-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||     

HOME   ଜିଲ୍ଲା

ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର

15-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା ଫଳ ପ୍ରକାଶିତ ‌ହୋଇଛି।ଏଥିରେ ଜାରିଂ କ୍ଲଷ୍ଟର ଅନ୍ତର୍ଗତ ପିପିଲିପାଲି ସରକାରୀ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ବିନି ନାଏକ ସର୍ବାଧିକ ୪୪ ନମ୍ଵର ରଖି ଵ୍ଲକ ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି।ଫଳରେ ମାତା ପଦ୍ମାସିନୀ ନାଏକ ଓ ପିତା ସୁରେନ୍ଦ୍ର ନାଏକଙ୍କ ନିକଟକୁ ପ୍ରଶଂସାର ସୁଅ ଛୁଟୁଛି। ସୂଚନାଯୋଗ୍ୟ ଯେ ବିନି ନାଏକ ଜଣେ ମେଧାବୀ ଛାତ୍ରୀ ଭାବେ ପରିଚିତ।ସେ ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷାରେ କୃତିତ୍ବ ହାସଲ କରି ଗାଁ ତଥା ବିଦ୍ୟାଳୟର ଶ୍ରୀବୃଦ୍ଧି କରିଥିଲେ।କଠିନ ପରିଶ୍ରମ ସହ ଶିକ୍ଷକ ତଥା ମାତା ପିତାଙ୍କ ଆଶୀର୍ବାଦ ଯୋଗୁଁ ଏହି ସଫଳତା ମିଳିଥିବା ମେଧାବୀ ଛାତ୍ରୀ ବିନି ନାଏକ କହିଛନ୍ତି। ସେହିପରି ଏହି କ୍ଲଷ୍ଟରର ଅନ୍ୟ ପାଞ୍ଚଟି ସ୍କୁଲର ୧୧ ଜଣ ଛାତ୍ରୀ ଛାତ୍ର ସଫଳତା ହାସଲ କରିଥିବା ଜଣାପଡିଛି।କ୍ଷେତରପଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ନୀଲମ ଖମାରୀ (UR-3),ସାଗରିକା ଭୋଇ (UR-4),ସୋନାକ୍ଷୀ ଖେତି (UR-18),ସିମରନ ବାଗ (UR-22),ଗୌତମୀ ଭୈନା (SC-4), ପୂର୍ଣ୍ଣା ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରିୟାଂଶୁ ପାତ୍ର (UR-43),ପ୍ରିୟାଂଶୀ ନାଗ (SC-6.), ଲେମଧର ସେବାଶ୍ରମର ପରିଧି ନାଏକ, ଏମ୍ ଗଣ୍ଡପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସ୍ଵହିତ ସାହୁ, ସ୍ମୃତି ରାନୀ ଲୁହା,ମାନପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆୟୂଷ ସାହୁ କୃତିତ୍ବର ସହିତ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରେ ସଫଳ ହୋଇଛନ୍ତି। ଏତାଦୃଶ ସଫଳତା ପାଇଁ ଜାରିଂ କ୍ଲଷ୍ଟର ଅନ୍ତର୍ଗତ ବୁଡାପାଲି,ଜାରିଂ ଓ ସମଲାଇପଦର ପଞ୍ଚାୟତର ବୁଦ୍ଧିଜୀବୀ ତଥା ଶିକ୍ଷା ପ୍ରେମୀ ମହଲରେ ଖୁସିର ଲହରୀ ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026

You Might Also Like