିତ ଶତପଥି, ମାଧୋ ସିଂ କୃଷକ ସଂଗଠନ ର ମୁରଲୀ ଭୋଇ, ପ୍ରଭାତ ସାହୁ, ପ୍ରେମରାଜ ସାହୁ, କ୍ଷୀରୋଦ୍ର ପଟେଲ, ଅରକ୍ଷିତ ମହାକୁଡ଼, ଅରୁଣ ବାରିକ, ପ୍ରକାଶ ତ୍ରିପାଠୀ ଏବଂ ଲକ୍ଷପତି ସାହୁ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like