-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||     

HOME   ଜିଲ୍ଲା

ଧର୍ମପରାୟଣା ମହିଳା ସରୋଜିନୀ ମିଶ୍ର ଙ୍କ ପରଲୋକ

13-Mar-2025



ବଲାଙ୍ଗୀର(ପ୍ରେରଣା ଖବର): ପୂର୍ବତନ ବିଧାୟକ ତଥା ସ୍ବର୍ଗତ ମହାରାଜା ରାଜେନ୍ଦ୍ରନାରାୟଣ ସିଂହଦେଓଙ୍କ  ରାଜନୈତିକ ସଚିବ ସ୍ବର୍ଗତ ରାଧାମୋହନ ମିଶ୍ର ଙ୍କ  ଧର୍ମପତ୍ନୀ ସରୋଜିନୀ ମିଶ୍ରଙ୍କ  ୯୫ବର୍ଷ ବୟସରେ ଗୁରୁବାର ଦିନ ଦିବା ୧୧.୧୫ ମିନିଟ ବେଳେ   ତାଙ୍କର ରାଧାରାଣୀ ପଡା ସ୍ଥିତ ବାସଭବନରେ ଦେହାନ୍ତ ହୋଇଯାଇଛି।ସ୍ବର୍ଗତ ସରୋଜିନୀ ଥିଲେ ଜଣେ ଧର୍ମ ପରାୟଣା ମହିଳା। ବିଭିନ୍ନ ସମୟରେ  ବହୁ ଭଜନ ଜଣାଣ ପୁସ୍ତକ ସହ ନିତ୍ୟକର୍ମ ପଦ୍ଧତି ବହି ର ସେ  ପ୍ରକାଶିକା ଥିଲେ। ତାଙ୍କର  ପାଞ୍ଚପୁଅ  କିରଣଶଂକର, କଲ୍ୟାଣ, ଅରୁଣ , ତରୁଣ,ସ୍ମରଣ ଶଂକର ଓ ଦୁଇ ଝିଅ ନିହାରିକା ଓ ସାଗରିକା ସହ ନାତିନାତୁଣୀ  ଅଛନ୍ତି।ସ୍ବର୍ଗତା ସରୋଜିନୀ ପଦ୍ମଶ୍ରୀ ଡକ୍ଟର ଶ୍ରୀନିବାସ ଉଦ୍‌ଗାତାଙ୍କ ଧର୍ମପତ୍ନୀ  ବିଶିଷ୍ଟ ଲେଖିକା  ସୌଦାମିନୀ ଉଦ୍‌ଗାତାଙ୍କ  ବଡ ଭଉଣୀ ଅଟନ୍ତି। ଖବର ପାଇ ସହରର ବହୁ ବିଶିଷ୍ଟ ବ୍ଯକ୍ତି ଶେଷ ଦର୍ଶନ କରିଛନ୍ତି ।ତାଙ୍କର ତିରୋଧାନରେ ଅଞ୍ଚଳରେ   ଶୋକର ର ଛାୟା ଖେଳିଯାଇଛି । ଆଜି ତାଙ୍କର ଶେଷକୃତ୍ୟ ବିଭୁତିପଡା  ଶ୍ମଶାନ ରେ ଅନୁଷ୍ଠିତ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026

You Might Also Like