-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ

15-Mar-2025



ବାଲିଗୁଡା, (ସୁଶୀଲ କୁମାର ପାଣିଗ୍ରାହୀ): ରଙ୍ଗର ପର୍ବ ହୋଲି ପାଇଁ ସବୁଆଡେ ଉତ୍ସାହ ଦେଖିବାକୁ ମିଳିଛି । ରଙ୍ଗର ପର୍ବ ହୋଲିରେ ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ହୋଲି ପାଇଁ ଗାଁଠୁ ସହର ସବୁଠି ଉତ୍ସାହର ମାହୋଲ । ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭେଚ୍ଛା ଜଣାଉଛନ୍ତି ଲୋକେ ।ସାଧାରଣ ଲୋକଙ୍କଠୁ ନେଇ

ସେଲିବ୍ରେଟି ସମସ୍ତେ ଏହି ଖୁସି, ଉଲ୍ଲାସ, ଉତ୍ସାହର ପର୍ବକୁ ବେଶ ଧୁମଧାମ ସହ ପାଳିଥିଲେ ।  ସବୁଠି ଜମୁଛି ରଙ୍ଗର ମାହୋଲ । ସ୍ନେହ ଓ ପ୍ରେମର ରଙ୍ଗ ଲଗାଇ ସମ୍ପର୍କର ସୁତାକୁ ମଜବୁତ କରୁଛନ୍ତି ସମସ୍ତେ । ମିଠା ଦେଇ ମନ ଜିଣୁଛନ୍ତି ସାଙ୍ଗ, ସାଥୀ, ଭାଇ ଓ ଭଉଣୀ । ଏହି ଦିନ ସବୁ ବାଦବିବାଦକୁ ଭୁଲି ସମସ୍ତେ ପରସ୍ପରକୁ ଅବିର ଲଗାଇ ସବୁ ରାଗରୁଷା ଭୁଲି ଯାଇଛନ୍ତି । ହୋଲି ଲାଗି ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ଆରମ୍ଭ ହୋଇଥିଲା ।ଏ ନେଇ ସ୍ଥାନୀୟ ଶ୍ରୀଜଗନ୍ନାଥ ମନ୍ଦିରରୁ ଦୋଳ ବିମାନ ବାହାରି ସମଗ୍ର ସହର ପରିକ୍ରମା କରିଥିବା ବେଳେ ଅଞ୍ଚଳର ବିଭିନ୍ନ ସାଂସ୍କୃତିକ, ସ୍ବେଛାସେବୀ ଭଳି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଧ୍ୟ ନାଚ ଗୀତର ତାଳେତାଳେ ପରିକ୍ରମା କରି ହୋଲି ରଙ୍ଗ ଲଗାଇଥିଲେ l  ପିଲାଠାରୁ ବୟସ୍କ ସମସ୍ତେ ଉତ୍ସାହ ଓ ଉଦ୍ଦୀପନାରେ ପାଳନ କରୁଛନ୍ତି ହୋଲି। ପରିବାର, ପ୍ରିୟଜନ, ବନ୍ଧୁଙ୍କୁ ହୋଲି ଲଗାଇ ଆରମ୍ଭ ହୋଇଛି ସେଲିବ୍ରେସନ୍ । ବିଭିନ୍ନ ସ୍ଥାନରେ ଭୋଜି ଭାତର ଆୟୋଜନ ହେଉଥିବା ବେଳେ ନାଚ ଗୀତର ଆସର ବି ଜମିଥିଲା । ପରସ୍ପରକୁ ରଙ୍ଗ ଲଗାଇବା ସହ ପିଚକାରୀ ମାରି ରଙ୍ଗର

ପର୍ବକୁ ଭରପୂର ପାଳନ କରୁଛନ୍ତିl ପରିବାର, ପ୍ରିୟଜନ, ବନ୍ଧୁଙ୍କୁ ହୋଲି ଲଗାଇ ଆରମ୍ଭ ହୋଇଛି ସେଲିବ୍ରେସନ୍ । କେବଳ ରଙ୍ଗର ପର୍ବ ନୁହେଁ ବରଂ ପରସ୍ପର ମଧ୍ୟରେ ସଂପ୍ରୀତି, ସଦଭାବ, ସୌହାର୍ଦ୍ଦ୍ୟ ରକ୍ଷା ଲାଗି ହୋଲି କରାଯାଉଛି ପାଳନ। ଏହି ରଙ୍ଗର ପର୍ବ ହୋଲି ନିମନ୍ତେ ବାଲିଗୁଡା ଏସଡିପିଓ ରାମେନ୍ଦ୍ର ପ୍ରସାଦଙ୍କ ନିର୍ଦେଶରେ ଥାନା ଅଧିକାରୀ ସମ୍ବିତ କୁମାର ସ୍ୱାଇଁଙ୍କ ନେତୃତ୍ୱରେ ସମଗ୍ର ସହରରେ ସୁରକ୍ଷା ବ୍ୟବସ୍ଥାକୁ ନେଇ କଡାକଡି ନଜର ରଖାଯାଇଥିବା ବିଷୟ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like