-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ

15-Mar-2025



- ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
 ପବ୍ଲିକ ପ୍ରଶାସନ ତଥା ସହର ର ପ୍ରତ୍ୟେକ ବର୍ଗ ର ଲୋକ ଙ୍କୁ ସାମିଲ ଓ ସମାଜ କୁ ସ୍ଵଚ୍ଛତା, ସର୍ବ ଧର୍ମ ସମନ୍ୱୟ ର ବାର୍ତ୍ତା ଦେବା ଲକ୍ଷ୍ୟ ନେଇ ଆଜି ସ୍ୱଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡା ପକ୍ଷରୁ ମନୋରଞ୍ଜନ କାର୍ଯ୍ଯ କ୍ରମ ନାଚ ସଂଗୀତ ପରିବେଷଣ ଓ ସୁବର୍ଣ୍ଣପୁର ର ଐତିହ୍ୟ ସଂସ୍କୃତି ଉପରେ କୁଇଜ୍ ପ୍ରତିଯୋଗୀତା କାର୍ଯ୍ଯ କ୍ରମ ସହ ମହାସମାରୋହରେ  ହୋଲି ଉତ୍ସବ ପାଳନ କରଯାଇଥିଲା l ବିଜୁ ପଟ୍ଟନାୟକ ଛକ ଠାରେ ଅନୁଷ୍ଟିତ ଓ ସଂଘ ର ପ୍ରତିଷ୍ଠାତା ସ୍ୱର୍ଗୀୟ ଲକ୍ଷ୍ମୀ ନାରାୟଣ ମେହେର ଙ୍କ ସ୍ମୁତି ଉଦ୍ଦେଶ୍ୟରେ ଆୟୋଜିତ ସଭା କୁ ପଦ୍ମା ବତୀ ମେହେର  ସଭାପତିତ୍ବ କରିଥିଲେ l ଏହି ଭାଈ  ଚାରା ର ପର୍ବ ରେ ମୁଖ୍ୟ ଅତିଥି ଭାବରେ ସୋନପୁର ଏସ ଡି ପି ଓ ଶ୍ରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ  ଯୋଗ ଦେଇ ଏହାକୁ ଉଦଘାଟନ କରିଥିଲେ l ସମ୍ମାନିତ ଅତିଥି ଭାବରେ ପୋଲିସ ଆର୍ ଆଇ ଭକ୍ତ ବନ୍ଧୁ ସେଠ୍, ସମାଜସେବୀ ଶ୍ରୀବତ୍ସ ମଲ୍ଲିକ , ବରିଷ୍ଠ ନାଗରିକ ସଂଘ ସଂପାଦକ ଜ୍ୟୋତି ରଞ୍ଜନ ପଟ୍ଟନାୟକ, ପୋଲିସ ସର୍ଜନ ନୀଳ କଣ୍ଠ କହଁର, ସ୍ବଚ୍ଛ ଭାରତ ସଙ୍ଗଠନ ସଭାପତି ଶୟଦ ଆଲିମୂଲ୍ ଇସଲାମ, ଉପସଭାପତି ଇନ୍ଦୁ ମତି ପୁରୋହିତ, ପଟା ଭାଡ଼ି ଚର୍ଚ୍ଚ ର ସଂପାଦକ ଏଲ୍ ପ୍ରେମାନିଧି, ଆଇନ ଜୀବି ପ୍ରଦୀପ ପୁରୋହିତ ଯୋଗ ଦେଇ ଏହି ନିଆରା ଉତ୍ସବ ଅୟୋଜନ କୁ ପ୍ରଶଂସା କରିଥିଲେ l ସୋନପୁର ଭାରପ୍ରାପ୍ତ ଥାନା ଅଧିକାରୀ ତାପସ ଭୋଇ ପହଞ୍ଚି କାର୍ଯ୍ଯ କ୍ରମ କୁ ଉଦଯାପନୀ ବାର୍ତ୍ତା ଦେଇଥିଲେ l କଳା ସଂସ୍କୃତି ର ଯୁବ ଗବେଷକ ତଥା ସଂଗୀତ କାର ଚୌଧୁରୀ ବିଭାର ସଭା କୁ ସଂଯୋଜନା କରି ସଙ୍ଗୀତ ପରିବେଷଣ କରିଥିଲେ l ବିଶିଷ୍ଟ କଣ୍ଠଶିଳ୍ପୀ ପୁରନ୍ଦର ଠେଲା, ପଦ୍ମଲୋଚନ ସାହୁ, ଶ୍ରୀମତୀ ମଲ୍ଲିକ ଙ୍କ ସମ୍ବଲପୁରୀ ନାଚ ଗୀତ ରେ ନାଚିଲେ ଗାଇଲେ ଶହ ଶହ ଦର୍ଶକ l ଓ କୁଇଜ୍ ରେ ସଂଗୀତ ରେ ଅଂଶ ଗ୍ରହଣ କରି ଅତିଥି ଙ୍କ ଦ୍ଵାରା ପୁରସ୍କୃତ ହୋଇଥିଲେ l ସାଉଣ୍ଡ ରେ ଆନନ୍ଦ ସାହୁ ଓ ମ୍ୟୁଜିକ ରେ  ପେଟୁ, ଅଜିତ ସାଥୀ ସହଯୋଗ କରିଥିବା ବେଳେ ରବୀନ୍ଦ୍ର ଜେନା, ପ୍ରମୋଦ କୁମାର ସାହୁ, ପରେଶ ମେହେର, ମନୋଜ୍ ପଣ୍ଡା , ପ୍ରତ୍ୟୁଷ ମେହେର ଓ ଲଡୁ କିଶୋର ମଲ୍ଲିକ ଙ୍କ ତତ୍ତ୍ୱl ବଧାନ ରେ ସମସ୍ତ ଅୟୋଜନ କରଯାଇଥିଲା l ପ୍ରଦୀପ ପୁରୋହିତ ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିବା ଵେଳେ ଅନୁଷ୍ଠାନ ର କୋଡ଼ି ନେଟର ମନୋରଞ୍ଜନ ତ୍ରୀପାଠୀ ଧନ୍ୟବାଦ୍ ଅର୍ପଣ କରି ଅଭିନେତା ସ୍ୱର୍ଗୀୟ ଉତ୍ତମ ମହାନ୍ତି ଙ୍କ ସ୍ମୃତି ରେ *କଥା ତ ଏତିକି* ସଂଗୀତ ପରିବେଷଣ କରିଥିଲେ l କଳା କାହୁଁ ଦାଶ, ଦିଲ୍ଲୀପ ଭୁକ୍ତା, ଗଣେଶ ମିଶ୍ର, ଡା ସରୋଜ ପଟେଲ, ନରସିଂହ ବର୍ଗି , ଗୋକୁଳ ଠାକୁର, ରାମ ଅଗ୍ରୱାଲା, ନାରାୟଣ ରଥ, ତ୍ରିଲୋଚନ ତରିଆ, ଜୟ ନାରାୟଣ ସାହୁ , ପ୍ରତାପ ଦାଶ ପ୍ରମୁଖ ସ୍ୱଚ୍ଛ ଭାରତ ସଂଗଠନ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like