-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ

15-Mar-2025



ଡେଲାଙ୍ଗ(ଦିଲ୍ଲୀପ କୁମାର ଧାଉଡିଆ) : ଆଧ୍ୟତ୍ମିକ ଚେତନାରେ ପର୍ଯ୍ୟବେସିତ ଏହି ଗଣପର୍ବ ହୋଲି ଓ ଦୋଳଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମ ମାନବ ସମାଜକୁ ପ୍ରଭାବିତ କରିଥିବାରୁ ଓଡିଆ ଜନ ଜୀବନରେ ବସନ୍ତ ଋତୁରେ ପ୍ରେମମୟ ମହାପ୍ରଭୁ ଶ୍ରୀକୃଷ୍ଣ ଓ ପ୍ରାଣପ୍ରିୟା ରାଧାଙ୍କୁ ନେଇ ଦୋଳ ଶୋଭାଯାତ୍ରା ଉତ୍ସବ ପାଳନ ହୋଇଥାଏ ଓ ହୋଲି ପର୍ବ ପ୍ରତିଟି ଓଡିଆଙ୍କ ପାଇଁ ଅତ୍ୟନ୍ତ ଭାବପୂର୍ଣ୍ଣ ପାର୍ବଣ ,ଏହି ଅବସରରେ ଡେଲାଙ୍ଗ ବ୍ଲକର ବିଭିନ୍ନ ପୁରପଲ୍ଲୀରେ ଆନନ୍ଦ ଉଲ୍ଲାସ, ରଙ୍ଗ ସହିତ ଦୋଳ ପୂର୍ଣ୍ଣିମା ଓ ହୋଲି ପର୍ବ ମହାସମାରୋହରେ ପାଳିତ ହୋଇଯାଇଛି । ଡେଲାଙ୍ଗର ଆଠଦେଶ ଠାକୁର ଶ୍ରୀ ଶ୍ରୀ ସୋମନାଥ ଦେବ, ଶ୍ରୀ ଶ୍ରୀ ରାଧାକାନ୍ତ ଦେବ, ଶ୍ରୀଶ୍ରୀ ବଣିବକ୍ରେଶ୍ୱର ଦେବ, ଶ୍ରୀଶ୍ରୀ ନୀଳକଣ୍ଠେଶ୍ୱର ଦେବ ଦୋଳ ବିମାନରେ ବସି ବାଜା, ବାଣ, ଶଙ୍ଖ, ତୁରୀ, ଆଲଟ, ଚାମ୍ବର ଛତି, ସୁଶୋଭିତ ଫୁଲମାଳ ସହ ଆଲୋକ ମାଳାରେ ସୂସଜ୍ଜିତ ହୋଇ ତଥା ନଦିଆ ସଂକିର୍ତନ ମଣ୍ଡଳି ସହିତ ଶତାଧିକ ଶ୍ରଦ୍ଧାଳୁଙ୍କ ଗ୍ରହଣରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଗୋପାଳ ମାନେ ଦୋଳବିମାନକୁ କାନ୍ଧରେ କାନ୍ଧେଇ ବିଭିନ୍ନ ଗ୍ରାମ ପରିକ୍ରମା କରି ଘୋରଡିଆର ଚାରୀ ସାହୀ, କଚେରୀ ,କୁଆପଦା, ବାଲିହୁଙ୍କା , ଶିଶୁଆପଡା, ନୂଆ ହାଟ, ଘନିପୁର , ଓଉପଡା ଠାରେ ଭୋଗ ଖାଇଥାନ୍ତି । ସେହିପରି ଶ୍ରୀ ଶୀରାଧାମୋହନ ଦେବ, ଶ୍ରୀ ଶ୍ରୀପତିତପାବନ ଦେବମଧ୍ୟ ଦୋଳବିମାନରେ ବସି ଗାଁ ପରିକ୍ରମା କରି ଭୋଗ ଖାଇଥାନ୍ତି । ଅପରାହ୍ନରେ ଦୋଳମଣ୍ଡପରେ ଦୋଳିରେ ବସି ପୂଜା ପାଇଥାନ୍ତି । ସଂଧ୍ୟାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ହେବା ସହ ବହୁ ସଂଖ୍ୟାରେ ଭକ୍ତ, ଶ୍ରଦ୍ଧାଳୁ ମାନଙ୍କ ଭିଡ ଦେଖିବାକୁ ମିଳିଥାଏ । ଏଠାରେ ପଣ୍ଡିତମାନେ ନୃତନ ପାଜ୍ଞିକା ପାଠ କରି ଚଳିତ ବର୍ଷ ରାଜ୍ୟ ଓ ଦେଶର ଭବିଷ୍ୟତ, ଭଲମନ୍ଦ ସଂପର୍କରେ ଆଲୋକପାତ କରିଥାନ୍ତି । ଏଥିସହିତ ଡେଲାଙ୍ଗର ଗଡବେଗୁନିଆପଡା, ଘନିପୁର, ଯୋରକଣୀ, ତିଗିରିଆ, ସୁଜନପୁର କଲ୍ୟାଣପୁର, ନୁଆହାଟ, ମୁନିନ୍ଦା ଡେଲାଙ୍ଗ ହାଟ, ବେରବୋଇ, ଅରିଶଲ, ଗୁଆଳିପଡା, ଅଭୟମୁଖୀ, ମୋଟରୀ, ଧାନକେରା, ରେଙ୍ଗଳ, ଗୋଡିପୁଟ ମାଟିଆପଡା, ସିଂଙ୍ଗବ୍ରହ୍ମପୁର, ଜେନାପୁର, ଶ୍ରୀପୁରଷସ୍ତମପୁର ଆଦି ବିଭିନ୍ନସ୍ଥାନରେ ମଧ୍ୟ ଦୋଳପର୍ବ ପାଳନ କରିବା ଦେଖିବାକୁ ମିଳିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like