-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ରାଜ୍ୟ

ବଲାଙ୍ଗୀର ଜିଲ୍ଲା ପାଇଁ ଗୌରବ ଆଣିଲା ଡେଙ୍ଗ ହାଇସ୍କୁଲ

13-Mar-2025



ବଲାଙ୍ଗୀର, ତା:୧୩/୦୩  ( ପ୍ରେରଣା ଖବର )   ଭୁବନେଶ୍ଵର ରାଜ ଭବନରେ ରାଜ୍ୟସ୍ତରୀୟ ରେଡ଼କ୍ରସ ପୁରସ୍କାର ବିତରଣ ଉତ୍ସବରେ ଓଡିଶାର ମହାମହିମ  ରାଜ୍ୟପାଳ ତଥା ଭାରତୀୟ ରେଡକ୍ରସ୍ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖାର ସଭାପତି ଡ. ହରିବାବୁ କମ୍ଭମପାଟିଙ୍କ କରକମଳରେ ବଲାଙ୍ଗୀର ଜିଲ୍ଲା ସଇଁତଲା ବ୍ଲକ ଡେଙ୍ଗ  ହାଇସ୍କୁଲର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ର ଓ ରେଡ଼କ୍ରସ କାଉନସେଲର ରାମ ନାରାୟଣ ଦାଶ  ରାଜ୍ୟର ଜୁନିୟର ରେଡ଼କ୍ରସ ସର୍ବଶେଷ୍ଠ  ବିଦ୍ୟାଳୟ ଭାବରେ  ରାଜ୍ୟପାଳ ସ୍ମାରକୀ, ପ୍ରଶଂସା ପତ୍ର ପାଇ  ପୁରସ୍କୃତ ହୋଇଛନ୍ତି ।

ସେହିପରି  ରାଜ୍ୟପାଳଙ୍କ ଠାରୁ ଡେଙ୍ଗ ବିଦ୍ୟାଳୟର   ଜୁନିୟର ରେଡ଼କ୍ରସ  କାଉନସେଲର ରାମ ନାରାୟଣ ଦାଶ  ଓଡ଼ିଶା ରାଜ୍ୟର ଶ୍ରେଷ୍ଠ କାଉନସେଲର ଭାବରେ  ଓ  ଜୁନିୟର ରେଡ଼କ୍ରସ  ସ୍ୱେଚ୍ଛାସେବୀ  ମାମୁନୀ ପ୍ରଧାନ ଓଡ଼ିଶାର ରାଜ୍ୟର   ଶ୍ରେଷ୍ଠ ସ୍ୱେଚ୍ଛାସେବୀ ଭାବରେ ପୁରସ୍କୃତ ହୋଇଛନ୍ତି । ଖବର ପ୍ରଚାରିତ ହେବାପରେ ବଲାଙ୍ଗୀର ଜିଲ୍ଲାରେ ଖୁସିର ଲହରୀ ଖେଳିଯାଇଛି । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଏନବିଏସ ରାଜପୁତ, ଭାରତୀୟ ରେଡକ୍ରସ୍ ସୋସାଇଟି ଓଡ଼ିଶା ରାଜ୍ୟ ଶାଖାର ଅବୈତନିକ ସଚିବ ଗଣେଶ ଚନ୍ଦ୍ର ପାତ୍ର , ଯୁବ ରେଡକ୍ରସ୍ ଅଧିକାରୀ ଡ଼. ରମେଶ ଚନ୍ଦ୍ର ବେହେରା ଓ କନିଷ୍ଠ ରେଡକ୍ରସ୍ ଅଧିକାରୀ ଲକ୍ଷ୍ମଣ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ  ।

ପ୍ରକାଶ ଥାଉକି ଡେଙ୍ଗ ବିଦ୍ୟାଳୟର ଜୁନିୟର ରେଡ଼ କ୍ରସ ୟୁନିଟ ତରଫରୁ ରେଡ଼କ୍ରସର ମୂଳମନ୍ତ୍ର ମାନବିକତାକୁ ଲକ୍ଷ୍ୟକରି ବିଗତ ଦିନରେ  ରକ୍ତଦାନ, କରୋନା ସମୟରେ କାର୍ଯ୍ୟ, ବାଲ୍ୟ ବିବାହ କୁ ନା ସଚେତନତା, ତମାଖୁ ସେବନକୁ ନା କାର୍ଯ୍ୟକ୍ରମ, ଏଡ଼ସ ସଚେତନତା, ବୃକ୍ଷ ରୋପଣ, ସଡକ ସୁରକ୍ଷା,  ପ୍ରାକୃତିକ ବିପର୍ଯ୍ୟୟ ଫନି  , ୨୦୧୮ କେରଳ ବାତ୍ୟା, ୨୦୧୯ରେ ବଲାଙ୍ଗୀର ବାତ୍ୟା ସମୟରେ ଆର୍ଥିକ ସହଯୋଗ ତଥା ରିଲିଫ ବଣ୍ଟନ ଆଦି  ବିଭିନ୍ନ ମାନବୀୟ କାର୍ଯ୍ୟ କରିଛି ।  ରେଡ଼କ୍ରସ କାର୍ଯ୍ୟ ପାଇଁ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ କୃପାସିନ୍ଧୁ ମିଶ୍ର, ସୁଦର୍ଶନ ଦାଶ,  ବିଶ୍ଵନାଥ ମେହେର, ମନରଞ୍ଜନ ପରିଡା, ଦେବେଶ ହୋତା,  ସମୀର ସେଠି, ଦୀପକ ସେନ ଧରୁଆ, , ଲିଙ୍ଗରାଜ ନନ୍ଦ, ହିଂମାଶୁ ଶେଖର ବିଶ୍ବାଳ, ଅବିନାଶ ଭୋଇ, ଶିକ୍ଷୟିତ୍ରୀ  ରେଣୁକା ସାହୁ, ଗାୟତ୍ରୀ ବାରିକ, ତପସ୍ୱିନୀ ପଟେଲ,  କାନ୍ତି ଭୋଇ, ଦ୍ରୌପଦୀ ଭୋଇ, ଶିବାନୀ ମଲ୍ଲିକଙ୍କ ଅଦମ୍ୟ ପ୍ରଚେଷ୍ଟା ଓ ବିଦ୍ୟାଳୟ ପ୍ରତି ନିଃସ୍ଵାର୍ଥ ସେବାକୁ ସମ୍ମାନ ଜଣାଇଛନ୍ତି। ରାଜ୍ୟପାଳ ପୁରସ୍କାର ପାଇଁ ଡେଙ୍ଗ ବିଦ୍ୟାଳୟକୁ ବଲାଙ୍ଗୀର ଜିଲ୍ଲାର ଏଡିଏମ ପବିତ୍ର ବେହେରା, ପାଟଣାଗଡ଼ ଉପଜିଲ୍ଲାପାଳ ସୁନୀଲ କୁମାର ମେହେର, ଜିଲ୍ଲା ରେଡ଼କ୍ରସ ସଂପାଦକ ସସ୍ମିତା ପ୍ରଧାନ , ଡିଇଓ ପ୍ରଦୀପ କୁମାର ନାଗ, ଜିଲ୍ଲା ଜୁନିୟର ରେଡ଼କ୍ରସ ସମ୍ପାଦକ ପ୍ରଦୀପ  କୁମାରକୁମାର ପାତ୍ର, ବିଇଓ ମମତା ମହାଡୀକ ଜେଆରସିଓ ବିକାଶ ସାହୁ ତଥା ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ବୁଦ୍ଧିଜୀବୀ   ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like