-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ଦୋଳ ମହୋତ୍ସବ ଷଷ୍ଠ ଦିନରେ ସାହିତ୍ୟ, ସଂସ୍କୃତି, ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ 

13-Mar-2025



ବୌଦ୍ଧ(ଜୟାନନ୍ଦ ମିଶ୍ର):   ବୌଦ୍ଧ ଜିଲ୍ଲାର ମଥୁରl ପଂଚାୟତ କେଳାକଟା ଖେଳ ପଡିଆଠାରେ ପ୍ରଥମ ରାଜ୍ୟ ସ୍ତରୀୟ ଦୋଳ ମହୋତ୍ସବ ଆଜି ସନ୍ଧ୍ୟାରେ ରାଜ୍ୟ ସ୍ତରୀୟ ସାହିତ୍ୟ, ସଂସ୍କୃତି ଉପରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହା ପରେ ସୁସଜିତ ରଥରେ ମହାରାଜ କଂସ ମଥୁରା ପଂଚାୟତର ବିଭିନ୍ନ ଗ୍ରାମକୁ ପରିକ୍ରମା କରିଥିଲେ l  ଗ୍ରାମମାନଙ୍କରେ ଭବ୍ୟ ସ୍ୱାଗତ କରାଯାଇଥିଲା l ଏହା ପରେ ଏକ ସାଧାରଣ ସଭା ଅନୁଷ୍ଠିତ

ହୋଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବେ ସାମାଜିକକର୍ମୀ, ପୂର୍ବତନ ବିଧାୟକ, ରାଜ୍ୟ କଳା ସଂସ୍କୃତି ପରିଷଦ ଓଡିଶାର ମୁଖ୍ୟ ପୃଷ୍ଠପୋଷକ ପ୍ରଭାତ ରଞ୍ଜନ ବିଶ୍ୱାଳ ଯୋଗଦେଇ ସାରା ରାଜ୍ୟର କଳାକାର, କବି, ସାହିତ୍ୟିକ ମାନଙ୍କ ସାମଗ୍ରିକ ବିକାଶରେ ଦୋଳ ମହୋତ୍ସବ ଆୟୋଜନ ନିଶ୍ଚିତ ଭାବରେ ସାହାୟ ହେବ ବୋଲି କହିଥିଲେ l ମୁଖ୍ୟବକ୍ତା ଭାବେ ଶଷଧର ପଣ୍ଡା,ବିଶିଷ୍ଟ ଅତିଥି ଭାବେ ଓଡିଶା କଳା, ସଂସ୍କୃତି ପରିଷଦ ରାଜ୍ୟ ଅଧକ୍ଷ ଲଷ୍ମୀଧର ସାହୁ,ସମ୍ମାନିତ ଅତିଥି ଭାବେ କୁମାରକବି ପ୍ରଶାନ୍ତ କୁମାର ବାହିନୀପତି,ସମାଜସେବୀ କବି ହୃଦାନନ୍ଦ ଶାସମଲ ଯୋଗ ଦେଉ ରାଜ୍ୟ ସ୍ତରୀୟ ଦୋଳ ମହୋତ୍ସବକୁ ସରସ ସୁନ୍ଦର କରିଥିଲେ l ମାହେଶ୍ୱରୀ ଗୋଶାଳା ସମ୍ପାଦକ କୃତ୍ତିବାସ ପଲିଆ ସଭା ସଂଯୋଜନା କରିଥିବାବେଳେ, ଦୋଳ ମହୋତ୍ସବ କମିଟି ସଭାପତି ଜଗନ୍ନାଥ ମେହେର ସଭାପତିତ୍ୱ କରିଥିଲେ l ମାହେଶ୍ୱରୀ ଗୋଶାଳା ଅଧକ୍ଷ ନିର୍ଗୁଣ ମହାକୁଡ଼ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l ଆସନ୍ତା ୧୬ ରିଖ ପର୍ଯ୍ୟନ୍ତ  ଶ୍ରୀକୃଷ୍ଣ ଲୀଳା, ବୈଦ୍ୟ ସମ୍ବିଳନୀ, ପାରମ୍ପରିକ କୃଷକ ସମ୍ବିଳନୀ, ବିଭିନ୍ନ

ଆଲୋଚନାଚକ୍ର ସହିତ  ଆସନ୍ତା ୧୬ତାରିଖରେ ମାହେଶ୍ୱରୀ ଗୋଶାଳା ଶୁଭ ଉଦଘାଟନ ହେବ ବୋଲି ଆୟୋଜନ କମିଟି ତରଫରୁ ସୂଚନା ପ୍ରଦାନ କରିଛନ୍ତି l ଏହି କାର୍ଯ୍ୟକ୍ରମକୁ ସଫଳ କରିବା ନିମନ୍ତେ ବିଭିନ୍ନ ଅନୁଷ୍ଠାନ ଓ ଗ୍ରାମ୍ୟ କମିଟି ମାନେ ସହଯୋଗ କରିଥିଲେ l  ଦୋଳ ମହୋତ୍ସବକୁ ସଫଳ କରିବା ନିମନ୍ତେ  ବିଳମ୍ବିତ ରାତ୍ରୀ ପର୍ଯ୍ୟନ୍ତ ଗୋପପୁର ସଂକୀର୍ତ୍ତନ୍ୟ ମଣ୍ଡଳୀ, ଚଂପାପୁର  ବିଦ୍ୟାଳୟର ପିଲାମାଙ୍କ ଦ୍ୱାରା ସମ୍ବଲପୁରୀ  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like