-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଜୁନିଅର ରେଡ଼କ୍ରସ ପରାମର୍ଶଦାତା ତାଲିମ ଶିବିର ଦ୍ୱିତୀୟ ଦିନ ଶିକ୍ଷଣ କାର୍ଯ୍ୟକ୍ରମ

13-Mar-2025



ସୁବଳୟା, ତା. ୧୩/୦୩ (ପ୍ରେରଣା ଖବର ) :  ଭାରତୀୟ ରେଡ଼କ୍ରସ ସୋସାଇଟି  ଓଡ଼ିଶା ରାଜ୍ୟ ଶାଖା ସହାୟତାରେ ସୁବର୍ଣ୍ଣପୁର ଜିଲ୍ଲା  ଜୁନିୟର ରେଡ଼କ୍ରସ ପରାମର୍ଶଦାତା ତାଲିମ ଶିବିର ଜିଲ୍ଲା ଶିକ୍ଷା ଅଧିକାରୀ ମିନାରାଣୀ ମଙ୍ଗଳଙ୍କ ତତ୍ତ୍ୱାବଧାନରେ ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିଏମଶ୍ରୀ ସୁବଳୟା ଉଚ୍ଚ ବିଦ୍ୟାଳୟ ପରିସରରେ  ଅନୁଷ୍ଠିତ କାର୍ଯ୍ୟକ୍ରମର   ଦ୍ୱିତୀୟ ଦିନରେ ବିଭିନ୍ନ ଶିକ୍ଷଣ କାର୍ଯ୍ୟକ୍ରମ  ସଫଳତା ସହିତ  ସମାପନ ହୋଇଯାଇଛି । ଏଡିଇଓ ତଥା  ଜିଲ୍ଲା ଜୁନିୟର ରେଡ଼କ୍ରସ ସମ୍ପାଦକ ମଞ୍ଜୁଲତା ଭୋଇ ଓ ଜିଲ୍ଲା  ଜୁନିୟର ରେଡ଼କ୍ରସ ଅଧିକାରୀ ରବିଚନ୍ଦ୍ର   ପଶାୟତଙ୍କ ମିଳିତ ସହଯୋଗରେ ଅନୁଷ୍ଠିତ ହୋଇଥିଲା ।

ସାଧନକର୍ମୀ ହୃଷିକେଶ ଡାଙ୍ଗ ଦ୍ଵାରା ରେଡ଼କ୍ରସର ବିଭିନ୍ନ ଚିହ୍ନ, ସାଙ୍କେତ ବିଷୟରେ, ସାଧନକର୍ମୀ   ଧର୍ମରାଜ ପ୍ରଧାନ ଦ୍ଵାରା ବିଦ୍ୟାଳୟ ସୁରକ୍ଷା ବିଷୟରେ, ସାଧନକର୍ମୀ ଗୌରିଶଙ୍କର ପୂଜହାରୀ ଦ୍ଵାରା ଜଳବାୟୁ ପରିବର୍ତ୍ତନ ବିଷୟରେ , ସାଧନକର୍ମୀ  ନିମାଇଁ ଚରଣ ମଲ୍ଲିକ  ଦ୍ଵାରା ବିପର୍ଯ୍ୟୟ ପରିଚାଳନା ବିଷୟରେ, ସାଧନକର୍ମୀ  ଆଶିଷ ନାୟକ, ସସ୍ମିତା ସାହୁ, ତପସ୍ୱିନୀ  ଦାଶ, ରାମ ନାରାୟଣ ଦାଶ, ପ୍ରଭାକର ଛନ୍ଦ ଦ୍ଵାରା ପ୍ରାଥମିକ ଚିକିତ୍ସା ବିଷୟରେ, ବରଗଡ଼ ଜିଲ୍ଲାର ଜୁନିୟର ରେଡ଼କ୍ରସ ଅଧିକାରୀ ହେମନ୍ତ ବେମାଲ ଓ  ସାଧନକର୍ମୀ ଗୋପେଶ ପଣ୍ଡା ଦ୍ଵାରା ସଡକ ସୁରକ୍ଷା ବିଷୟରେ, ସାଧନକର୍ମୀ ଲେଫେଣ୍ଟନ ଡ଼. ଆଶିଷ ଅଗ୍ରୱାଲ ଦ୍ଵାରା ସାଇବର ସୁରକ୍ଷା ବିଷୟରେ, ସାଧନକର୍ମୀ ଅମ୍ଭୁଜ କୁମାର ଶଥପତୀ ଦ୍ଵାରା ଶିଶୁ ସୁରକ୍ଷା ଓ ଅଧିକାର ବିଷୟରେ ଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ୬୦ଜଣ ଜୁନିୟର ରେଡ଼କ୍ରସ କାଉନସେଲର ପ୍ରଶିକ୍ଷଣ ଅଂଶଗ୍ରହଣ କରିଥିଲେ । ସନ୍ଧ୍ୟାରେ ଜୁନିୟର ରେଡ଼କ୍ରସ କାଉନସେଲର ଦ୍ଵାରା ସାଂକୃତିକ କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଥିଲା । ଶିବିରରେ ବିଦ୍ୟାଳୟ ପ୍ରଧାନଶିକ୍ଷକ ସ୍ୱର୍ଣଲତା ବେହେରା, ସାଧନକର୍ମୀ ଚନ୍ଦ୍ରମଣୀ ବାଘ, ଚନ୍ଦ୍ରଶେଖର ମହାପାତ୍ର,  ହେମନ୍ତ ମେହେର, ଜଗଦୀଶ ଦାଶ, ବଳରାମ ପୁରହିତ, ବୈକୁଣ୍ଠ ନାୟକ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like