-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ପାନୀୟ ଜଳର ସୁବିଧା ନାହିଁ - ଜଳ କଷ୍ଟ ଭୋଗୁଛନ୍ତି ୩ ଆଦିବାସୀ ପରିବାର

16-Jan-2021



ଖପ୍ରାଖୋଲ, (ଗୋରେଖନାଥ ବରିହା): ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଳକ ମାଟିଆଭଟା ପଞ୍ଚାୟତ ଅନକାମୁରା ଗ୍ରାମ  କୁସୁମ ପଡା ର ୩ ଆଦି ପରିବାରଙ୍କ ପାଖରେ  ପାନୀୟଜଳ ର ସୁବିଧା ନଥିବାରୁ ଲୋକେ ଘୋର ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି  ।  ୩ ଆଦିବାସୀ ପରିବାର ଦୀର୍ଘ ୧୨ ବର୍ଷ ହେବ   ପଡ଼ାରେ ବସବାସ  କରି ଆସୁଛନ୍ତି । ପାନୀୟ ଜଳ ପାଇ  ପ୍ରାୟ ୧ କିମି ଦୂରକୁ ଯିବାକୁ ପଡୁଛି ବୋଲି ଆଦିବାସୀ ପରିବାର  ଅଭିଯୋଗ କରିଛନ୍ତି । ସେମାନେ ନିଜେ କୁଅ ଖୋଲି  ସେଥିରୁ ପାନୀୟ ଜଳ ବ୍ୟବହାର କରୁଥିବା ଅଭିଯୋଗ କରିଛନ୍ତି ।   ପଡାରେ ଏକ ନଳକୂପ ଖନନ କରିବାକୁ ସରପଞ୍ଚ, ସମିତି ସଭ୍ୟଙ୍କୁ ଜଣାଇଥିଲେ ମଧ୍ୟ କେହି ଶୁଣୁ ନଥିବା ଅଭିଯୋଗ କରିଛନ୍ତି । ଗ୍ରୀଷ୍ମ ଋତୁ ରେ ପାନୀୟ ଜଳ ପାଇ ପଡାବାସୀଙ୍କୁ ହାହାକାର ହେବାକୁ ପଡୁଛି ବୋଲି ଦର୍ଶାଇ ସରପଞ୍ଚଙ୍କ ପାଖରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ । ବର୍ତମାନ ଗ୍ରୀଷ୍ମ ଋତୁ ଆଗମନ ପୂର୍ବରୁ ପଡ଼ାରେ ଏକ ନଳକୂପ ଖନନ କରିବାକୁ ବ୍ଳକ ପ୍ରଶାସନ ଦୃଷ୍ଟି ଦେବାକୁ କୁସୁମ ପଡା ରେ  ୩ ଆଦିବାସୀ ପରିବାର ଦାବି କରିଛନ୍ତି ।।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like