-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ରାଜ୍ୟ

କବି ରମାକାନ୍ତ ରଥଙ୍କ  ବିୟୋଗରେ କେନ୍ଦ୍ର ସାହିତ୍ୟ ଏକାଡେମୀର ଶୋକ

16-Mar-2025



ନୂଆଦିଲ୍ଲୀ(ପ୍ରେରଣା ଖବର): ପ୍ରଖ୍ୟାତ କବି ରମାକାନ୍ତ ରଥଙ୍କ ବିୟୋଗରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି। ଏକାଡେମୀର ସଚିବ ଡକ୍ଟର କେ. ଶ୍ରୀନିବାସରାଓ ଶୋକବାର୍ତ୍ତାରେ କହିଛନ୍ତି ଯେ, "ପ୍ରସିଦ୍ଧ ଓଡ଼ିଆ କବି, ବିଦ୍ୱାନ ଏବଂ ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ତଥା ମହତ୍ତର ସଦସ୍ୟ ଶ୍ରୀ ରମାକାନ୍ତ ରଥ ଆଉ ନାହାନ୍ତି ବୋଲି ଜାଣି ଖୁବ୍ ଦୁଃଖ ଲାଗୁଛି। ତାଙ୍କ କବିତା ଅଗଣିତ ବ୍ୟକ୍ତିଙ୍କୁ ଗଭୀର ଭାବରେ ଆତ୍ମନିରୀକ୍ଷଣ କରିବାକୁ ତଥା ଭୌତିକ ଜଗତ ବାହାରେ ଜୀବନ, ମୃତ୍ୟୁ, ଅସ୍ତିତ୍ୱ ବିଷୟରେ ଜିଜ୍ଞାସା କରିବାକୁ ସାହାଯ୍ୟ କରିଥିଲା। ଏଥିସହିତ ଅନେକଙ୍କୁ ନିଜ ନିଜର ସାଂସ୍କୃତିକ ମୂଳକୁ ପୁନର୍ବାର ଖୋଜିବା ଏବଂ ପୁନଃଆବିଷ୍କାର କରିବାକୁ ଶକ୍ତି ଦେଇଥିଲା। "ଶ୍ରୀରାଧା" ଏବଂ "ସପ୍ତମ ଋତୁ" ଭଳି ତାଙ୍କର ପ୍ରସିଦ୍ଧ ଏବଂ ଅମର କୃତିଗୁଡିକ ଆତ୍ମ-ଆବିଷ୍କାରର ଯାତ୍ରାରେ ସର୍ବଦା ସାହାଯ୍ୟ କରୁଥିବେ।"
ସୂଚନାଯୋଗ୍ୟ ଯେ, ରମାକାନ୍ତ ରଥ ଓଡ଼ିଆ କବିତାରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଥିଲେ।  ଆଧୁନିକତାବାଦୀ ଏବଂ ଦାର୍ଶନିକ ଆଭିମୁଖ୍ୟ ପାଇଁ ସେ ସର୍ବଭାରତୀୟ ସ୍ତରରେ ସୁପରିଚିତ । ତାଙ୍କର  କବିତା ସଂକଳନଗୁଡ଼ିକ ମଧ୍ୟରେ ରହିଛି କେତେ ଦିନର, ସଂନ୍ଦିଗ୍ଧ ମୃଗୟା , ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ଏବଂ ଶ୍ରୀ ପଳାତକ ଇତ୍ୟାଦି। ମହାନ କୃତି ‘ଶ୍ରୀରାଧା’ ପାଇଁ ୧୯୯୨ ମସିହାରେ ତାଙ୍କୁ  ସରସ୍ୱତୀ ସମ୍ମାନ ପ୍ରଦାନ କରାଯାଇଥିଲା। ତାଙ୍କର କୃତିଗୁଡ଼ିକ ଇଂରାଜୀ ସମେତ ଅନେକ ଭାରତୀୟ ଭାଷାରେ ଅନୂଦିତ ହୋଇଛି।    ସେ ୧୯୭୭ରେ ସାହିତ୍ୟ ଏକାଡେମୀ ପୁରସ୍କାର, ୧୯୮୪ରେ ଶାରଳା ପୁରସ୍କାର, ୧୯୯୦ରେ ବିଷୁବ ସମ୍ମାନ ଲାଭ କରିଥିଲେ ଏବଂ ୨୦୦୯ରେ ତାଙ୍କୁ ସାହିତ୍ୟ ଏକାଡେମୀର ମହତ୍ତର ସଦସ୍ୟ ଭାବରେ ସମ୍ମାନିତ କରାଯାଇଥିଲା। ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସହିତ ଶ୍ରୀ ରଥ ଓଡ଼ିଶାର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ବିଭିନ୍ନ ବିଭାଗରେ ସଚିବ ଏବଂ ଓଡ଼ିଶାର ମୁଖ୍ୟ ସଚିବ ଭାବରେ କାର୍ଯ୍ୟ କରିଥିଲେ। ୨୦୦୬ ମସିହାରେ ତାଙ୍କୁ ପଦ୍ମଭୂଷଣରେ ସମ୍ମାନିତ କରାଯାଇଥିଲା।
ଆସନ୍ତାକାଲି ସାହିତ୍ୟ ଏକାଡେମୀର ସମସ୍ତ କାର୍ଯ୍ୟାଳୟରେ ଶୋକ ସଭା ଅନୁଷ୍ଠିତ ହେବ ଏବଂ ତାଙ୍କ ସମ୍ମାନାର୍ଥେ ଦ୍ବିତୀୟାର୍ଦ୍ଧରେ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like